ରାସ୍ତାକଡରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର
ରାୟଗଡା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ସହରର ଗୋଦାବରୀ ନଗର କଲେଜ ପଛ ଗେଟ୍ ନିକଟରେ ଏକ ନବଜାତ ଶିଶୁକୁ ପିଙ୍ଗିଦେଇଥିବା ଦେଖିବାକୁ ମିଳିଛି । ଏକ ହୃଦୟ ବିଦାରକ ଓ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରାସ୍ତା ପାଖରେ ଏକ ନବଜାତ ଶିଶୁର ମୃତଦେହ ପଡ଼ିଥିବାର ସ୍ଥାନୀୟ ଲୋକେ ଦେଖିଥିଲେ!-->…
Read More...
Read More...