ରାଜ୍ୟ ସରକାରଙ୍କ ଏକ ବର୍ଷର ଉପଲବ୍ଧିକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ରାଉରକେଲାରେ ଗଡିଲା ବିକାଶ ବାହନ
ରାଉରକେଲା, (ସସ୍ମିତା ପ୍ରଧାନ) : ୧୨ ଜୁନ୍ ୨୦୨୪: ରାଜ୍ୟ ସରକାରଙ୍କ ଏକ ବର୍ଷର ସଫଳତାର ଯାତ୍ରାକୁ ଲୋକାଭିମୁଖୀ କରିବା ତଥା ବିଭିନ୍ନ ସରକାରୀ ଯୋଜନା ସମ୍ବନ୍ଧରେ ଜନ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ରାଉରକେଲା ମହାନଗର ନିଗମ କାର୍ଯ୍ୟାଳୟ ପରିସରରେ ବିକାଶ ବାହନର ଶୁଭାରମ୍ଭ କରାଯାଇଛି । ଏହି!-->…
Read More...
Read More...