Browsing Tag

rayagada news

ସ୍ୱାମୀତ୍ୱ ଯୋଜନାରେ ହିତାଧିକାରୀଙ୍କୁ ସମ୍ପତି ପତ୍ର ପ୍ରଦାନ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂ ଜରିଆରେ ସ୍ୱତନ୍ତ୍ର ସ୍ୱାମୀତ୍ୱ ଯୋଜନାର ଇ-ସମ୍ପତି କାର୍ଡ ବିତରଣର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ଭାରତର ୫୦ ହଜାର ଗ୍ରାମରୁ ୬୫ ଲକ୍ଷ ହିତାଧିକାରୀ ସମ୍ପତି କାର୍ଡ ପାଇବେ ।
Read More...

୧୫୦୦ କୁଇଣ୍ଟାଲ ଧାନ ପୋଡି ପାଉଁଶ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) :୧୫୦୦ କୁଇଣ୍ଟାଲ ଧାନ ପୋଡି ପାଉଁଶ ହୋଇଗଲା । ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତର ପାଟବନ୍ଧ ଗ୍ରାମରେ ଅଚାନକ ଧାନ ଗଦାରେ ନିଆଁ ଲାଗିବା ଯୋଗୁଁ ଧାନଗଦା ସମ୍ପୂର୍ଣ୍ଣ ଜଳିପୋଡ଼ି ପାଇଁଶ ହୋଇଯାଇଥିବା ଖବର ମିଳିଛି । ଅପରାହ୍ନ ସମୟରେ
Read More...

ଅସହାୟ ବିଧବାଙ୍କୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ରାୟଗଡ଼ା (ଅକ୍ଷୟ କୁମାର ପିଡ଼ିସିକା) : ଗତ ୫ ତାରିଖ ଦିନ କାଶୀପୁର ସ୍ଥିତ ଡ଼ମ୍ବସାହିରେ ଏକ ୭୦ ବର୍ଷୀୟା ଅସହାୟ ବିଧବା ବୃଦ୍ଧାଙ୍କ ଘର କୌଣସି କାରଣ ବଶତଃ ସମ୍ପୂର୍ଣ୍ଣ ଜଳି ପାଉଁଶ ହୋଇଯାଇଥିଲା । ବୃଦ୍ଧା ଓ ତିନି ନାତିନାତୁଣୀ ସହାୟତା ନିମନ୍ତେ ପ୍ରଶାସନକୁ ଗୁହାରି କରିଥିଲେ । ସେହି
Read More...

ଜନସେବା ଦିବସରେ ବୟୋଜ୍ୟେଷ୍ଠ ବ୍ୟକ୍ତି ଓ ଭିନ୍ନକ୍ଷମ ବ୍ୟକ୍ତି ମାନଙ୍କ ପାଇଁ ବର୍ଦ୍ଧିତ ଭତ୍ତାର ଶୁଭାରମ୍ଭ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡ ଜିଲ୍ଲାରୁ ୬୦୫୮ଜଣ ହିତାଧିକାରୀ ଉପକୃତ ହୋଇଥିବା ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ଓଡିଶା ମୋହନ ଚରଣ ମାଝୀ ସିଧା ପ୍ରସାରଣ ମାଧ୍ୟମରେ କେଉଁଝର ଜିଲ୍ଲାରୁ କାର୍ଯ୍ୟକ୍ରମରେ ଯୋଗଦେଇ ବର୍ଦ୍ଧିତ ଭତ୍ତା ପ୍ରଦାନର ଶୁଭାରମ୍ଭ କରିଥିଲେ । ଏହି
Read More...

ନିୟମଗିରିକୁ ଯିବା ରାସ୍ତା ପାଲଟିଛି ମରଣ ଯନ୍ତା

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା, ସିଙ୍ଗାରି ଓ ପାର୍ଶାଲି ପଞ୍ଚାୟତର ନିୟମଗିରି ପାହାଡକୁ କରାଯାଇଥିବା ରାସ୍ତା ମରଣ ଯନ୍ତା ପାଲଟିଥିବା ଦେଖିବାକୁ ମିଳିଛି । କଲ୍ୟାଣସିଂହପୁର ଠାରୁ କଳାହାଣ୍ଡି ସୀମାନ୍ତ ପର୍ଯ୍ୟନ୍ତ (ପିଡବ୍ଲୁ)
Read More...

ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳିତ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ସ୍ଵାମୀ ବିବେକାନନ୍ଦ ସେବା ସମିତି ପକ୍ଷରୁ ବିବେକାନନ୍ଦଙ୍କ ଜୟନ୍ତୀ ସହ ରାଷ୍ଟ୍ରୀୟ ଯୁବ ଦିବସ ପାଳିତ ହୋଇଯାଇଛି । ରାୟଗଡ଼ା ଗାୟତ୍ରୀ ନଗର ସ୍ଥିତ ଗାୟତ୍ରୀ ମନ୍ଦିର ସଭାଗୃହରେ ସମିତିର ସଭାପତି ଯୋଗେଶ୍ଵର ଦାସଙ୍କ ସଭାପତିତ୍ୱରେ ଆୟୋଜିତ
Read More...

ବେଦାନ୍ତ କମ୍ପାନୀ ବିରୋଧରେ ନିୟମଗିରି ସୁରକ୍ଷା ସମିତିର ଡଙ୍ଗରିଆଙ୍କ ସାମ୍ବାଦିକ ସମ୍ମିଳନୀ

ରାୟଗଡା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ପାର୍ଶାଲି ପଞ୍ଚାୟତର ଲଖାପଦର ଗ୍ରାମରେ ବେଦାନ୍ତ କମ୍ପାନୀର ପୁନର୍ବାର ଗ୍ରାମସଭାକୁ ବିରୋଧ କରି ସାମ୍ବାଦିକ ସମ୍ମିଳନୀରେ ଗର୍ଜିଲେ ଡଙ୍ଗରିଆ କନ୍ଧ । କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକରେ ଥିବା ବେଦାନ୍ତ
Read More...

ନବମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ଶବ ଉଦ୍ଧାର

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ନବମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ଶବ ଉଦ୍ଧାର । ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ କରପା ପଞ୍ଚାୟତର ଡୁମୁରିପଦର ଗ୍ରାମରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ଶବ ଉଦ୍ଧାର ହୋଇଛି । ମୃତ ଛାତ୍ରୀ ଜଣକ ହେଲେ ଡୁମୁରିପଦର ଗ୍ରାମର ଲାଚିଆ
Read More...

ଲୁଗା ଦୋକାନରେ ନିଆଁ ଲାଗି ଲକ୍ଷାଧିକ ଟଙ୍କା ଧୂଳିସାତ

ରାୟଗଡା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ସହରର ବାଲାଜୀ ମନ୍ଦିର ସମ୍ମୁଖରେ ଥିବା ଏସ୍‌କେ ସପିଙ୍ଗ ମଲ୍‌ରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗି ପ୍ରାୟ ୬୦ ଲକ୍ଷରୁ ଅଧିକ ସମ୍ପତ୍ତି ଗଳିପୋଡ଼ି ପାଉଁଶ ହୋଇ ଯାଇଥିବା ଦେଖିବାକୁ ମିଳିଛି । ପ୍ରତ୍ୟକ୍ଷଦର୍ଶି କହିବା ଅନୁଯାୟୀ ଭୋର ପ୍ରାୟ
Read More...

ଧାନକିଣା ଟାର୍ଗେଟକୁ ନେଇ ଚାଷୀ ଅସନ୍ତୋଷ : ରାଜରାସ୍ତା ଅବରୋଧ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡା ପଞ୍ଚାୟତରେ ଥିବା ନିୟନ୍ତ୍ରିତ ବଜାର କମିଟି ଠାରେ ଧାନକିଣା ଟାର୍ଗେଟକୁ ନେଇ ଚାଷୀ ଅସନ୍ତୋଷ ହୋଇ ରାଜରାସ୍ତା ଅବରୋଧ କରିଥିବା ଦେଖିବାକୁ ମିଳିଛି । ସରକାର ଲ୍ୟାମ୍ପ ମଧ୍ୟରେ ଦିନକୁ ୩ହଜାର କୁଇଣ୍ଟାଲ ଧାନ
Read More...