Browsing Tag

raurkela news

୨୭ତମ ବେଦବ୍ୟାସ ସଙ୍ଗୀତ ନୃତ୍ୟୋତ୍ସବ-୨୦୨୪ ନଭେମ୍ବର ୨ରୁ

ଶାସ୍ତ୍ରୀୟ ଓ ପାରମ୍ପରିକ ନୃତ୍ୟ ସଙ୍ଗୀତ ପରିବେଷଣ କରିବେ ଭାରତର ବିଭିନ୍ନ ପ୍ରାନ୍ତର ୩୦୦ରୁ ଉର୍ଦ୍ଧ୍ଵ କଳାକାର ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶାର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ଭଞ୍ଜ କଳା କେନ୍ଦ୍ର ଆନୁକୂଲ୍ୟରେ ନଭେମ୍ବର ୨ତାରିଖରେ ପ୍ରାକୃତିକ ସୌନ୍ଦର୍ଯ୍ୟଭରା
Read More...

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ପାଠାଗାରର ପରିସରରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ଡ. ଶକ୍ତିପ୍ରସାଦ ସାମନ୍ତରାୟଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ଅଜୟ କୁମାର
Read More...

ଉତ୍କଳ ସ୍ନେହୀ ମହିଳା ସମିତି ଆନୁକୂଲ୍ୟରେ ନିଃଶୁଳ୍କ ସ୍ୱାସ୍ଥ୍ୟ ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାମାଜିକ-ସ୍ୱେଚ୍ଛାସେବୀ ଅନୁଷ୍ଠାନ ଉତ୍କଳ ସ୍ନେହୀ ମହିଳା ସମିତି ଆନୁକୂଲ୍ୟରେ ପ୍ରତିବର୍ଷ ପରି ଚଳିତବର୍ଷ ଅକ୍ଟୋବର ୨୭ ତାରିଖ, ରବିବାର ଦିନ ସେକ୍ଟର -୩ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ହବିଷ ବ୍ରତ ପାଳନ କରୁଥିବା ବୟସ୍କା ମହିଳା
Read More...

ରାଉରକେଲା ଭାଇବ୍ରାଣ୍ଟର ସାମାଜିକ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ୱ ପୋଲିଓ ଦିବସ ପାଳନ ଅବସରରେ ରୋଟାରୀ କ୍ଲବ ଅଫ୍ ରାଉରକେଲା ଭାଇବ୍ରାଣ୍ଟ ତରଫରୁ ଏକ ଅଟୋ ସଚେତନତା ରାଲି ବାସନ୍ତୀ କଲୋନୀ ସ୍ଥିତ ସରୋବର ଠାରେ ଅନୁଷ୍ଠିତ ହୋଇଯାଇଛି । ଭାଇବ୍ରାଣ୍ଟର ସଭାପତି ରୋଟାରିଆନ୍‌ ପ୍ରଶାନ୍ତ ରଞ୍ଜନ ପାତ୍ର ଓ ସମ୍ପାଦକ
Read More...

ଗାଥାକବି ଗୋଦାବରୀଶ ମିଶ୍ରଙ୍କର ଜୟନ୍ତୀ ପାଳିତ

ରାଉରକେଲା, (କେପିଏନ୍‌ଏସ୍‌) : ଗାଥାକବି ତଥା ବକୁଳ ବନର କବି ଗୋଦାବରୀଶ ମିଶ୍ରଙ୍କର ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ଓଡ଼ିଆ ଭାଷା ବିକାଶ ମଞ୍ଚର ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଡ. ସୁମନ ଦତ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ
Read More...

ବିଧାୟକ ଦୁର୍ଗା ଚରଣ ତନ୍ତୀଙ୍କ ସେକ୍ଟର-୨୦ର ବିଭିନ୍ନ ଅଞ୍ଚଳ ପରିଦର୍ଶନ

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପାଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀ ଆଜି ସେକ୍ଟର-୨୦ ଅଞ୍ଚଳରେ ଥିବା ନେହେରୁପାଲ୍ଲୀ ଏବଂ ମିଶ୍ର ଖଟାଲ ବସ୍ତିକୁ ଆଡ଼ି ବିଭିନ୍ନ ବସ୍ତି ଅଞ୍ଚଳକୁ ପରିଦର୍ଶନରେ ଯାଇଥିଲେ । ଏହି ଗସ୍ତ ସମୟରେ ମିଶ୍ର ଖଟାଲ ବସ୍ତିରେ ଆୟୋଜନ ହୋଉଥିବା ଯଜ୍ଞରେ ମଧ୍ୟ
Read More...

ରାଉରକେଲା କଲେଜରେ ନୂତନ ଇ-ଲାଇବ୍ରେରୀ ଓ ପଠନ କକ୍ଷ ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର -୪ ସ୍ଥିତ ରାଉରକେଲା କଲେଜର ଅଧ୍ୟକ୍ଷ ଡ. ରବୀନ୍ଦ୍ର କୁମାର ଜେନାଙ୍କ କରକମଳରେ ନୂତନ ଇ-ଲାଇବ୍ରେରୀ ଉଦ୍‌ଘାଟିତ ହୋଇଯାଇଛି । ଲାଇବ୍ରେରୀ ଅଧିକାରୀ ପ୍ରାଧ୍ୟାପିକା ତପସ୍ଵିନୀ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏବଂ ଲାଇବ୍ରେରିଆନ୍‌ ରାମଦାସ
Read More...

ସ୍ୱର୍ଗତ ବିଜୟ ମହନ୍ତଙ୍କ ପରଲୋକରେ ଶୋକସଭା

ସରକାରୀ ଉଚ୍ଚ ବିଦ୍ୟାଳୟ ଆର୍‌ଇସି କ୍ୟାମ୍ପସ ଏନ୍‌ଆଇଟି, ରାଉରକେଲାର କିରାଣୀ ସ୍ୱର୍ଗତ ବିଜୟ ମହନ୍ତଙ୍କର ଏକ ମମର୍ନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ହୋଇଯାଇଛି । ସେ ବାଇକ୍ ଯୋଗେ ନିଜସ୍ଵ ଗ୍ରାମ ବଣେଇରୁ ଫେରୁଥିବା ସମୟରେ ଚାନ୍ଦିପୋଷ ଠାରେ ଏକ ପୋଲ ସହିତ ଧକ୍କା ହୋଇ ଗୁରୁତର ଆହତ ହୋଇଥିଲେ
Read More...

ଝିରପାଣି ହାଇସ୍କୁଲରେ ଆୟୋଜିତ ସୁରଭି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ବିଧାୟକ ଦୁର୍ଗା ଚରଣ ତନ୍ତୀ

ରାଉରକେଲା, (ସସ୍ମିତା ପ୍ରଧାନ) : ପାନପୋଷ ଉପଖଣ୍ଡ ଅଂଚଳର ବିଶ୍ରା ବ୍ଲକ ଅଧୀନରେ ଥିବା ଝିରପାଣି ହାଇସ୍କୁଲ ପ୍ରାଙ୍ଗଣରେ ଆଜି ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି ଅବସରରେ ରଘୁନାଥପାଲ୍ଲୀ ବିଧାୟଜ ଦୁର୍ଗା ଚରଣ ତନ୍ତୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିଜ ବକ୍ତବ୍ୟରେ
Read More...

୨୪ତମ ମୁକ୍ତମଞ୍ଚ ନାଟକ ମହୋତ୍ସବ ୨୦୨୪ ସମ୍ପନ୍ନ

'ଧରିଥିଲି ହାତ ହେଲା ହତିଆର' ଶ୍ରେଷ୍ଠ ପ୍ରଯୋଜିତ ନାଟକ, ରାଜେନ୍ଦ୍ର ସାହୁ ଶ୍ରେଷ୍ଠ ଅଭିନେତା ଓ ମଧୁମିତା ମହାନନ୍ଦ ଶ୍ରେଷ୍ଠ ଅଭିନେତ୍ରୀ ରାଉରକେଲା, (ସସ୍ମିତା ପ୍ରଧାନ) : ପଦ୍ମବର୍ଣ୍ଣା ସାଂସ୍କୃତିକ ଅନୁଷ୍ଠାନ ଓ ସେକ୍ଟର ୬ ଲକ୍ଷ୍ମୀପୂଜା କମିଟିର ମିଳିତ ଆନୁକୂଲ୍ୟରେ ୨୪ତମ
Read More...