Browsing Tag

raurakela news

ରାଉରକେଲାରେ ୩୧୧ କୋଟିର ଜିଏସ୍‌ଟି ଠକେଇ ଅଭିଯୋଗରେ ବନ୍ଧା ହେଲେ ୫ ବ୍ୟବସାୟୀ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାରେ ୩୧୧କୋଟିର ଜିଏସ୍‌ଟି ଠକେଇ ଅଭିଯୋଗ ଆସିଛି । ଏହି ଅଭିଯୋଗରେ ୫ ବ୍ୟବସାୟୀଙ୍କୁ ଗିରଫ କରିଛି ରାଜ୍ୟ ଜିଏସ୍‌ଟି ବିଭାଗ । ଜାଲ କାଗଜ ପତ୍ରରେ ଜିଏସ୍‌ଟି ଠକେଇ କରିଥିବା ନେଇ ହୋଇଛି ଅଭିଯୋଗ । ସୂଚନାନୁଯାଇ, ଗିରଫଙ୍କ ମଧ୍ୟରେ ରାଉରକେଲାର ୪ଜଣ
Read More...

ରାଉରକେଲା କଲେଜରେ ବନ ମହୋତ୍ସବ ସପ୍ତାହ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଷ୍ଟ୍ରୀୟ ସେବା ଯୋଜନାର ସଂଯୁକ୍ତ ଶାଖା ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ରାଉରକେଲା ମହାବିଦ୍ୟାଳୟ, ରାଉରକେଲାର ମିଳିତ ଆନୁକୂଲ୍ୟରେ ମହାବିଦ୍ୟାଳୟ ପରିସରରେ ବନ ମହୋତ୍ସବ ସପ୍ତାହ ପାଳନ ୫ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ଆରମ୍ଭ କରାଯାଇଛି ।
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା, ଗଛରେ ବାଇକ୍‌ ପିଟି ହୋଇ ୨ ମୃତ

ରାଉରକେଲା, (ସସ୍ମିତା ପ୍ରଧାନ) : ଏକ ବାଇକ୍‌ ଗଛରେ ପିଟି ହେବାରୁ ଦୁଇ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକମାନେ ‌ହେଲେ କୁସୁମଡିହିର ରମେଶ କିସାନ ଓ ରଣଜିତ କିସାନ । ସୂଚନାନୁସାରେ ଦୁହେଁ ସୋଲ୍‌ରୁ ରଥଯାତ୍ରା ଦେଖି ବାଇକ୍‌ରେ ଘରକୁ ଫେରୁଥିଲେ । ସୋଲ୍‌ ସ୍କୁଲ ନିକଟରେ
Read More...

ରାଉରକେଲା ବନଖଣ୍ଡ ପକ୍ଷରୁ ଚାରା ବିତରଣ କେନ୍ଦ୍ରର ଶୁଭାରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ବନଖଣ୍ଡ ପକ୍ଷରୁ ୭୩ତମ ବନ ମହୋତ୍ସବ ପାଳନ ଅବସରରେ ଚାରା ବିତରଣ କେନ୍ଦ୍ରର ଶୁଭାରମ୍ଭ କରାଯାଇଛି । ରାଉରକେଲା ଆରସିସିଏଫ ଡ. ଅରୁଣ କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଶ୍ରା ଛକଠାରେ ଖୋଲା ଯାଇଥିବା ଚାରା ବିତରଣ କେନ୍ଦ୍ରର ଉଦ୍‌ଘାଟନ
Read More...

ଶ୍ରୀ ସତ୍ୟସାଇ ବାବାଙ୍କ ୫୦ତମ ପ୍ରତିଷ୍ଠା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨,ସି/୫୬ ସ୍ଥିତ ଶ୍ରୀ ସତ୍ୟସାଇ ବାବାଙ୍କ ବିଗ୍ରହ ପ୍ରତିଷ୍ଠା ଦିବସର ୫୦ତମ ବାର୍ଷିକୋତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବନବାସ ପଟ୍ଟନାୟକ, ସ୍ୱର୍ଣ୍ଣପ୍ରଭା ପଟ୍ଟନାୟକ, ଗୋପୀନାଥ ପଟ୍ଟନାୟକ ଓ ବନ୍ଦନା ପଟ୍ଟନାୟକ
Read More...

ପ୍ରଗତି ଉତ୍କଳ ସଂଘ ଆନୁକୂଲ୍ୟରେ ସୁରେନ୍ଦ୍ର ମହାନ୍ତି ଜନ୍ମ ଶତବାର୍ଷିକୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଧୁନିକ ଓଡ଼ିଆ ସାହିତ୍ୟର ଅପ୍ରତିଦ୍ଵନ୍ଦୀ କଥାଶିଳ୍ପୀ ସୁରେନ୍ଦ୍ର ମହାନ୍ତିଙ୍କ ଜନ୍ମ ଶତବାର୍ଷିକୀ ରାଉରକେଲାର ଅଗ୍ରଣୀ ସାହିତ୍ୟ-ସଂସ୍କୃତି ଅନୁଷ୍ଠାନ ପ୍ରଗତି ଉତ୍କଳ ସଂଘ ଆନୁକୂଲ୍ୟରେ ସଂଘର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ସଂଘର ଉପଦେଷ୍ଟା ଭାରତ
Read More...

ପ୍ରାଥମିକ ଶିକ୍ଷା ହିଁ ସଫଳତାର ପ୍ରଥମ ମୂଳ ଭିତ୍ତିଭୂମି : ଅତନୁ ଭୌମିକ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରାଥମିକ ଶିକ୍ଷା ହିଁ ସଫଳତାର ପ୍ରଥମ ମୂଳ ଭିତ୍ତିଭୂମି । ଆଜିର ସଫଳତା ପଛରେ ବିଦ୍ୟାଳୟ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଅବଦାନ ଅନେକ । ଶୃଙ୍ଖଳା ହିଁ ସଫଳତାର ଚାବିକାଠି ବୋଲି ରାଉରକେଲା ଇସ୍ପାତ କରଖାନାର ଭାରପ୍ରାପ୍ତ ନିର୍ଦ୍ଦେଶକ ଅତନୁ ଭୌମିକ ସେଣ୍ଟପଲ
Read More...

ଶ୍ରୀ ଅରବିନ୍ଦ ଯୋଗ ମନ୍ଦିର ଆନୁକୂଲ୍ୟରେ “ଶିକ୍ଷା କ୍ଷେତ୍ରରେ ବିବର୍ତ୍ତନ, ଜାତୀୟ ଶିକ୍ଷାନୀତି ଓ ଶ୍ରୀ…

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍‌ଟର୍‌ ୫ ସ୍ଥିତ ଶ୍ରୀ ଅରବିନ୍ଦ ଯୋଗ ମନ୍ଦିରର ଏନେକ୍ସ ହଲରେ ଶ୍ରୀ ଅରବିନ୍ଦଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ "ଶିକ୍ଷା କ୍ଷେତ୍ରରେ ବିବର୍ତ୍ତନ, ଜାତୀୟ ଶିକ୍ଷାନୀତି ଓ ଶ୍ରୀ ଅରବିନ୍ଦ" ଶୀର୍ଷକ ଏକ ମଣ୍ଡଳ ସ୍ତରୀୟ ସମ୍ପାନ ଆୟୋଜିତ ହୋଇ ଯାଇଛି ।
Read More...

ସ୍କୁଲ ଗେଟ୍ ଭୁଶୁଡି ଦୁଇ ମୃତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୯ରେ ଥିବା ବିକାଶ ସ୍କୁଲର ମୁଖ୍ୟ ଫାଟକ ଅଚାନକ ଭୁଶୁଡି ପଡିବା ଯୋଗୁଁ ଜଣେ ସିକ୍ୟୁରିଟି ଗାର୍ଡଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଦ୍ୱୟ ହେଲେ ହମିରପୁରର ଗାନ୍ଧୀରାମ ରାଉତ (୫୬) ଓ ସୁରଜ ଚୌଧୁରୀ (୧୮)। ଲୁହା ଗେଟ୍ ପଡିଯିବାରୁ
Read More...

ଶ୍ରଦ୍ଧା ତରଫରୁ ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଦିବ୍ୟାଙ୍ଗଙ୍କ ପାଇଁ ପ୍ରତିବଦ୍ଧତା ଥିବା ସାମାଜିକ ଅନୁଷ୍ଠାନ ଶ୍ରଦ୍ଧା ତରଫରୁ ସେକ୍ଟର ୧୬ ସ୍ଥିତ ନିଜସ୍ୱ କାର୍ଯ୍ୟାଳୟ ଠାରେ ଆଇନଗତ ଅଭିଭାବକ ସଂପର୍କରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶ୍ରଦ୍ଧାର ସଭାପତି ପଶୁପତିନାଥ ଚାଟାର୍ଜୀଙ୍କ
Read More...