ଶ୍ରୀ ଯୋଗ ବେଦାନ୍ତ ସେବା ସମିତି ଦ୍ଵାରା ହନୁମାନ ବାଟିକା ସତସଙ୍ଗ ଭବନରେ ଦିବ୍ୟ ଗୁରୁ ପୂର୍ଣ୍ଣିମା ମହୋତ୍ସବ
ରାଉରକେଲା, (ସସ୍ମିତା ପ୍ରଧାନ) : ପୂର୍ବାହ୍ନ ୯ ଟଶ ସମୟରେ ଶ୍ରୀ ଯୋଗ ବେଦାନ୍ତ ସେବା ସମିତି, ରାଉରକେଲା ପକ୍ଷରୁ ସ୍ଥାନୀୟ ହନୁମାନ ବାଟିକା ସତସଙ୍ଗ ଭବନରେ ଦିବ୍ୟ ଗୁରୁ ପୂର୍ଣ୍ଣିମା ମହୋତ୍ସବ ମହାସମାରୋହରେ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ରାଉରକେଲା ଏବଂ ଆଖପାଖ ଅଞ୍ଚଳରୁ ସନ୍ଥ!-->…
Read More...
Read More...