ବିଷାକ୍ତ ଛତୁଖାଇ ଗୋଟିଏ ପରିବାରର : ୩ ଗୁରୁତର
ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ବିଷାକ୍ତ ଛତୁଖାଇ ଗୋଟିଏ ପରିବାରର ୩ ଗୁରୁତର । ଗୁରୁତରମାନେ ହେଲେ ରାମି ପେରିସିକା, ସିର୍ଦ୍ଧାଥ ପେରିସିକା, ଶିଶୁ ଦିଲ୍ଲୀପ ପେରିସିକା(୩) । ଏଭଳି ଘଟଣା ଦେଖିବାକୁ ମିଳିଛି କଲ୍ୟାଣସିଂହପୁର ବ୍ଲକ ସେରିଗୁମା ପଞ୍ଚାୟତର ତୁମ୍ବିତରାଇ ଗାଁରେ ।!-->…
Read More...
Read More...