ଅବୁଝମାଡ଼ ଜଙ୍ଗଲରେ ଏନ୍କାଉଣ୍ଟର : ୬ ମାଓବାଦୀ ନିହତ
ରାୟପୁର : ଛତିଶଗଡର ନାରାୟଣପୁର ଜିଲ୍ଲା ଅବୁଝମାଡ଼ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି । ଏଥିରେ ୬ ଜଣ ନକ୍ସଲ ନିହତ ହୋଇଛନ୍ତି । ବସ୍ତର ପୁଲିସ ଆଇଜି ପି. ସୁନ୍ଦରରାଜଙ୍କ ସୂଚନା ଅନୁସାରେ ଜଙ୍ଗଲରେ କିଛି ନକ୍ସଲ ଏକାଠି ହୋଇଥିବା ନେଇ ସୂଚନା ମିଳିଥିଲା ।!-->…
Read More...
Read More...