ବଚସାରୁ ହତ୍ୟାକାଣ୍ଡ : ଜଣେ ମୃତ, ଜଣେ ଗୁରୁତର
ରାୟଗଡା, (ଅକ୍ଷୟ କୁମାର ପିଡିସିକା) : ରାୟଗଡା ଜିଲ୍ଲା ବିଷମ କଟକ ବ୍ଲକ ଅନ୍ତର୍ଗତ ଭାଟଗୁଡା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଯାଇଛି । ଘଟଣାରେ ଜଣକର ମୃତ୍ୟୁ ହୋଇଥିବାବେଳେ ଆଉ ଜଣେ ଗୁରୁତର ହୋଇ ସ୍ଥାନୀୟ ଖ୍ରୀଷ୍ଟିଆନ ହସ୍ପିଟାଲରେ ଚିକିତ୍ସିତ ହଉଛନ୍ତି । ସୁଚନା ଅନୁସାରେ ଭାଟଗୁଡା!-->…
Read More...
Read More...