Browsing Tag

raurakela news

ଖଣ୍ଡାୟତ କ୍ଷେତ୍ରୀୟ ମହାସଭାର ବାରହାତ ଖଡ୍ଗ ଶୋଭାଯାତ୍ରା

ଓଡ଼ିଶାରେ ଖଣ୍ଡାୟତ ରେଜିମେଣ୍ଟ ହେବା ଦରକାର: ଡ଼ଃ ମଲ୍ଲିକ ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଉତ୍କଳ ଖଣ୍ଡାୟତ କ୍ଷେତ୍ରୀୟ ମହାସଭା ଇସ୍ପାତ ନଗରୀ କମିଟି ତରଫରୁ ପାଟଖଣ୍ଡା ରୁପେ ପରିଚିତ ବାରହାତ ଖଡ୍ଗ ପୂଜା ଓ ଶୋଭାଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି । ସେକ୍ଟର ୩ସ୍ଥିତ
Read More...

ରାଜ୍ୟସ୍ତରୀୟ ପ୍ରତିଭା ଅନ୍ୱେଷଣ ତଥା ସମ୍ବର୍ଦ୍ଧନା ମହୋତ୍ସବ ୨୦୨୩ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ କଲୋନୀ ସ୍ଥିତ ଗୋପବନ୍ଧୁ ପାଠାଗାରଠାରେ ଓଡିଶା ସଂସ୍କୃତି କଳା ଏକାଡେମୀ ଓ ସଙ୍ଗୀତ ମୂର୍ଚ୍ଛନା ଭୁବନେଶ୍ୱର ଅନୁଷ୍ଠାନ ତରଫରୁ ରାଜ୍ୟସ୍ତରୀୟ ପ୍ରତିଭା ଚୟନ ଏବଂ ସମ୍ବର୍ଦ୍ଧନା ମହୋତ୍ସବ ଅନୁଷ୍ଠିତ ହୋଇଯାଇଅଛି । ଏହି ସମାରୋହରେ ଓକା ଆଇଡଲ
Read More...

ପ୍ରାକ୍ତନ ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ସେଠୀଙ୍କ ଜନନୀ ସମ୍ପର୍କ ଅଭିଯାନ

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପଲ୍ଲୀ ପ୍ରାକ୍ତନ ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ସେଠୀ ଜନନୀ ସମ୍ପର୍କ ଅଭିଯାନରେ ସେକ୍ଟର -୨୦ ପରିଦର୍ଶନ କରି ମା' ଭଉଣୀଙ୍କ ସହିତ ବସି ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ । ଅଞ୍ଚଳରେ ଥିବା ଲୋକମାନଙ୍କର ସାମାଜିକ ଏବଂ ବ୍ୟକ୍ତିଗତ ସମସ୍ୟାକୁ ମା'
Read More...

ମହିଳା ବିଜେଡି ତରଫରୁ ଟଙ୍କ ତୋରାଣି ବଣ୍ଟନ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମହିଳା ବିଜେଡି ତରଫରୁ ଡିଏଭି ଛକଠାରେ ଟଙ୍କ ତୋରାଣି ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ବିଧାୟକ ସାରଦା ପ୍ରସାଦ ନାୟକଙ୍କ ପରାମର୍ଶ ଓ ପ୍ରାକ୍ତନ ପୌରାଧ୍ୟକ୍ଷା ରଶ୍ମିବାଳା ମିଶ୍ର ତଥା ରାଉରକେଲା ମହିଳା ବିଜେଡି
Read More...

ଓଡିଆ ଭାଷା ବିକାଶ ମଞ୍ଚର ଗଙ୍ଗାଧର ମେହେର ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ତରଫରୁ ଓଡିଶା ମାଟିର ସଂଭ୍ରାନ୍ତ ପୁତ୍ର ତଥା ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ମଂଚର ସଭାପତି ତଥା ଶିକ୍ଷାବିତ୍ ପ୍ରଶାନ୍ତ କୁମାର ପତିଙ୍କ ସଭାପତିତ୍ୱ ଓ ସଂପାଦକ
Read More...

ସଡ଼କ ଦୁର୍ଘଟଣା ଘଟି ୫ ଜଣ ଗୁରୁତର

ରାଉଲକେଲା, (ସସ୍ମିତା ପ୍ରଧାନ) : ରାଉରକେଲାରୁ ବଣେଇ ଯାଉଥିବା ରାସ୍ତାରେ ଯାତ୍ରୀବାହୀ ବସ୍‌ ସହ କୋଇଲା ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ୫ ଜଣ ଗୁରୁତର ହୋଇଥିବା ଜଣାପଡିଛି । ସୂଚନାନୁଯାୟୀ ଗୁରୁତରଙ୍କୁ ରାଉଲକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ଦୁର୍ଘଟଣା
Read More...

ଗୋ ସୁରକ୍ଷା ପାଇଁ ସମର୍ପିତ ଅଶୋକ ବାରିକ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମ୍ପ୍ରତିକ ପରିସ୍ଥିତିରେ ଗୋ ସମ୍ପଦର ସୁରକ୍ଷା ଉଭୟ ଜିଲ୍ଲା ପୋଲିସ ଓ ପ୍ରଶାସନ ପାଇଁ ଏକ ଆହ୍ୱାନ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲା ହେମଗିରି ବ୍ଲକ ମୁଣ୍ଡରକ୍ଷେତ ପଞ୍ଚାୟତ ଅନ୍ତର୍ଗତ ଛତାବର ଗ୍ରାମର ନୃପ ବାରିକ ଓ ସରୋଜିନୀ ବାରିକଙ୍କ ପୁଅ ଅଶୋକ
Read More...

ରୋଟାରୀ କ୍ଲବ ରାଉରକେଲା ଷ୍ଟିଲ ସିଟିର ଦ୍ୱାଦଶତମ ସ୍ଥାପନା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ରାଉରକେଲା ଷ୍ଟିଲ ସିଟିର ଦ୍ୱାଦଶତମ ସ୍ଥାପନା ଦିବସ ରାଉରକେଲା କ୍ଲବଠାରେ ଅନୁଷ୍ଠିତ ହୋଇଯାଇଛି । ୨୦୨୧-୨୨ର ସଭାପତି ରୋଟାରୀଆନ ଅର୍ଚ୍ଚନା ମହାନ୍ତିଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦିକା ରୋଟାରୀଆନ ପିଉ ଗୁହାଙ୍କ ଆବାହକତ୍ୱରେ ଆୟୋଜିତ ଏହି
Read More...

ଦିବ୍ୟଜୀବନ ସଂଘ ରାଉରକେଲା ଶାଖା ତରଫରୁ ଗୁରୁ ପୂର୍ଣ୍ଣିମା ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ଚିଦାନନ୍ଦ ଆଶ୍ରମଠାରେ ଦିବ୍ୟଜୀବନ ସଂଘ ରାଉରକେଲା ଶାଖା ତରଫରୁ ଗୁରୁ ପୂର୍ଣ୍ଣିମା ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ସ୍ୱାମୀ ବ୍ରହ୍ମସାକ୍ଷାତକାର ନନ୍ଦ ମହାରାଜ ମୁଖ୍ୟ ପ୍ରବଚକ ଭାବେ ଯୋଗଦେଇ କହିଥିଲେ ଯେ' ଗୁରୁ ପୂର୍ଣ୍ଣିମା
Read More...

ରାଉରକେଲା ମହାବିଦ୍ୟାଳୟ ରେଡକ୍ରସ ୟୁନିଟର ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ରାଉରକେଲା ମହାବିଦ୍ୟାଳୟ ଓ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରାଉରକେଲା ଯୁବ ରେଡକ୍ରସ ୟୁନିଟ ଦ୍ୱାରା ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ପ୍ରଫେସର ସୁଜାତା ପ୍ରଧାନଙ୍କ ଅଧ୍ୟକ୍ଷତାରେ
Read More...