Browsing Tag

raurkela news

ସଚେତନ ନାଗରିକ ମଞ୍ଚ ୧୧ତମ ବାର୍ଷିକୋତ୍ସବ ଆସନ୍ତା ଫେବୃଆରୀ ୯ରେ

ରାଉରକେଲାର ଉନ୍ନତି କରଣ ପାଇଁ ଦିଲ୍ଲୀପ ରାୟଙ୍କ ସ୍ଥାନୀୟ ପ୍ରଶାସନ ସହ ଆଲୋଚନା ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଓ ଏହାର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରତିବଦ୍ଧତା ରଖୁଥିବା ସାମାଜିକ ଅନୁଷ୍ଠାନ ସଚେତନ ନାଗରିକ ମଞ୍ଚର ଆଗାମୀ ବାର୍ଷିକୋତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ
Read More...

ରାଷ୍ଟ୍ରିୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଷ୍ଟ୍ରିୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ସେକ୍ଟର ୧୮ ସ୍ଥିତ ଦୀପିକା ଇସ୍ପାତ ଶିକ୍ଷା ସଦନ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ସଭାପତି ବିଶ୍ରା ବ୍ଲକର ଶିକ୍ଷାଧିକାରୀ ସଦାନନ୍ଦ ପ୍ରଧାନ ଓ କାର୍ଯ୍ୟକାରୀ ସମ୍ପାଦକ ତଥା ଶିକ୍ଷା ସଦନର ପ୍ରଧାନ
Read More...

ଓଡ଼ିଆ ଭାଷା ବିକାଶମଞ୍ଚର ସାହିତ୍ୟ ସନ୍ଧ୍ୟା ଓ ସ୍ମୃତି ତର୍ପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶମଞ୍ଚ ଆନୁକୂଲ୍ୟରେ କଲ୍‌ଚରାଲ୍ ଏକାଡେମୀ ସଭାକକ୍ଷରେ ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱରେ ଓ ସଭାପତି ପ୍ରଶାନ୍ତ କୁମାର ପତିଙ୍କ ଅଧ୍ୟକ୍ଷତାରେ ରାଉରକେଲାର ବୁଦ୍ଧିଜୀବୀ, ସାରସ୍ଵତ ସାଧକ ମାନଙ୍କ ସଂପୃକ୍ତି ଓ
Read More...

ଆଜା ନାଚଲେର ଉଦ୍‌ଯାପନୀ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ନୃତ୍ୟ ବିସ୍ମୟ ରୋଜା ରଣାଙ୍କ ନାମରେ ନାମିତ ରୋଜା ନୃତ୍ୟାନୁଷ୍ଠାନ ବିଗତ ଦୁଇ ଦିନ ଧରି ଏକ ଜାତୀୟ ସ୍ତରର ନୃତ୍ୟ ପ୍ରତିଯୋଗୀତା ଆଜା ନାଚଲେ ସ୍ଥାନୀୟ ଭଞ୍ଜ ଭବନ ପ୍ରେକ୍ଷାଳୟ ଠାରେ ଆୟୋଜନ କରିଥିଲା । କନିଷ୍ଠ ବର୍ଗରୁ ବରିଷ୍ଠ ବିଭାଗରେ
Read More...

ପ୍ରଗତି ଉତ୍କଳ ସଂଘ ଆୟୋଜିତ ଷଷ୍ଠ କବାଡି ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଗତି ଉତ୍କଳ ସଂଘ ଆୟୋଜିତ ଷଷ୍ଠ ଦ୍ୱିଦିବସୀୟ କବାଡି ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଉପଲକ୍ଷେ ସଂଘର ସଭାପତି ପ୍ରତାପ କୁମାର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ରାଉରକେଲା ଇସ୍ପାତ କାରଖାନାର ମୁଖ୍ୟ
Read More...

ନାରାୟଣ ରାଉତଙ୍କ ସ୍ମୃତିଚାରଣ ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ନାରାୟଣ ଚନ୍ଦ୍ର ରାଉତ ସ୍ମୃତି ସଂସଦ ଆନୁକୂଲ୍ୟରେ ବିଶିଷ୍ଟ ଶ୍ରମିକ ନେତା ସମାଜସେବୀ ତଥା ଦକ୍ଷ ସଂଗଠକ ସ୍ୱର୍ଗତ ନାରାୟଣ ଚନ୍ଦ୍ର ରାଉତଙ୍କ ୨୩ତମ ସ୍ମୃତିଚାରଣ ସଭା ସେକ୍ଟର-୩ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଥିବା ଖଣ୍ଡାୟତ କ୍ଷତ୍ରିୟ ମହାସଭାର
Read More...

ଦ୍ୱିଦିବସୀୟ ଆଜା ନାଚଲେ କାର୍ଯ୍ୟକ୍ରମ ଆରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅନ୍ୟତମ ନୃତ୍ୟ ପ୍ରଶିକ୍ଷଣ କେନ୍ଦ୍ର ରୋଜା ନୃତ୍ୟାନୁଷ୍ଠାନ ପକ୍ଷରୁ ଦ୍ୱିଦିବସୀୟ ଆଜା ନାଚଲେ କାର୍ଯ୍ୟକ୍ରମ ସ୍ଥାନୀୟ ଭଞ୍ଜଭବନ ଅଡିଟୋରିୟମ ଠାରେ ଆରମ୍ଭ ହୋଇଛି । ଅନୁଷ୍ଠାନର ନିର୍ଦ୍ଦେଶକ ଆଲୋକ କୁମାର ଜେନା, ସଭାପତି ବିଜୟ ମୁଖୀ ଓ ସମ୍ପାଦକ
Read More...

୧୧ତମ ବିଶ୍ଵଶାନ୍ତି ରୁଦ୍ର ମହାଯଜ୍ଞ ଆସନ୍ତା ୭ରୁ ୧୦ ତାରିଖ ପର୍ଯ୍ୟନ୍ତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ ନେହେରୁପାଲୀ ମିଶ୍ର ଖଟାଲ ସ୍ଥିତ ଶ୍ରୀ ଶ୍ରୀ ରାମେଶ୍ୱର ମହାଦେବ ମନ୍ଦିର କମିଟି ତରଫରୁ ୧୧ତମ ବିଶ୍ଵଶାନ୍ତି ରୁଦ୍ର ମହାଯଜ୍ଞ ଆସନ୍ତା ଡ଼ିସେମ୍ବର ମାସ ୭ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି । ଏଥିପାଇଁ ଯଜ୍ଞସ୍ଥଳରେ ଶୁଭ
Read More...

ଷଷ୍ଠ ଆନ୍ତଃ ବିଦ୍ୟାଳୟ ଦ୍ୱିଦିବସୀୟ କବାଡି ପ୍ରତିଯୋଗିତା ଆରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଗତି ଉତ୍କଳ ସଂଘ ଆନୁକୂଲ୍ୟରେ ଷଷ୍ଠ ଆନ୍ତଃ ବିଦ୍ୟାଳୟ ଦ୍ୱିଦିବସୀୟ କବାଡି ପ୍ରତିଯୋଗିତା ସଂଘ ପରିସରରେ ଆରମ୍ଭ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ରାଉରକେଲା ବିଧାୟକ ଶାରଦା ପ୍ରସାଦ ନାୟକ ମୁଖ୍ୟ ଅତିଥି ଓ ବିଶିଷ୍ଟ ଶ୍ରମିକନେତା ବିଷ୍ଣୁ ମହାନ୍ତି
Read More...

ଆଦର୍ଶ ପାଠାଗାରର ନିଆରା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୁରାତନ ସାହିତ୍ୟ ଅନୁଷ୍ଠାନ ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର ଚଳିତ ଥର ନିଆରା ଢଙ୍ଗରେ ପାଳନ କରାଯାଇଛି । ସାହିତ୍ୟ ଆସରର କବିତା ପାଠୋତ୍ସବ କାର୍ଯ୍ୟକ୍ରମରେ ସହରର ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଅତିଥି ଭାବେ ଯୋଗଦେଇ
Read More...