ବସ୍କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍ : ୨୦ ଆହତ
ରେଢାଖୋଲ : ଘରୋଇ ବସ୍କୁ ପଛରୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ୍ଫ । ଦୁର୍ଘଟଣାରେ ବସ୍ରେ ଥିବା ୨୦ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ରେଢାଖୋଲ ମେଡିକାଲରେ ଭର୍ତ୍ତି କରାଯାଇଛି । ସମ୍ୱଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅନ୍ତର୍ଗତ!-->…
Read More...
Read More...