ନ୍ୟାୟ ପାଇବା ପାଇଁ ଶ୍ୱଶୁର ଘର ଆଗରେ ବିଧବା ବୋହୁର ଧାରଣା
ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ଅବସରପ୍ରାପ୍ତ ଶିକ୍ଷକ କାମରାଜୂ ସ୍ୱାଇଁଙ୍କ ଘର ଆଗରେ ୨ ଦିନ ଧରି ନ୍ୟାୟ ଦାବି କରି ଘର ଆଗରେ ଧାରଣାରେ ବସିଛନ୍ତି ବିଧବା ବୋହୁ ଚିତ୍ରଲେଖା ସ୍ୱାଇଁ । ଚିତ୍ରଲେଖାଙ୍କ ସ୍ୱାମୀ ଭାସ୍କର ସ୍ୱାଇଁ ଗତ ୨୦୧୧ ମସିହାରେ ମୃତ୍ୟୁବରଣ କରିଥିଲେ । ଏହାର କିଛି!-->…
Read More...
Read More...