‘ଓଡ଼ିଆ ପ୍ରୟୋଗବାଦୀ ନାଟ୍ୟଧାରା ଓ ନାଟ୍ୟକାର ମନୋରଞ୍ଜନ’ ଶୀର୍ଷକ ଦ୍ୱିଦିବସୀୟ ଆନ୍ତର୍ଜାତୀୟ ସମ୍ମିଳନୀ ଉଦ୍ଘାଟିତ
ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲାର ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ବଙ୍ଗଳାଦେଶ ନାଟ୍ୟ କଳା ସଂସ୍ଥା(ବିଟା) ଏବଂ ନେପାଳର ସରୱନମର ମିଳିତ ସହଯୋଗରେ ‘ଓଡ଼ିଆ ପ୍ରୟୋଗବାଦୀ ନାଟ୍ୟଧାରା ଓ ନାଟ୍ୟକାର ମନୋରଞ୍ଜନ’ ଶୀର୍ଷକ ଦ୍ୱିଦିବସୀୟ!-->…
Read More...
Read More...