Browsing Tag

raurakela news

ମର୍ମନ୍ତୁଦ ସଡକ ଦୁର୍ଘଟଣା, ୧ ମୃତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ବିଶ୍ରା ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଜଣକ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନାଯୋଗ୍ୟ ଯେ, ରାଉରକେଲା ସହର ବିଶ୍ରା ଛକରେ ଜଣେ ମହିଳାଙ୍କୁ ଏକ ବସ ଧକ୍କା ଦେବା ପରେ ଘୋଷାଡି ନେଇଥିଲା । ଫଳରେ ଘଟଣାସ୍ଥଳରେ ହିିଁ ମହିଳାଙ୍କ ମୃତ୍ୟୁ…
Read More...

ପାୟଲର ରଥ ସଜାସଜି ପ୍ରତିଯୋଗିତା ସଂପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶାର ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖିବା ପାଇଁ ନୃତ୍ୟାନୁଷ୍ଠାନ ପାୟଲ ତରଫରୁ ଆୟୋଜିତ ରଥ ସଜାସଜି ପ୍ରତିଯୋଗିତା ସଂପନ୍ନ ହୋଇଯାଇଛି । ଅନୁଷ୍ଠାନର ଗୁରୁମା କେତକୀ ଭଟ୍ଟାଚାର୍ଯ୍ୟଙ୍କ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସହରର ୧୫ଜଣ…
Read More...

ସ୍ୱସ୍ତି ସାହିତ୍ୟ ସଂସଦର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ସ୍ୱସ୍ତି ସାହିତ୍ୟ ସଂସଦ ଓ ଗୋପବନ୍ଧୁ ପାଠାଗାରର ମିଳିତ ଆନୁକୂଲ୍ୟରେ ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ ପାଠାଗାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରଫେସର ଶଙ୍କର ପ୍ରସାଦ ତ୍ରିପାଠୀଙ୍କ ପୌରହିତ୍ୟ ଓ ସଂସଦର…
Read More...

ଉତ୍କଳ ସ୍ନେହୀ ମହିଳା ସମିତି ଓ ଗୋପବନ୍ଧୁ ପାଠାଗାରର ମିଳିତ ସହଯୋଗରେ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାମାଜିକ-ସ୍ୱେଚ୍ଛାସେବୀ ଅନୁଷ୍ଠାନ ଉତ୍କଳ ସ୍ନେହୀ ମହିଳା ସମିତି ଓ ଗୋପବନ୍ଧୁ ପାଠାଗାରର ମିଳିତ ସହଯୋଗରେ ପାଠାଗାର ପରିସରରେ ଏକ ନିଃଶୁଳ୍କ ସାସ୍ଥ୍ୟ ପରୀକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭୁବନେଶ୍ଵର 'ସମ୍ ହସପିଟାଲର'…
Read More...

ଆଜାଦିର ଅମୃତ ମହୋତ୍ସବ ଉପଲକ୍ଷେ କାରାଗାର ଅନ୍ତେବାସୀଙ୍କ ସହ ଦେଶାତ୍ମବୋଧକ ସଙ୍ଗୀତ ଓ ଭଜନ ଆଧାରିତ କାର୍ଯ୍ୟକ୍ରମ…

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ପବିତ୍ର ବାହୁଡା ଯାତ୍ରା ଚାଲିଥିବା ବେଳେ ରାଉରକେଲା ସ୍ୱତନ୍ତ୍ର କାରାଗାର ପରିସରରେ ସ୍ୱାଧୀନତାର ୭୫ ବର୍ଷ ତଥା ଅମୃତ ମହୋତ୍ସବ ପାଳନ ଉପଲକ୍ଷେ 'ପରିବର୍ତ୍ତନ' ଆଧାରିତ ଏକ ସଙ୍ଗୀତ କାର୍ଯ୍ୟକ୍ରମ କାରାଗାର ଅନ୍ତେବାସୀଙ୍କୁ ନେଇ ଅନୁଷ୍ଠିତ ହୋଇଯାଇଛି ।…
Read More...

ବାହୁଡାରେ ବାହୁଡି ଗଲେ ପ୍ରଫେସର ଡ. ସୋମନାଥ ମିଶ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ମହାପ୍ରଭୁ ଜଗନ୍ନାଥଙ୍କ ବାହୁଡା ଯାତ୍ରାରେ ବାହୁଡି ଗଲେ ବିଶ୍ୱର ଜଣେ ଶ୍ରେଷ୍ଠ ଧାତୁ ବିଜ୍ଞାନୀ ପ୍ରଫେସର ଡ. ସୋମନାଥ ମିଶ୍ର । ୮୭ ବର୍ଷର କର୍ମମୟ ଜୀବନରେ ପଡିଛି ଜବନିକା । ରାଉରକେଲା ସହର ହରାଇଛି ଜଣେ ଶ୍ରେଷ୍ଠ ଶିକ୍ଷାବିତ୍‌ଙ୍କୁ । ପ୍ରଫେସର ଡ.…
Read More...

ଏକତା ଗୃପର ସାଂସ୍କୃତିକ କାର୍ଯ୍ୟକ୍ରମ ଓ ବନ୍ଧୁ ମିଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ଏକତା ଗୃପର ସାଂସ୍କୃତିକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଝିରପାଣି ସ୍ଥିତ ସାଇନିଂ କ୍ଲବଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ବସୁମତୀ ମହାନ୍ତିଙ୍କ ସଭାପତିତ୍ୱ ଓ ସଂପାଦକ ଗୌରୀ କୁମ୍ଭାରଙ୍କ ଆବାହକତ୍ୱରେ ଆୟୋଜିତ ଏହି…
Read More...

ଜ୍ଞାନଜ୍ୟୋତି ପବ୍ଲିକ୍ ସ୍କୁଲରେ ବନ ମହୋତ୍ସବ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରତିବର୍ଷ ଜୁଲାଇ ମାସର ପ୍ରଥମ ସପ୍ତାହକୁ ବନ ମହୋତ୍ସବ ସପ୍ତାହ ରୂପେ ପାଳନ କରାଯାଉଥିବା ବେଳେ ଏହି ବନ ମହୋତ୍ସବ କାର୍ଯ୍ୟକ୍ରମ ସେକ୍ଟର ୧୯ସ୍ଥିତ ଜ୍ଞାନଜ୍ୟୋତି ପବ୍ଲିକ୍ ସ୍କୁଲରେ ପାଳନ କରାଯାଇଛି । ସ୍କୁଲର ଅଧ୍ୟକ୍ଷ ଜଳଧର ମହାପାତ୍ରଙ୍କ ଅଧ୍ୟକ୍ଷତା ଓ…
Read More...

ଅଗ୍ରଣୀ ମହିଳାନୁଷ୍ଠାନ “ସ୍ୱୟପ୍ରଭା” ଆନୁକୂଲ୍ୟରେ ବିଶିଷ୍ଟ ଆଇନଜୀବୀ ଶୈଳବାଳା ପୂଜାରୀଙ୍କ ପୁଣ୍ୟଃତିଥି…

ରାଉରକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ମହିଳାନୁଷ୍ଠାନ "ସ୍ୱୟଂପ୍ରଭା" ଆନୁକୂଲ୍ୟରେ ବାସନ୍ତି କଲୋନୀ ସ୍ଥିତ 'ଚେତନାଭାବନ'ଠାରେ ପଶ୍ଚିମ ଓଡ଼ିଶାର ପ୍ରଥମ ମହିଳା ଆଇନଜୀବୀ ବିଶିଷ୍ଟ ସମାଜସେବୀ ଓ ସାହିତ୍ୟିକାଙ୍କ ଅଷ୍ଟମ ପୁଣ୍ୟତିଥି ପାଳନ ହୋଇଯାଇଛି । ଅନୁଷ୍ଠାନର ସଭାନେତ୍ରୀ ଡକ୍ଟର…
Read More...

୩୦ ଫୁଟ ତଳକୁ ଖସିଲା ସ୍କର୍ପିଓ, ୮ଗୁରୁତର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାରୁ କୋଇଡା ଯାଉଥିବା ଏକ ବରଯାତ୍ରୀ ଗାଡ଼ି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ ଏହି ଦୁର୍ଘଟଣାରେ ଆଠ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ କିଛି ଗୁରୁତରଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନରେ…
Read More...