Browsing Tag

rourakela news

ରାଧାକୃଷ୍ଣ ମନ୍ଦିରରେ ଅଷ୍ଟମପ୍ରହରୀ ନାମଯଜ୍ଞ

ରାଉରକେଲା, (କେପିଏନ୍‌ଏସ୍‌) : ଫର୍ଟିଲାଇଜର ସ୍ଥିତ ଲାଲ ଟାଙ୍କୀ ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ଅଷ୍ଟ୍ରପ୍ରହରୀ ନାମଯଜ୍ଞ ମହାଆଡମ୍ବରରେ ଆୟୋଜିତ ହୋଇଯାଇଛି । ଏହି ନାମଯଜ୍ଞ ପାଇଁ ମେ ୯ ତାରିଖ ଦିନ ଆଂଚଳର ବାସିନ୍ଦାମାନେ ତରକେରା ନଦୀ ଘାଟରୁ ଜଳ ଉଠାଇ କଳସ ଶୋଭାଯାତ୍ରା କରି
Read More...

ସ୍ମାର୍ଟ୍ ୱାଟର ଷ୍ଟେସନ ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ରାଉରକେଲା ଭାଇବ୍ରାଣ୍ଟ ଓ ଗୋପବନ୍ଧୁ ପାଠାଗାରର ମିଳିତ ଆନୁକୂଲ୍ୟରେ ଏକ ସ୍ମାର୍ଟ ୱାଟର ଷ୍ଟେସନ ପାଠାଗାର ସମ୍ମୁଖରେ ଉଦଘାଟିତ ହୋଇଯାଇଛି । ବିଶ୍ୱ ମାତୃ ଦିବସ ଉପଲକ୍ଷେ ଭାଇବ୍ରାଣ୍ଟର ସଭାପତି ରୋଟାରୀଆନ ପ୍ରଶାନ୍ତ ରଞ୍ଜନ ପାତ୍ରଙ୍କ
Read More...

ପ୍ରୟାସ ପ୍ରାୟୋଜିତ ଚିନ୍ତା ପ୍ରତିମା ବହୁଭାଷୀ ନାଟ୍ୟ ମହୋତ୍ସବର ଦ୍ଵିତୀୟ ଦିବସ ରେ ଭରତ ବାକ୍ୟ ମଞ୍ଚସ୍ଥ

ରାଉରକେଲା, (ସସ୍ମିତା ପ୍ରଧାନ) : ନାଟ୍ୟାନୁଷ୍ଠାନ ପ୍ରୟାସର ଚିନ୍ତା ପ୍ରତିମା ବହୁଭାଷୀ ନାଟକ ମହୋତ୍ସବରେ ଦ୍ୱିତୀୟ ଦିବସରେ ନାଟକ ଭରତ ବାକ୍ୟ ମଞ୍ଚସ୍ଥ ହୋଇଯାଇଛି । ନାଟ୍ୟକାର ଡ଼ଃ ନିବେଦିତା ଜେନାଙ୍କ ରଚିତ ହରପ୍ରସାଦ ପଟ୍ଟନାୟକ ନିର୍ଦ୍ଦେଶିତ ତଥା ଭୁବନେଶ୍ୱର କଳାକାର ଥିଏଟର ଦ୍ୱାରା
Read More...

ସାହିତ୍ୟ ପରିଷଦର ମାସିକ ସାରସ୍ଵତ ସମାବେଶ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା କଲେଜ, ରାଉରକେଲା ଆନୁକୂଲ୍ୟରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲା ଶାଖା ଆୟୋଜିତ ମାସିକ ସାରସ୍ୱତ ସମାବେଶ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପରିଷଦର ସଭାପତି ତଥା ରାଉରକେଲା କଲେଜର ଅଧ୍ୟକ୍ଷ ଡ. ରବୀନ୍ଦ୍ର କୁମାର ଜେନାଙ୍କ
Read More...

ପ୍ରୟାସ ପ୍ରାୟୋଜିତ ଚିନ୍ତା ପ୍ରତିମା ବହୁଭାଷୀ ନାଟ୍ୟ ମହୋତ୍ସବରେ “ସମ୍ରାଟ ଅଶୋକ” ମଞ୍ଚସ୍ଥ

ପ୍ରଫେସର ଡ. ସମର ମୁଦାଲିଙ୍କୁ ଚିନ୍ତା ପ୍ରତିମା ସମ୍ମାନ ୨୦୨୫ ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ନାଟ୍ୟାନୁଷ୍ଠାନ ପ୍ରୟାସର ଚିନ୍ତା ପ୍ରତିମା ବହୁଭାଷୀ ନାଟକ ମହୋତ୍ସବରେ ପ୍ରଥମ ଦିବସରେ ନାଟକ ସମ୍ରାଟ ଅଶୋକ ମଞ୍ଚସ୍ଥ ହୋଇଯାଇଛି । ନାଟ୍ୟାଚାର୍ଯ୍ୟ ଚିନ୍ତାମଣି ଜେନାଙ୍କ
Read More...

ରାଉରକେଲାରେ ବିଶ୍ୱ ରେଡକ୍ରସ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ରେଡକ୍ରସ ସୋସାଇଟି ରାଉରକେଲା ସିଟି ଶାଖା ପକ୍ଷରୁ ଆଜି ବିଶ୍ୱ ରେଡକ୍ରସ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଉଦିତନଗରସ୍ଥିତ ସମନ୍ୱିତ ଆଦିବାସୀ ଉନ୍ନୟନସଂସ୍ଥାର ସମ୍ମିଳନୀ କକ୍ଷଠାରେ ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା
Read More...

ଛାତ୍ରନେତାଙ୍କ ସ୍ମୃତିରେ ରକ୍ତଦାନ ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱର୍ଗତ ଛାତ୍ରନେତା ସ୍ମୃତିରଞ୍ଜନ ଦାସଙ୍କ ଦଶାହ ଉପଲକ୍ଷେ ଛାତ୍ର ବିଜୁଜନତା ଦଳର ରାଜ୍ୟ ସମ୍ପାଦକ ଇଂ ଦୁଷ୍ମନ୍ତ ରାଉତରାୟଙ୍କ ନେତୃତ୍ଵରେ ସ୍ୱେଛାକୃତ ରକ୍ତଦାନ ଶିବିର ରାଉରକେଲା ସରକାରୀ ଡାକ୍ତରଖାନା ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ
Read More...

ବହୁଭାଷୀ ନାଟକ ମହୋତ୍ସବ ପାଇଁ ସାମ୍ବାଦିକ ସମ୍ମିଳନୀ

୮ ରୁ ୧୧ ପର୍ଯ୍ୟନ୍ତ ପ୍ରୟାସ ନାଟକ ମହୋତ୍ସବ ରାଉରକେଲା, (ସସ୍ମିତା ପ୍ରଧାନ) : ଆସନ୍ତା ୮ ରୁ ୧୧ ତାରିଖ ପର୍ଯ୍ୟନ୍ତ ପ୍ରୟାସ ରାଉରକେଲା ଆୟୋଜିତ ଚିନ୍ତା ପ୍ରତିମା ବହୁଭାଷୀ ନାଟକ ମହୋତ୍ସବ ୨୦୨୫ ସ୍ଥାନୀୟ ସିଭିକ ସେଣ୍ଟର୍ ଠାରେ ଅନୁଷ୍ଠିତ ହେବ ବୋଲି ପ୍ରୟାସ ପରିବାର ତରଫରୁ ଆୟୋଜିତ
Read More...

ଶ୍ରୀ ଶ୍ରୀ ମା ତାରିଣୀଙ୍କ ନୂତନ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଆସନ୍ତା ୮ ରୁ ୧୦

ରାଉରକେଲା, (ସସ୍ମିତା ପ୍ରଧାନ) : ପାନପୋଷ ରୋଡ଼ ସ୍ଥିତ ଶ୍ରୀ ଶ୍ରୀ ମା ତାରିଣୀଙ୍କ ନୂତନ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଆସନ୍ତା ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ହେବ ବୋଲି ମନ୍ଦିର ପରିସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଏନେଇ ମାଁ ତାରିଣୀ ମନ୍ଦିର ସମିତିର
Read More...

ମାର୍କ୍ସବାଦ ଦର୍ଶନର ମୂଳତତ୍ତ୍ଵ ଶୋଷଣ ମୁକ୍ତ ସମାଜ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ୱ ବିଖ୍ୟାତ ସମାଜ ବିଜ୍ଞାନୀ ଦାର୍ଶନିକ କାର୍ଲ ମାର୍କ୍ସଙ୍କ ଜୟନ୍ତୀ ଉତ୍ସବ ସହରର ସାହିତ୍ୟ ଅନୁଷ୍ଠାନ ଓଡ଼ିଆ ଭାଷା ବିକାଶ ମଞ୍ଚ ଆନୁକୂଲ୍ୟରେ କଲଚରାଲ ଏକାଡେମୀ ସଭାକକ୍ଷରେ ଅନୁଷ୍ଠିତ ହୋଇଯାଇଛି । କବି ବଳରାମ ରାଉଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ
Read More...