ଓଡ଼ିଆ ଅସ୍ମିତାର ପ୍ରତୀକ ସୁରେନ୍ଦ୍ର ମହାନ୍ତିଙ୍କ ଜୟନ୍ତୀ ପାଳନ
ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଓ ସେକ୍ଟର ୩ ସ୍ଥିତ ବାଜି ରାଉତ ଶିକ୍ଷା ନିକେତନର ମିଳିତ ଆନୁକୂଲ୍ୟରେ ଓଡ଼ିଆ ଅସ୍ମିତାର ପ୍ରତୀକ କଥାକାର ସୁରେନ୍ଦ୍ର ମହାନ୍ତିଙ୍କ ୧୦୨ତମ ଜୟନ୍ତୀ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ଶିକ୍ଷା ନିକେତନର ପ୍ରଧାନ!-->…
Read More...
Read More...