Browsing Tag

rourakela news

ଶ୍ରୀ ଶ୍ରୀ ମା ତାରିଣୀଙ୍କ ନୂତନ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଆସନ୍ତା ୮ ରୁ ୧୦

ରାଉରକେଲା, (ସସ୍ମିତା ପ୍ରଧାନ) : ପାନପୋଷ ରୋଡ଼ ସ୍ଥିତ ଶ୍ରୀ ଶ୍ରୀ ମା ତାରିଣୀଙ୍କ ନୂତନ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଆସନ୍ତା ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ହେବ ବୋଲି ମନ୍ଦିର ପରିସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଏନେଇ ମାଁ ତାରିଣୀ ମନ୍ଦିର ସମିତିର
Read More...

ମାର୍କ୍ସବାଦ ଦର୍ଶନର ମୂଳତତ୍ତ୍ଵ ଶୋଷଣ ମୁକ୍ତ ସମାଜ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ୱ ବିଖ୍ୟାତ ସମାଜ ବିଜ୍ଞାନୀ ଦାର୍ଶନିକ କାର୍ଲ ମାର୍କ୍ସଙ୍କ ଜୟନ୍ତୀ ଉତ୍ସବ ସହରର ସାହିତ୍ୟ ଅନୁଷ୍ଠାନ ଓଡ଼ିଆ ଭାଷା ବିକାଶ ମଞ୍ଚ ଆନୁକୂଲ୍ୟରେ କଲଚରାଲ ଏକାଡେମୀ ସଭାକକ୍ଷରେ ଅନୁଷ୍ଠିତ ହୋଇଯାଇଛି । କବି ବଳରାମ ରାଉଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ
Read More...

ମହାନ ଦାର୍ଶନିକ କାର୍ଲ ମାର୍କସଙ୍କ ୨୦୮ ତମ ଜନ୍ମ ଜୟନ୍ତୀ ସି ପି ଆଇ ଏମ୍ ପକ୍ଷରୁ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ଵର ମହାନ୍ ଦାର୍ଶନିକ, ବୈଜ୍ଞାନିକ ସମାଜବାଦର ସ୍ରଷ୍ଟା କାର୍ଲ ମାର୍କସଙ୍କ ୨୦୮ ତମ ଜନ୍ମ ଜୟନ୍ତୀ ସି ପି ଆଇ ଏମ୍ ରାଉରକେଲା ଆଂଚଳିକ କମିଟି ପକ୍ଷରୁ ଆଜି ସ୍ଥାନୀୟ ଏ କେ ଜି ଭବନ ଶକ୍ତିନଗର,ସି ପି ଆଇ ଏମ୍ ଜିଲ୍ଲା କାର୍ଯ୍ୟାଳୟ ଠାରେ ସି ପି ଆଇ ଏମ୍
Read More...

ସୁବାସ ବୋଷ ସଂଯୁକ୍ତ ଶାଖାର ଦ୍ୱିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ, ମାଧବ ନଗର ଅନ୍ତର୍ଗତ ନେତାଜୀ ସୁବାଷ ଚନ୍ଦ୍ର ବୋଷ ସଂଯୁକ୍ତ ଶାଖାର ଦ୍ୱିତୀୟ ବାର୍ଷିକ ଉତ୍ସବ ସ୍ଥାନୀୟ ସେକ୍ଟର -୨ ସ୍ଥିତ ଦୁର୍ଗା ପୂଜା ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ପ୍ରାନ୍ତ ଶାରୀରିକ ଶିକ୍ଷଣ ପ୍ରମୁଖ
Read More...

ଉତ୍କଳ ଗୀତିକବି ସମାଜର ଶ୍ରୀ ଜୟଦେବ ଜୟନ୍ତୀ ଓ ୨୬ତମ ବାର୍ଷିକ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଜଗଦା ସ୍ଥିତ ମାଁ ବାଟମଙ୍ଗଳା ଶକ୍ତିପୀଠ ଠାରେ ଉତ୍କଳ ଗୀତିକବି ସମାଜର ଶ୍ରୀ ଜୟଦେବ ଜୟନ୍ତୀ ଓ ୨୬ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସଭାପତି ତାରିଣୀ ଚରଣ ସାହୁଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ଭୋଳେଶ୍ୱର ବେହେରାଙ୍କ ଆବାହକତ୍ଵରେ ଉପସଭାପତି
Read More...

ଆଧ୍ୟାତ୍ମିକ ଚେତନା ରହିଲେ କାଳଜୟୀ ସାହିତ୍ୟ ସୃଷ୍ଟି ହେବ : ଡ. କାନୁନ୍‌ଗୋ

ବୈଶାଖୀ ସାହିତ୍ୟ ସଂସଦର ୩୫ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ରାଉରକେଲା, (ସସ୍ମିତା ପ୍ରଧାନ) : ଆଧ୍ୟାତ୍ମିକ ଚେତନାରୁ ଆମେ ଦୂରେଇ ଯାଉଥିବାରୁ ଓଡ଼ିଆ ସାହିତ୍ୟରେ କାଳଜୟୀ ସାହିତ୍ୟ ସୃଷ୍ଟି ହୋଇପାରୁନାହିଁ । ଆମ ଭାଷା ରଙ୍ଗ ହେଲେ ଆମ ସାହିତ୍ୟ ହେଉଛି ତା’ର ବିବିଧତା ବୋଲି ବିଶିଷ୍ଟ
Read More...

ଅଞ୍ଚଳର ବିକାଶ ଓ ସମସ୍ୟାର ସମାଧାନ ଆମର ମୂଳମନ୍ତ୍ର : ବିଧାୟକ ଦୁର୍ଗା ଚରଣ ତନ୍ତୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ରଘୁନାଥପଲ୍ଲୀ ଅନ୍ତର୍ଗତ ଆମ୍ବେଦକର ମଣ୍ଡଳର କାର୍ଯ୍ୟକ୍ରମ "ନାସ୍ତେ ପେ ଚର୍ଚ୍ଚା," ସେକ୍ଟର -୧୭ ସ୍ଥିତ କମ୍ୟୁନିଟ ସେଣ୍ଟର ପ୍ରାଙ୍ଗଣରେ ମଣ୍ଡଳ ସଭାପତି ମନୋଜ ସ୍ୱାଇଁଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରଘୁନାଥପାଲି
Read More...

ଦହିପଣା ଓ ଶୁଖିଲା ଖାଦ୍ୟ ବଣ୍ଟନ

ରାଉରକେଲା, (ସସ୍ମିତା ପ୍ରଧାନ) : ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ "ଏକ କଦମ ଆପ କେ ସାଥ "ର ଏକ ସେବା କାର୍ଯ୍ୟ ମାଧ୍ୟମରେ ପଥଚାରୀମାନଙ୍କୁ ଦହି ପଣା ବିତରଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଅନୁଷ୍ଠାନର ପ୍ରତିଷ୍ଠାତା କଲ୍ୟାଣୀ ଦାସ ଓ ସଭାପତି ମୋହନ
Read More...

ନିଖିଳ ଭାରତ ବଙ୍ଗ ସାହିତ୍ୟ ସମ୍ମିଳନୀର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଭାରତ ବଙ୍ଗ ସାହିତ୍ୟ ସମ୍ମିଳନୀ ରାଉରକେଲା ଶାଖାର ୫୦ତମ ବାର୍ଷିକୋତ୍ସବ ସ୍ଥାନୀୟ ସିଭିକ ସେଣ୍ଟର୍ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଦିଲ୍ଲିପ କୁମାର ଭୁଇଙ୍କ ସଭାପତିତ୍ୱ ଓ ସମ୍ପାଦିକା ସୁଚିସ୍ମିତା ବିଶ୍ୱାଳଙ୍କ
Read More...

ସୁନ୍ଦରଗଡ ଜିଲ୍ଲା ଲେଖକ ସାମ୍ମୁଖ୍ୟର ୧୭ତମ ବାର୍ଷିକ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାହିତ୍ୟାନୁଷ୍ଠାନ ସୁନ୍ଦରଗଡ ଜିଲ୍ଲା ଲେଖକ ସାମ୍ମୁଖ୍ୟ ରାଉରକେଲାର ୧୭ ତମ ବାର୍ଷିକୋତ୍ସବ ଓ ସମ୍ବର୍ଦ୍ଧନା ସଭା ସେକ୍ଟର ୫ ସ୍ଥିତ ଆଦର୍ଶ ସାହିତ୍ୟ ଘରଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ସାମୁଖ୍ୟର ସଭାପତି ଭୂପେନ ମହାପାତ୍ରଙ୍କ
Read More...