Browsing Tag

raurakela news

ରାଜ୍ୟସ୍ତରୀୟ ସାହିତ୍ୟ ଏବଂ ଆଧ୍ୟାତ୍ମିକ ସମ୍ମିଳନୀ ୨୦୨୨ ଅନୁଷ୍ଠିତ

କବି କୁଞ୍ଜବିହାରୀ ରାଉତଙ୍କୁ ସନ୍ଥ ଭୀମପ୍ରଭା ସାହିତ୍ୟ ମିତ୍ର ସମ୍ମାନ ରାଉରକେଲା, (ସସ୍ମିତା ପ୍ରଧାନ) : ଅନୁଗୁଳର ସନ୍ଥକବି ଭୀମଭୋଇ ସାହିତ୍ୟ ପରିଷଦ ତରଫରୁ ରାଜ୍ୟସ୍ତରୀୟ ସାହିତ୍ୟ ଏବଂ ଆଧ୍ୟାତ୍ମିକ ସମ୍ମିଳନୀ ୨୦୨୨ କଟକ ସ୍ଥିତ ସାରଳା ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର
Read More...

ଅଭିଭାବକ ସହ ମତ ବିନିମୟ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ନିର୍ମଲ୍‌ସ ଏଜୁକେସନ ଟ୍ରଷ୍ଟର ଜଗଦା ସ୍ଥିତ ଆଣ୍ଟି ନିର୍ମଳ ନର୍ସରୀ ସ୍କୁଲର ଗ୍ରୀଷ୍ମକାଳୀନ ଶିବିର ଗତ ୬ ତାରିଖରୁ ଆରମ୍ଭ ହୋଇ ଗତକାଲି ଶେଷ ଦିନରେ ଅଭିଭାବକ ସହ ମତ ବିନିମୟ କାର୍ଯ୍ୟକ୍ରମ ସହ ସମାପ୍ତ ହୋଇଛି । ସ୍କୁଲର ଅଧ୍ୟକ୍ଷା ସୋନା ଚକ୍ରବର୍ତ୍ତୀଙ୍କ
Read More...

ପଦ୍ମଶ୍ରୀ ରଜତ କରଙ୍କ ବିୟୋଗରେ ଶୋକସଭା

ରାଉରକେଲା,(ସସ୍ମିତା ପ୍ରଧାନ) : ସହରର ପୁରାତନ ସାହିତ୍ୟାନୁଷ୍ଠାନ ଆଦର୍ଶ ପାଠାଗାର ତରଫରୁ ପଦ୍ମଶ୍ରୀ ରଜତ କରଙ୍କ ବିୟୋଗରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ପାଠାଗାର ର ସଭାପତି ଇଂ ଅଭୟ କୁମାର ଦାସଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ସୁକାନ୍ତ ଚନ୍ଦ୍ର ଖୁଣ୍ଟିଆଙ୍କ ଆବାହକତ୍ୱରେ ଆୟୋଜିତ
Read More...

କୋଏଲ ନଗର ‘ଡି’ ବ୍ଲକ୍‌ ସ୍ଥିତ ହନୁମାନ ମନ୍ଦିରର ସ୍ଥାପନା ଦିବସ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର କୋଏଲ ନଗର ସ୍ଥିତ ‘ଡି’ ବ୍ଲକ୍‌ ହନୁମାନ ମନ୍ଦିରର ସ୍ଥାପନା ଦିବସ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ପ୍ରଥମେ ଏହି ଅବସରରେ ଶ୍ରୀହନୁମାନ ଚାଳିଶା ପଠନ ସହିତ ଅନ୍ୟାନ୍ୟ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
Read More...

ବନ୍ଧବାହାଲରେ ଯୋଗ ପ୍ରଶିକ୍ଷଣ ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ଆର୍ଟ ଅଫ୍‌ ଲିଭିଙ୍ଗ୍‌ ଓ ଏମ୍‌ସିଏଲ୍‌ର ମିଳିତ ଆନୁକୂଲ୍ୟରେ ସୁନ୍ଦରଗଡ଼ ଜିଲ୍ଲା ବାଲିଶଙ୍କରା ବ୍ଲକ ଅନ୍ତର୍ଗତ ବନ୍ଧବାହାଲ କଲ୍ୟାଣ ମଣ୍ଡପ ପ୍ରାଙ୍ଗଣରେ ଅନୁଷ୍ଠିତ ହେଉଥିବା ୨୦ ଦିନ ବ୍ୟାପୀ ଯୋଗ ପ୍ରଶିକ୍ଷଣ ଶିବିରକୁ ଆଜି ବିଶ୍ୱହିନ୍ଦୁ ପରିଷଦର ବରିଷ୍ଠ
Read More...

କ୍ଲିନ୍ ଆଣ୍ଡ ଗ୍ରୀନ୍‌ର ସ୍ୱଚ୍ଛତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱଚ୍ଛତା ଓ ପରିବେଶକୁ ଗୁରୁତ୍ୱ ଦେଉଥିବା ସାମାଜିକ ଅନୁଷ୍ଠାନ କ୍ଲିନ୍ ଆଣ୍ଡ ଗ୍ରୀନ୍ ତରଫରୁ ସେକ୍ଟର ୨ ବସଷ୍ଟାଣ୍ଡ ଓ ସେକ୍ଟର ୩ ସ୍ଥିତ ଜଗନ୍ନାଥ ମନ୍ଦିରର ସମ୍ମୁଖଭାଗ ଓ ଶ୍ରୀ ବଟେଶ୍ୱର ମହାଦେବଙ୍କ ପ୍ରାଙ୍ଗଣରେ ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା ।
Read More...

ପ୍ରଗତି ଉତ୍କଳ ସଂଘର ବିଜୁ ଜୟନ୍ତୀ ଓ କବିତା ପାଠୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ପ୍ରଗତି ଉତ୍କଳ ସଂଘଠାରେ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ସଂଘର ଉପସଭାପତି ଅଜୟ କୁମାର ଗୋସ୍ୱାମୀଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ରାଧାମୋହନ ନାୟକଙ୍କ ଆବାହକତ୍ୱରେ
Read More...

ସୁନାଫୁଲ ପତ୍ରିକା ଲୋକାର୍ପଣ ଓ ଫକୀର ମୋହନଙ୍କ ଜୟନ୍ତୀ ପାଳିତ …..

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅନ୍ୟତମ ସାହିତ୍ୟାନୁଷ୍ଠାନ ସୁନାଫୁଲ ସାହିତ୍ୟ ସଂସଦ ତରଫରୁ ସୁନାଫୁଲ, ସୃଷ୍ଟି ଓ ସ୍ରଷ୍ଟା ପୁସ୍ତକ ଲୋକାର୍ପଣ ଉତ୍ସବ ଓ ମକର ମିଳନ ତଥା ବ୍ୟାସକବିଙ୍କ ଜୟନ୍ତୀ ଛେଣ୍ଡ ସ୍ଥିତ ଗୋପବନ୍ଧୁ ପାଠାଗାରଠାରେ ଅନୁଷ୍ଠିତ ହୋଇଯାଇଛି । ସଂସଦର ସାଧାରଣ
Read More...

ବ୍ୟାସକବି ଫକୀର ମୋହନଙ୍କ ଜୟନ୍ତୀ ପାଳିଲା ଓଡିଆ ଭାଷା ବିକାଶ ମଞ୍ଚ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ତରଫରୁ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ମଂଚର ସାଧାରଣ ସଂପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରାକ୍ତନ ପୁଲିସ
Read More...

ଇସ୍ପାତ ସେଣ୍ଟ୍ରାଲ ମାର୍କେଟରେ ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ପାଳିତ…..

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସେଣ୍ଟ୍ରାଲ ମାର୍କେଟଠାରେ ସଂକ୍ରାନ୍ତି ପୁରୁଷ ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । କବି ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମାଜସେବୀ ଚିତ୍ତରଂଜନ ଜେନା ମୁଖ୍ୟ ଅତିଥି ଓ ମାର୍କେଟର ପ୍ରାକ୍ତନ
Read More...