ଓଡ଼ିଶାର ଧର୍ମଧାରା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ
ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲା ଶାଖା ଓ ମ୍ୟୁନିସିପାଲଟି କଲେଜର ଓଡ଼ିଆ ବିଭାଗର ମିଳିତ ଆନୁକୂଲ୍ୟରେ କଲେଜ ପ୍ରେକ୍ଷାଳୟରେ 'ଓଡ଼ିଶାର ଧର୍ମଧାରା ଓ ଶ୍ରୀଜଗନ୍ନାଥ ସଂସ୍କୃତି' ଶୀର୍ଷକ ଆଲୋଚନା ଚକ୍ର ଓ କବିତା ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ!-->…
Read More...
Read More...