ହମିରପୁରରେ ସରକାରୀ ହସ୍ପିଟାଲ ଖୋଲିବା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଦାବିପତ୍ର
ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗଙ୍କ ରାଉରକେଲା ଗସ୍ତ ଅବସରରେ ହମିରପୁର ଠାରେ ଏକ ଅର୍ବାନ ପ୍ରାଇମେରୀ ସ୍ୱାସ୍ଥ୍ୟକେନ୍ଦ୍ର ଖୋଲିବା ପାଇଁ ହମିରପୁର ଉନ୍ନୟନ ପରିଷଦ ତରଫରୁ ଦାବିପତ୍ର ପ୍ରଦାନ କରାଯାଇଛି । ୨୦ ହଜାର!-->…
Read More...
Read More...