Browsing Tag

raurakela news

ମର୍ମନ୍ତୁଦ ସଡକ ଦୁର୍ଘଟଣା, ୧ ମୃତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ବିଶ୍ରା ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଜଣକ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନାଯୋଗ୍ୟ ଯେ, ରାଉରକେଲା ସହର ବିଶ୍ରା ଛକରେ ଜଣେ ମହିଳାଙ୍କୁ ଏକ ବସ ଧକ୍କା ଦେବା ପରେ ଘୋଷାଡି ନେଇଥିଲା । ଫଳରେ ଘଟଣାସ୍ଥଳରେ ହିିଁ ମହିଳାଙ୍କ ମୃତ୍ୟୁ
Read More...

ପାୟଲର ରଥ ସଜାସଜି ପ୍ରତିଯୋଗିତା ସଂପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶାର ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖିବା ପାଇଁ ନୃତ୍ୟାନୁଷ୍ଠାନ ପାୟଲ ତରଫରୁ ଆୟୋଜିତ ରଥ ସଜାସଜି ପ୍ରତିଯୋଗିତା ସଂପନ୍ନ ହୋଇଯାଇଛି । ଅନୁଷ୍ଠାନର ଗୁରୁମା କେତକୀ ଭଟ୍ଟାଚାର୍ଯ୍ୟଙ୍କ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସହରର ୧୫ଜଣ
Read More...

ସ୍ୱସ୍ତି ସାହିତ୍ୟ ସଂସଦର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ସ୍ୱସ୍ତି ସାହିତ୍ୟ ସଂସଦ ଓ ଗୋପବନ୍ଧୁ ପାଠାଗାରର ମିଳିତ ଆନୁକୂଲ୍ୟରେ ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ ପାଠାଗାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରଫେସର ଶଙ୍କର ପ୍ରସାଦ ତ୍ରିପାଠୀଙ୍କ ପୌରହିତ୍ୟ ଓ ସଂସଦର
Read More...

ଉତ୍କଳ ସ୍ନେହୀ ମହିଳା ସମିତି ଓ ଗୋପବନ୍ଧୁ ପାଠାଗାରର ମିଳିତ ସହଯୋଗରେ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାମାଜିକ-ସ୍ୱେଚ୍ଛାସେବୀ ଅନୁଷ୍ଠାନ ଉତ୍କଳ ସ୍ନେହୀ ମହିଳା ସମିତି ଓ ଗୋପବନ୍ଧୁ ପାଠାଗାରର ମିଳିତ ସହଯୋଗରେ ପାଠାଗାର ପରିସରରେ ଏକ ନିଃଶୁଳ୍କ ସାସ୍ଥ୍ୟ ପରୀକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭୁବନେଶ୍ଵର 'ସମ୍ ହସପିଟାଲର'
Read More...

ଆଜାଦିର ଅମୃତ ମହୋତ୍ସବ ଉପଲକ୍ଷେ କାରାଗାର ଅନ୍ତେବାସୀଙ୍କ ସହ ଦେଶାତ୍ମବୋଧକ ସଙ୍ଗୀତ ଓ ଭଜନ ଆଧାରିତ କାର୍ଯ୍ୟକ୍ରମ…

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ପବିତ୍ର ବାହୁଡା ଯାତ୍ରା ଚାଲିଥିବା ବେଳେ ରାଉରକେଲା ସ୍ୱତନ୍ତ୍ର କାରାଗାର ପରିସରରେ ସ୍ୱାଧୀନତାର ୭୫ ବର୍ଷ ତଥା ଅମୃତ ମହୋତ୍ସବ ପାଳନ ଉପଲକ୍ଷେ 'ପରିବର୍ତ୍ତନ' ଆଧାରିତ ଏକ ସଙ୍ଗୀତ କାର୍ଯ୍ୟକ୍ରମ କାରାଗାର ଅନ୍ତେବାସୀଙ୍କୁ ନେଇ ଅନୁଷ୍ଠିତ ହୋଇଯାଇଛି ।
Read More...

ବାହୁଡାରେ ବାହୁଡି ଗଲେ ପ୍ରଫେସର ଡ. ସୋମନାଥ ମିଶ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ମହାପ୍ରଭୁ ଜଗନ୍ନାଥଙ୍କ ବାହୁଡା ଯାତ୍ରାରେ ବାହୁଡି ଗଲେ ବିଶ୍ୱର ଜଣେ ଶ୍ରେଷ୍ଠ ଧାତୁ ବିଜ୍ଞାନୀ ପ୍ରଫେସର ଡ. ସୋମନାଥ ମିଶ୍ର । ୮୭ ବର୍ଷର କର୍ମମୟ ଜୀବନରେ ପଡିଛି ଜବନିକା । ରାଉରକେଲା ସହର ହରାଇଛି ଜଣେ ଶ୍ରେଷ୍ଠ ଶିକ୍ଷାବିତ୍‌ଙ୍କୁ । ପ୍ରଫେସର ଡ.
Read More...

ଏକତା ଗୃପର ସାଂସ୍କୃତିକ କାର୍ଯ୍ୟକ୍ରମ ଓ ବନ୍ଧୁ ମିଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ଏକତା ଗୃପର ସାଂସ୍କୃତିକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଝିରପାଣି ସ୍ଥିତ ସାଇନିଂ କ୍ଲବଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ବସୁମତୀ ମହାନ୍ତିଙ୍କ ସଭାପତିତ୍ୱ ଓ ସଂପାଦକ ଗୌରୀ କୁମ୍ଭାରଙ୍କ ଆବାହକତ୍ୱରେ ଆୟୋଜିତ ଏହି
Read More...

ଜ୍ଞାନଜ୍ୟୋତି ପବ୍ଲିକ୍ ସ୍କୁଲରେ ବନ ମହୋତ୍ସବ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରତିବର୍ଷ ଜୁଲାଇ ମାସର ପ୍ରଥମ ସପ୍ତାହକୁ ବନ ମହୋତ୍ସବ ସପ୍ତାହ ରୂପେ ପାଳନ କରାଯାଉଥିବା ବେଳେ ଏହି ବନ ମହୋତ୍ସବ କାର୍ଯ୍ୟକ୍ରମ ସେକ୍ଟର ୧୯ସ୍ଥିତ ଜ୍ଞାନଜ୍ୟୋତି ପବ୍ଲିକ୍ ସ୍କୁଲରେ ପାଳନ କରାଯାଇଛି । ସ୍କୁଲର ଅଧ୍ୟକ୍ଷ ଜଳଧର ମହାପାତ୍ରଙ୍କ ଅଧ୍ୟକ୍ଷତା ଓ
Read More...

ଅଗ୍ରଣୀ ମହିଳାନୁଷ୍ଠାନ “ସ୍ୱୟପ୍ରଭା” ଆନୁକୂଲ୍ୟରେ ବିଶିଷ୍ଟ ଆଇନଜୀବୀ ଶୈଳବାଳା ପୂଜାରୀଙ୍କ ପୁଣ୍ୟଃତିଥି…

ରାଉରକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ମହିଳାନୁଷ୍ଠାନ "ସ୍ୱୟଂପ୍ରଭା" ଆନୁକୂଲ୍ୟରେ ବାସନ୍ତି କଲୋନୀ ସ୍ଥିତ 'ଚେତନାଭାବନ'ଠାରେ ପଶ୍ଚିମ ଓଡ଼ିଶାର ପ୍ରଥମ ମହିଳା ଆଇନଜୀବୀ ବିଶିଷ୍ଟ ସମାଜସେବୀ ଓ ସାହିତ୍ୟିକାଙ୍କ ଅଷ୍ଟମ ପୁଣ୍ୟତିଥି ପାଳନ ହୋଇଯାଇଛି । ଅନୁଷ୍ଠାନର ସଭାନେତ୍ରୀ ଡକ୍ଟର
Read More...

୩୦ ଫୁଟ ତଳକୁ ଖସିଲା ସ୍କର୍ପିଓ, ୮ଗୁରୁତର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାରୁ କୋଇଡା ଯାଉଥିବା ଏକ ବରଯାତ୍ରୀ ଗାଡ଼ି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ ଏହି ଦୁର୍ଘଟଣାରେ ଆଠ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ କିଛି ଗୁରୁତରଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନରେ
Read More...