ବ୍ରହ୍ମନାଦ କଳା ପରିଷଦର ଭଜନ ସନ୍ଧ୍ୟା
ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ କୋଏଲ ନଗର ସି ବ୍ଲକ୍ ସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ବ୍ରହ୍ମନାଦ କଳା ପରିଷଦ ତରଫରୁ ଏକ ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଶ୍ୱିନୀ କୁମାର ସିଂହ ଓ ଜ୍ୟୋସ୍ନା ନନ୍ଦଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ!-->…
Read More...
Read More...