ଆଶାକର୍ମୀ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ୬ ଦଫା ଦାବିପତ୍ର ପ୍ରଦାନ
ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ଭାରତୀୟ ମଜଦୁର ସଂଘ ଦ୍ଵାରା ପରିଚାଳିତ ଆଶାକର୍ମୀ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ୬ ଦଫା ଦାବିପତ୍ର ପ୍ରଦାନ କରାଯାଇଛି । ଆଶାକର୍ମୀ ସଂଘର ଦୀର୍ଘ ଦିନର ଦାବି ପୁରଣ ହୋଇନଥିବା ଯୋଗୁଁ କେନ୍ଦ୍ର ଏବଂ ରାଜ୍ୟ ସଂଘର ନିଷ୍ପତ୍ତି କ୍ରମେ ସମସ୍ତେ!-->…
Read More...
Read More...