Browsing Tag

raurkela news

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ରାଉରକେଲା ପକ୍ଷରୁ ୬୩ତମ ବାର୍ଷିକ ଉତ୍ସବ ପାଳନ

ଜୀବନର ଲକ୍ଷକୁ ସ୍ଥିର କରି ସେହି ଅନୁସାରେ କାର୍ଯ୍ୟ କରିବା ପାଇଁ ସଂକଳ୍ପ ନିଅ : ମନ୍ତ୍ରୀ ସାରଦା ନାୟକ ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରତ୍ୟେକ ଛାତ୍ର ନିଜ ଜୌବନର ଲକ୍ଷ୍ୟକୁ ସ୍ଥିର କରି ସେହି ଅନୁସାରେ କାର୍ଯ୍ୟ କରିବା ପାଇଁ ସଂକଳ୍ପ ନିଅ । ଛାତ୍ରଛାତ୍ରୀମାନଙ୍କୁ ଜଣେ ଜଣେ ଭଲ
Read More...

ରାଜ୍ୟ ସମ୍ମିଳନୀ ପାଇଁ ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ଆସନ୍ତା ମାର୍ଚ୍ଚ ମାସରେ ହେବାକୁ ଥିବା ଖଣ୍ଡାୟତ କ୍ଷତ୍ରୀୟ ମହାସଭାର ରାଜ୍ୟ ସମ୍ମିଳନୀ ପାଇଁ ସେକ୍ଟର ୩ ଖଡ୍ଗ ଭବନଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ମହାସଭାର ଉପ ସଭାପତି ସୁରେନ୍ଦ୍ର କୁମାର ରାଉତଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ
Read More...

ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମସୁରକ୍ଷା ଉଦ୍‌ଯାପନୀ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମସୁରକ୍ଷା କାର୍ଯ୍ୟକ୍ରମର ଉଦ୍‌ଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷା ପ୍ରଫେସର ସୁଜାତା ପ୍ରଧାନଙ୍କ ଅଧ୍ୟକ୍ଷତା ଓ ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଡ. ରବିନ୍ଦ୍ର କୁମାର ଜେନା
Read More...

୨୯ତମ ପୁସ୍ତକ ମେଳା ଆସନ୍ତା ଫେବୃୟାରୀ ୨ରୁ ୧୧ ପର୍ଯ୍ୟନ୍ତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଦର୍ଶ ପାଠାଗାର ଆୟୋଜିତ ୨୯ତମ ରାଉରକେଲା ପୁସ୍ତକ ମେଳା ଆସନ୍ତା ଫେବୃୟାରୀ ମାସ ୨ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ଭଞ୍ଜଭବନ ପରିସରରେ ଅନୁଷ୍ଠିତ ହେବାକୁ ଯାଉଛି । ଏନେଇ ପାଠାଗାର ପରିସରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପାଠାଗାରର ସଭାପତି
Read More...

ହୋମ୍ ଆଣ୍ଡ ହୋପ୍‌ଠାରେ ଥଣ୍ଡା ପାନୀୟ ଜଳ ଯନ୍ତ୍ର ୱାଟର୍‌କ୍ରାଫ୍ଟ୍‌ ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୭ ସ୍ଥିତ ହୋମ୍‌ ଆଣ୍ଡ ହୋପ୍‌ଠାରେ ଥଣ୍ଡା ପାନୀୟ ଜଳ ଯନ୍ତ୍ର ୱାଟର୍‌କ୍ରାଫ୍ଟ୍‌ ଉଦ୍‌ଘାଟିତ ହୋଇଯାଇଛି । ରାଉରକେଲା ଇସ୍ପାତ କାରଖାନାର ଖଣି ବିଭାଗ ନିର୍ବାହୀ ନିର୍ଦ୍ଦେଶକ ଆଲୋକ ବର୍ମାଙ୍କ ସ୍ୱର୍ଗତ ପିତା ରାଜେଶ୍ୱରୀ ରାୟ ଶର୍ମାଙ୍କ ସ୍ମୃତିରେ
Read More...

ଗୋପବନ୍ଧୁ ସ୍ପୋଟିଂ କ୍ଲବର ଗଣତନ୍ତ୍ର ଦିବସ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଗୋପବନ୍ଧୁ ସ୍ପୋଟିଂ କ୍ଲବ ତରଫରୁ ୭୫ତମ ଗଣତନ୍ତ୍ର ଦିବସ ସମାରୋହ ଗୋପବନ୍ଧୁ ପାଲ୍ଲୀଠାରେ ଅନୁଷ୍ଠିତ ହୋଇଯାଇଛି । କ୍ଲବର ଅଧ୍ୟକ୍ଷ ଶେକ୍ ହୁସେନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରଦେଶ କଂଗ୍ରେସ କମିଟିର ସାଧାରଣ ସଂପାଦକ
Read More...

ସହିଦ ସମ୍ମାନ ସମାରୋହ ୨୦୨୪ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ସାମାଜିକ ତଥା ସହିଦଙ୍କ ପ୍ରତି ସମର୍ପିତ ଅନୁଷ୍ଠାନ ଉଦାହରଣ ଟ୍ରଷ୍ଟ ତରଫରୁ ଦ୍ୱିତୀୟ ସହିଦ ସମ୍ମାନ ସମାରୋହ ୨୦୨୪ ସ୍ଥାନୀୟ ସିଭିକ୍‌ ସେଣ୍ଟରଠାରେ ଅନୁଷ୍ଠିତ ହୋଇଯାଇଛି । ଟ୍ରଷ୍ଟର ଅଧ୍ୟକ୍ଷ ପ୍ରାକ୍ତନ ସିଆର୍‌ପିଏଫ୍‌ ଡିଆଇଜି ଦୟାନିଧି ତନ୍ତୀଙ୍କ
Read More...

ଶ୍ରୀ ଶ୍ରୀ ତାରାତାରିଣୀ ମନ୍ଦିରରେ ପୂଜାର୍ଚ୍ଚନା

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୬ ହିଲ୍‌ଟପ୍‌ ସ୍ଥିତ ରାଜ୍ୟର ଦ୍ଵିତୀୟ ଶ୍ରୀ ଶ୍ରୀ ତାରାତାରିଣୀ ମନ୍ଦିର ପରିସରରେ ବିଶ୍ଵର ଶାନ୍ତି ନିମନ୍ତେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଇଥିଲା । ମନ୍ଦିରର ନୂତନ ପରିଚାଳନା ଟ୍ରଷ୍ଟର ଉପସଭାପତି ସଞ୍ଜୁକ୍ତା ରାଜଗୁରୁ ମହାପାତ୍ରଙ୍କ
Read More...

ଓଡିଆ ଭାଷା ବିକାଶ ମଞ୍ଚ ପକ୍ଷରୁ ନେତାଜୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡ଼ିଆ ଭାଷା ବିକାଶ ମଞ୍ଚ ତରଫରୁ ଶକ୍ତି ନଗର ସ୍ଥିତ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ଉଭୟ ମନିଷୀଙ୍କ
Read More...

କୋଏଲ ନଗର ଗ୍ରୀନ୍ ପାର୍କଠାରେ ବାର୍ଷିକ ବନ୍ଧୁ ମିଳନ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲ ନଗର ସ୍ଥିତ ଗ୍ରୀନ୍ ପାର୍କଠାରେ ବାର୍ଷିକ ବନ୍ଧୁ ମିଳନ ଅନୁଷ୍ଠିତ ହୋଇଯାଇଛି । କୋଏଲ ନଗର ବାସିନ୍ଦାଙ୍କୁ ନେଇ ଗଠିତ ହୋଇଥିବା ଅନୁଷ୍ଠାନର ସଭାପତି ବିଶିକେଶନ ସୂତାରଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ଦିଲ୍ଲୀପ ପୁହାଣଙ୍କ ଆବାହକତ୍ଵ ତଥା
Read More...