ରାୟଗଡାରେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ : ମୁଖ୍ୟ ଅତିଥି ଭାବେ ଯୋଗଦାନ ଦେଲେ ରାଜ୍ୟ କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ
ରାୟଗଡା, (କେପିଏନ୍ଏସ୍) : ରାୟଗଡାରେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟ କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ । ଏହି ଅବସରରେ ମନ୍ତ୍ରୀ!-->…
Read More...
Read More...