ଚାଞ୍ଚଲ୍ୟକର ଘଟଣା, ବ୍ୟାଗରୁ ଅଜଣା ମହିଳାଙ୍କ ମୃତଦେହ ଠାବ : ତଦନ୍ତ ଆରମ୍ଭ
ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ଜିଲ୍ଲାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଏକ ବ୍ୟାଗ ଭିତରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ଠାବ ହୋଇଛି । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଓ ଉତ୍କଣ୍ଠା ଦେଖାଦେଇଛି । ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ ଟିମ୍ ପହଞ୍ଚି!-->…
Read More...
Read More...