ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ : ୨ ଗୁରୁତର
ରାୟଗଡ଼ା : ରାୟଗଡ଼ା ଜିଲ୍ଲା ଚାନ୍ଦିଲି ଥାନା ଗୁନାଖାଲ ଛକରେ ମର୍ମନ୍ତୁଦ ଦୁର୍ଘଟଣା । ସ୍କୁଟିକୁ ପଛପଟୁ ଧକ୍କା ଦେଲା ଟ୍ରେଲର । ଗାଡ଼ି ତଳେ ଚାପିହୋଇ ମହିଳା କନେଷ୍ଟବଳଙ୍କ ମୃତ୍ୟୁ । ମୃତକ ଜଣଙ୍କ ହେଲେ ଖେଦାପଡ଼ା ଗ୍ରାମର ଲାବଣ୍ୟ ଗାଣ୍ଟା (୨୪ ବର୍ଷ) । ଏହି ଦୁର୍ଘଟଣାରେ ୨ ଜଣ ଗୁରୁତର!-->…
Read More...
Read More...