Browsing Tag

raurkela news

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର, ଆଲୋଚନାଚକ୍ର ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ଚନ୍ଦ୍ରଶେଖର ଶତପଥୀଙ୍କ ସଭାପତିତ୍ୱ, ଉପସଭାପତି ଡା. ବସନ୍ତ କୁମାର ଦାସଙ୍କ ଆବାହକତ୍ୱ
Read More...

ପଶ୍ଚିମ ଓଡିଶାକୁ କ୍ରୀଡ଼ା ବିଭାଗର ଉପେକ୍ଷା : ମହିଳା ଫୁଟ୍‍ବଲ୍‌ ହଷ୍ଟେଲରେ ପୁରୁଷ କୋଚ୍‌

ରାଉରକେଲା, (ସସ୍ମିତା ପ୍ରଧାନ) : ପଶ୍ଚିମ ଓଡିଶାକୁ କ୍ରୀଡ଼ା କ୍ଷେତ୍ରର ଏନ୍ତୁଡ଼ିଶାଳ ଭାବେ ବିବେଚନା କରାଯାଏ । କିନ୍ତୁ ଏବେ ଏହି ପଶ୍ଚିମ ଓଡିଶାକୁ କ୍ରୀଡ଼ା କ୍ଷେତ୍ରରେ ଅବହେଳା କରାଯାଉଛି । କାରଣ ସୁନ୍ଦରଗଡ଼ରେ ଥିବା ମହିଳା ଫୁଟ୍‍ବଲ୍‌ ହଷ୍ଟେଲରେ ପୁରୁଷ ଫୁଟ୍‍ବଲ କୋଚ୍‌ଙ୍କୁ ନିଯୁକ୍ତ
Read More...

ବ୍ୟକ୍ତି ଜୀବନ ଓ ଦୃଶ୍ୟ କାବ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ହରର ୨୫ ଗୋଟି ନାଟ୍ୟାନୁଷ୍ଠାନକୁ ନେଇ ଗଠିତ ଏକତ୍ର ରାଉରକେଲା ତରଫରୁ ବ୍ୟକ୍ତି ଜୀବନ ଓ ଦୃଶ୍ୟ କାବ୍ୟ ସମ୍ପର୍କରେ ଏକ ଆଲୋଚନା ଚକ୍ର କଲ୍‌ଚରାଲ୍‌ ଏକାଡେମୀ ଠାରେ ଅନୁଷ୍ଠିତ ହୋଇଯାଇଛି । ନାଟ୍ୟଚାର୍ଯ୍ୟ ଚିନ୍ତାମଣି ଜେନାଙ୍କ ସପ୍ତମ ଶ୍ରାଦ୍ଧ ବାର୍ଷିକୀ
Read More...

ବସୁଧୈବ କୁଟୁମ୍ବକମ୍‌ର ବୃକ୍ଷରୋପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ବସୁଧୈବ କୁଟୁମ୍ବକମ୍ ଆନୁକୁଲ୍ୟରେ ଏକ ସପ୍ତାହବ୍ୟାପୀ ବନ ମହୋତ୍ସବ କର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ବିଭିନ୍ନ ଦିବସରେ ବିଭିନ୍ନ ବିଦ୍ୟାଳୟ ଯଥାକ୍ରମେ ପ୍ରାଥମିକ ବିଦ୍ୟାଳୟ ଛେଣ୍ଡ ବସ୍ତି, ମୁନିସିପାଲ୍
Read More...

ବିଧାୟକଙ୍କ ସ୍ମାରକପତ୍ର ପ୍ରଦାନ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଜନତା ପାର୍ଟି ପାନପୋଷ ସାଂଗଠନିକ ଜିଲ୍ଲାର ପ୍ରତିନିଧୀ ମଣ୍ଡଳୀ ବିଧାୟକ ଦୁର୍ଗାଚରଣ ତନ୍ତୀଙ୍କ ନେତୃତ୍ୱରେ ରାଉରକେଲା ଇସ୍ପାତ କାରଖାନା ନିର୍ବାହୀ ନିର୍ଦ୍ଦେଶକ ତରୁଣ ମିଶ୍ରଙ୍କୁ ଭେଟି ଆଜି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ରଘୁନାଥପଲ୍ଲୀ
Read More...

ରାଉରକେଲା କଲେଜରେ ରାଜ୍ୟସ୍ତରୀୟ ନାଟ୍ୟାଲୋଚନା ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ରାଉରକେଲା କଲେଜର ଓଡ଼ିଆ ବିଭାଗ ତରଫରୁ ପଦ୍ମଶ୍ରୀ ମନୋରଞ୍ଜନ ଦାସଙ୍କ ଜନ୍ମ ଶତବାର୍ଷିକ ଅବସରରେ ରାଜ୍ୟସ୍ତରୀୟ ନାଟ୍ୟାଲୋଚନା ଆୟୋଜିତ ହୋଇଯାଇଛି । ଅଧ୍ୟାପକ କରୁଣାକର ପାଟ୍ଟଶାଣୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି
Read More...

ଇସ୍ପାତ୍ ସାହିତ୍ୟ ସଂସଦ ଆନୁକୁଲ୍ୟରେ ଶ୍ରୀ ଜଗନ୍ନାଥ ସଂସ୍କୃତି ଉପରେ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସାହିତ୍ୟ ଅନୁଷ୍ଠାନ ଇସ୍ପାତ୍ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଶ୍ରୀ ଜଗନ୍ନାଥ ସଂସ୍କୃତି ଉପରେ ଆଲୋଚନା ସଭା ତଥା ଶ୍ରୀଜଗନ୍ନାଥଙ୍କୁ ନେଇ ସ୍ୱରଚିତ କବିତା ପାଠ ଉତ୍ସବ ସଂସଦର ସଭାପତି ବ୍ରଜେନ୍ଦ୍ର ଦାସଙ୍କ ପୌରୋହିତ୍ଵରେ ସେକ୍ଟର ସାତ ସ୍ଥିତ କାର୍ଯ୍ୟାଳୟ ଠାରେ
Read More...

ରାଷ୍ଟ୍ରଭାଷା ପ୍ରଚାର ଏବଂ ବିକାଶ ସଂସ୍ଥାନର ହିନ୍ଦୀ ଭାଷଣ ପ୍ରତିଯୋଗିତା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ରାଷ୍ଟ୍ରଭାଷା ପ୍ରଚାର ଏବଂ ବିକାଶ ସଂସ୍ଥାନ, ରାଉରକେଲା ଆନୁକୂଲ୍ୟରେ ସେକ୍ଟର ୧୮ ସ୍ଥିତ ଦୀପିକା ଇସ୍ପାତ ଶିକ୍ଷା ସଦନ ଠାରେ ହାଇସ୍କୁଲ ଓ ଯୁକ୍ତ ୨ ସ୍ତରୀୟ ବିଦ୍ୟାର୍ଥୀ ମାନଙ୍କ ପାଇଁ ଏକ ହିନ୍ଦୀ ଭାଷଣ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ
Read More...

ବନ ମହୋତ୍ସବ ଉଦ୍‌ଘାଟନ କଲେ ବିଧାୟକ ଦୁର୍ଗା ଚରଣ ତନ୍ତୀ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର -୧୬ରେ ଅବସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ତ୍ରିପ୍ତିମୟୀ ଦ୍ୱିବେଦୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବନ ମହୋତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରଘୁନାଥପଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀ ଯୋଗ ଦେଇଥିଲେ । ଶ୍ରୀ ତନ୍ତୀ
Read More...

ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ଫାଇଟ୍ ଗୃପର ଶୁଭାରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ପବିତ୍ର ରଥଯାତ୍ରା ଉପଲକ୍ଷେ ମହିଳା ସଶକ୍ତିକରଣ ପାଇଁ ଉଦ୍ଦିଷ୍ଟ ଫାଇଟ୍ ଗୃପ୍‌ର ସେକ୍ଟର ୫ସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ଶୁଭାରମ୍ଭ କରାଯାଇଛି । ସ୍ୱଚ୍ଛତା, ଜୀବନ ରକ୍ଷା, ରୋଜଗାର ଅସୁବିଧା ସମୟରେ ସାହାଯ୍ୟ ପାଇଁ ଉଦ୍ଦିଷ୍ଟ ଏହି ଫାଇଟ୍ ଗୃପ
Read More...