ଲଗାଣ ବର୍ଷାରେ ଭାଙ୍ଗିଲା ଘର : ଅଳ୍ପକେ ବର୍ତ୍ତିଲେ ୬ ପ୍ରାଣୀ
ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ଲଗାଣ ବର୍ଷାରେ ଭାଙ୍ଗିଲା ଘର । ଅଳ୍ପକେ ମୃତ୍ୟୁମୁଖରୁ ବର୍ତ୍ତି ଯାଇଛନ୍ତି ୬ ପ୍ରାଣୀ । ଘର ସମ୍ପୂର୍ଣ୍ଣ ଭାଙ୍ଗିବା ସହ ଖାଦ୍ୟ ସାମଗ୍ରୀ, ଜିନିଷ ପତ୍ର ନଷ୍ଟ ହୋଇଯାଇଛି । ଏହି ଘଟଣା ଘଟିଛି ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକ କୋଡ଼ିପାରି ପଞ୍ଚାୟତର!-->…
Read More...
Read More...