Browsing Tag

raurkela news

ଜୟନ୍ତୀ ଅବସରରେ ପୁଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳମଣି ଗୋପବନ୍ଧୁ ୱେଲ୍ଫେୟାର ଟ୍ରଷ୍ଟ ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୭ତମ ଜୟନ୍ତୀ ଉତ୍ସବ ଅନୁଷ୍ଠାନର ସମ୍ପାଦକ ଅରୁଣ କୁମାର ପରିଡାଙ୍କ ଅଧ୍ୟକ୍ଷତାରେ ମହାସମାରୋହରେ ପାଳିତ ହୋଇଯାଇଛି । ବାଳିଯୋଡ଼ି ଛକ ନିକଟସ୍ଥ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ
Read More...

ହମିରପୁରର ସମସ୍ୟା ଶୁଣିଲେ ବିଧାୟକ

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପାଲ୍ଲୀ ନବନିର୍ବାଚିତ ବିଜେପି ବିଧାୟକ ଦୁର୍ଗାଚରଣ ତନ୍ତୀ ହମିରପୁର ଗସ୍ତରେ ଯାଇ ସେଠାକାର ସମସ୍ୟା ସମ୍ପର୍କରେ ଅବଗତ ହେବା ସହ ସମସ୍ୟା ଗୁଡିକ କିପରି ସମାଧାନ କରାଯାଇପାରିବ, ସେ ସମ୍ପର୍କରେ ଉଦ୍ୟମ କରିବେ ବୋଲି ପ୍ରତିଶୃତି ଦେଇଥିଲେ । ହମିରପୁର
Read More...

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ସାହିତ୍ୟାନୁଷ୍ଠାନ ଓଡ଼ିଆ ଭାଷା ବିକାଶ ମଞ୍ଚ ତରଫରୁ ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଶିକ୍ଷାବିତ୍ ପ୍ରଶାନ୍ତ କୁମାର ପତିଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ
Read More...

ଜୁନିଅର ରକ୍ଷକ ତାଲିମ ଶିବିର ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଏନ୍‌ସିସି ଓଡିଶା ନିର୍ଦ୍ଦେଶାଳୟର ନିର୍ଦ୍ଦେଶ କ୍ରମେ ଏବଂ ସମ୍ବଲପୁର ନିର୍ଦ୍ଦେଶାଳୟର ମାଗଦର୍ଶକ ଓ ନିୟନ୍ତ୍ରଣରେ ଏବଂ ନବମ ଓଡିଶା ବାଟାଲିୟନ୍‌ ତରଫରୁ ଏକ ଶ୍ରେଷ୍ଠ ଭାରତ ଶିବିରକୁ ଆୟୋଜନ କରାଯାଇଛି । ଏହି ଶିବିର ଅକ୍ଟୋବର ୨ ତାରିଖରୁ ଆରମ୍ବ ହୋଇ ୧୩
Read More...

ୱାଇ.ଏମ୍‌.ଏଫ୍‌.ଆଇ ପକ୍ଷରୁ ଦୀପିକା ସ୍କୁଲରେ ବିବିଧ ପ୍ରତିଯୋଗିତା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ୱାଇ.ଏମ.ଏଫ.ଆଇ ପକ୍ଷରୁ ଦୀପିକା ସ୍କୁଲରେ ଆଜି ବିବିଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦୀପିକା ଇଂରାଜୀ ମାଧ୍ୟମ ସ୍କୁଲର ଅଧ୍ୟକ୍ଷ ପ୍ରବୀନ କୁମାର ଶର୍ମା ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ । ସେ ପିଲାଙ୍କୁ ଶୁଭେଚ୍ଛା ଜଣାଇବା ସହ କଳା ପ୍ରତି
Read More...

ହମିରପୁର ଅଞ୍ଚଳରେ ବିଜେପିର ସଦସ୍ୟତା ଅଭିଯାନ

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପାଲ୍ଲୀ ବିଧାନସଭା ନିର୍ବାଚନ ମଣ୍ଡଳୀ ଅଧିନରରେ ଥିବା ଇସ୍ପାତ ସହରାଞ୍ଚଳର ସେକ୍ଟର-୧୯ ଅନ୍ତର୍ଗତ ହମିରପୁରେ ଥିବା ଧୋବି ବସ୍ତି ଠାରେ ବିଜେପି ପକ୍ଷରୁ ଆଜି ସଦସ୍ୟତା ସଂଗ୍ରହ ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ବିଜେପି ପାନପୋଷ ସାଂଘଠନିକ ଜିଲ୍ଲା
Read More...

କୁମାର ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଦର୍ଶ ପାଠାଗାର ଆୟୋଜିତ କୁମାର ପୂର୍ଣ୍ଣିମା ପାଇଁ ଏକ ପ୍ରସ୍ତୁତି ବୈଠକ ପାଠାଗାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୧୬ ତାରିଖରେ ହେବାକୁ ଥିବା ଏହି ଉତ୍ସବରେ ଓଡ଼ିଶା ସଂଗୀତ ମହାବିଦ୍ୟାଳୟର ଅଧ୍ୟକ୍ଷ ବିଜୟ କୁମାର ଜେନା ଓ ବିଶିଷ୍ଟ ଚଳଚ୍ଚିତ୍ର
Read More...

ଆସନ୍ତା ଦଶହରାରେ ୧୨ ହାତ ଖଡ୍ଗ ଶୋଭାଯାତ୍ରା ନେଇ ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ଆସନ୍ତା ୧୩ ତାରିଖ ଦଶହରା ଦିନ ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭାର ୧୨ ହାତ ଖଡ୍ଗ ଶୋଭାଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ସେକ୍ଟର ୩ ସ୍ଥିତ ଖଡ୍ଗ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକାରୀ ସଭାପତି ଉପେନ୍ଦ୍ର କୁମାର ନାୟକଙ୍କ ଅଧ୍ୟକ୍ଷତା,
Read More...

ରୋଟାରୀ କ୍ଲବ ରିଭର ସାଇଡ୍ ତରଫରୁ ନିଃଶୁଳ୍କ ସ୍ୱାସ୍ଥ୍ୟ ପରୀକ୍ଷଣ ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ୍ ସ୍ଥିତ ଗୋପବନ୍ଧୁ ପାଠାଗାର ପରିସରରେ ରୋଟାରୀ କ୍ଲବ ରିଭର ସାଇଡ୍ ତରଫରୁ ଏକ ନିଃଶୁଳ୍କ ସ୍ୱାସ୍ଥ୍ୟ ପରୀକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଉରକେଲା ହାଇଟେକ୍ ମେଡିକାଲ୍ କଲେଜ ଏବଂ ହସ୍‌ପିଟାଲ୍‌ର ହୃଦରୋଗ ବିଭାଗର ଡାକ୍ତର ଏବଂ
Read More...

ମାତୃଶକ୍ତି ହିଁ ଶ୍ରେଷ୍ଠ ଶକ୍ତି

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାହିତ୍ୟ ସଂସ୍କୃତି ଅନୁଷ୍ଠାନ "ରାଉରକେଲା ସାହିତ୍ୟ ସଂସଦର ମାସିକ ସାହିତ୍ୟ ଆସର ଛେଣ୍ଡ ସ୍ଥିତ ଧାମରା ସଂଘ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଆବାହକ ସୁଶାନ୍ତ କୁମାର ନାୟକଙ୍କ ଆବାହକତ୍ୱରେ ଆୟୋଜିତ ଏହି ସଭାରେ ମୁଖ୍ୟବକ୍ତା ଭାବେ
Read More...