Browsing Tag

rourakela news

ଅଷ୍ଟ-ଦିବସୀୟ ଆଚାର୍ଯ୍ୟ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ସମ୍ପନ୍ନ ବିଭିନ୍ନ ବିଷୟବସ୍ତୁକୁ ନେଇ ଆଲୋଚନା ଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ୬ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଅଷ୍ଟ-ଦିବସୀୟ ଆଚାର୍ଯ୍ୟ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଆଜି ଉଦ୍‌ଯାପିତ ହୋଇଯାଇଛି । ଗତ ୨୫ ତାରିଖ ଉଦ୍‌ଘାଟନୀ ଦିବସରେ ବିଦ୍ୟା ମନ୍ଦିରର ସଭାପତି ମିତ୍ରଭାନୁ ପଣ୍ଡାଙ୍କ ସଭାପତିତ୍ୱ, ସମ୍ପାଦକ କରୁଣାକର
Read More...

ଏଆଇଟିୟୁସି ପକ୍ଷରୁ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତ ଟ୍ରେଡ ୟୁନିଅନ୍ କଂଗ୍ରେସ ସୁନ୍ଦରଗଡ଼ ଜିଲ୍ଲା କମିଟି ପକ୍ଷରୁ ମହାନ ଆନ୍ତର୍ଜାତିକ ଶ୍ରମିକ ଦିବସ ଜିଲ୍ଲାରେ ବିଭିନ୍ନ ସ୍ଥାନରେ ପାଳିତ ହୋଇଯାଇଛି । ଜିଲ୍ଲା କାର୍ଯ୍ୟାଳୟ ହରିବନ୍ଧୁ ଭବନଠାରେ ଶ୍ରମିକ ଶ୍ରେଣୀର ଲାଲ ପତକାକୁ ଏଆଇଟିୟୁସିର
Read More...

ଶେଷରେ ମାନିଲେ କେନ୍ଦ୍ର ସରକାର : ରାଉରକେଲା ଜିଲ୍ଲା କଂଗ୍ରେସ ମହଲରେ ଖୁସିର ଲହରୀ

ରାଉରକେଲା, (କେପିଏନ୍‌ଏସ୍‌) : ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଜାତି ଜନଗଣନା ପାଇଁ ପାର୍ଲାମେଣ୍ଟରେ ଯେଉଁ ଦାବି ରଖିଥିଲେ ତାହା ବର୍ତ୍ତମାନର ସରକାର ମାନିଥିବାରୁ ସାରା ଦେଶରେ କଂଗ୍ରେସ କର୍ମୀ ଓ ଜନସାଧାରଣଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି । ସେହି ପରିପେକ୍ଷୀରେ ଓଡ଼ିଶା ପ୍ରଦେଶ
Read More...

ଉଦିତନଗର ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଉଦିତନଗର ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପରିଚାଳନା କମିଟି ପଞ୍ଚଦେବ କଲ୍‌ଚରାଲ୍‌ ଟ୍ରଷ୍ଟ ପକ୍ଷରୁ ଅଧ୍ୟକ୍ଷ ଦିଲ୍ଲୀପ କୁମାର କର ଓ ମ୍ୟାନେଜିଂ ଟ୍ରଷ୍ଟି ବିଜୟ କୁମାର ପ୍ରଧାନ ତଥା ଅନ୍ୟ
Read More...

ଆଇ. ଡି. ଏଲ ମଜଦୂର ସଭା ପକ୍ଷରୁ ବିଶ୍ୱ ଶ୍ରମିକ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଇଣ୍ଡିଆନ ଡେଟୋନେଟର୍ସ ମଜଦୂର ସଭା ଆନୁକୂଲ୍ୟରେ ବାଲିଯୋଡି ସ୍ଥିତ ଉନ୍ନୟନ କାର୍ଯ୍ୟଳୟ ସମ୍ମୁଖରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ ହେଇଯାଇଛି । ଏହି କାର୍ଯ୍ୟକ୍ରମରେ ୟୁନୀୟନର କାର୍ଯ୍ୟକାରୀ ସଭାପତି ତଥା ବରିଷ୍ଠ ଶ୍ରମିକ ନେତା ଅରୁଣ କୁମାର ପରିଡା
Read More...

ଅନ୍ୱେଷାର ୧୧୨ତମ ସାମୁହିକ ଜନ୍ମଉତ୍ସବ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାମାଜିକ ଅନୁଷ୍ଠାନ ଅନ୍ୱେଷା ଦି ହେଲପିଙ୍ଗ ହ୍ୟାଣ୍ଡ ତରଫରୁ ୧୧୨ତମ ସାମୁହିକ ଜନ୍ମଉତ୍ସବ ଆୟୋଜିତ ହୋଇଯାଇଛି । ଅନୁଷ୍ଠାନର ପ୍ରତିଷ୍ଠାତା ରାଜେନ୍ଦ୍ର ପ୍ରସାଦ ପଣ୍ଡା ଓ ଉପ ସଭାପତି ରଶ୍ମିତା ପଣ୍ଡାଙ୍କ ଆବାହକତ୍ୱରେ ଆୟୋଜିତ ସେକ୍ଟର ୪
Read More...

ଆଇ. ଡି. ଏଲ ମଜଦୂର ସଭା ପକ୍ଷରୁ ବିଶ୍ୱ ଶ୍ରମିକ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଇଣ୍ଡିଆନ ଡେଟୋନେଟର୍ସ ମଜଦୂର ସଭା ଆନୁକୂଲ୍ୟରେ ବାଲିଯୋଡି ସ୍ଥିତ ଉନ୍ନୟନ କାର୍ଯ୍ୟଳୟ ସମ୍ମୁଖରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ ହେଇଯାଇଛି । ଏହି କାର୍ଯ୍ୟକ୍ରମରେ ୟୁନିୟନର କାର୍ଯ୍ୟକାରୀ ସଭାପତି ତଥା ବରିଷ୍ଠ ଶ୍ରମିକ ନେତା ଅରୁଣ କୁମାର ପରିଡା
Read More...

ସିଆଇଟିୟୁ ଓ ସିସିୟୁଏ ପକ୍ଷରୁ ଆନ୍ତର୍ଜାତିକ ଶ୍ରମିକ ଦିବସ

ଶ୍ରମ କୋର୍ଡ ବିରୁଦ୍ଧରେ ମେ ୨୦ ଦେଶବ୍ୟାପୀ ଧର୍ମଘଟକୁ ସଫଳ ପାଇଁ ଶ୍ରମିକ ଶ୍ରେଣୀକୁ ଆହ୍ୱାନ ରାଉରକେଲା, (ସସ୍ମିତା ପ୍ରଧାନ) : ସିଆଇଟିୟୁ ଓ ସିସିୟୁଏ ସୁନ୍ଦରଗଡ଼ ଜିଲ୍ଲା କମିଟି ପକ୍ଷରୁ ଆନ୍ତର୍ଜାତିକ ଶ୍ରମିକ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ସକାଳେ ଶ୍ରମିକ ଭବନ ସେକ୍ଟର ୧୬
Read More...

ଆର୍ନ୍ତଜାତୀୟ ଶ୍ରମ ଦିବସ ପାଳିତ

ଦେଶ ଓ ରାଜ୍ୟ ଗଠନରେ ଶ୍ରମିକ ମାନଙ୍କ ଅବଦାନ ଅତୁଳନୀୟ : ଭବାନୀ ଶଙ୍କର ଭୋଇ ରାଉରକେଲା, (ସସ୍ମିତା ପ୍ରଧାନ) : ଜିଲ୍ଲା ଶ୍ରମ ବିଭାଗ, ସୁନ୍ଦରଗଡ଼ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ଆର୍ନ୍ତଜାତୀକ ଶ୍ରମିକ ଦିବସ ସମାରୋହ ସ୍ଥାନୀୟ ଭଜଂଭବନ ଠାରେ
Read More...

ଓଏସ୍‌ଇବି ଏମ୍ପୋଇଜ ୟୁନିୟନ ପକ୍ଷରୁ ଆନ୍ତର୍ଜାତିକ ଶ୍ରମିକ ଦିବସରେ ଶୋଭାଯାତ୍ରା ଓ ସଭା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଏଏସ୍‌ଇବି ଏମ୍ପୋଇଜ ୟୁନିୟନ ରାଉରକେଲା ପକ୍ଷରୁ ଆନ୍ତର୍ଜାତିକ ଶ୍ରମିକ ଦିବସ ଆଜି ମହା ସମାରୋହରେ ଉଦିତ ନଗର ସ୍ଥିତ ସଂଘ କାର୍ଯ୍ୟାଳୟ ସମ୍ମୁଖରେ ପାଳନ କରାଯାଇଛି । ଶ୍ରମିକ ଓ କର୍ମଚାରୀ ମାନଙ୍କ ଏକ ବିଶାଳ ଶୋଭାଯାତ୍ରା ସଂଘ କାର୍ଯ୍ୟାଳୟ ଠାରୁ ବାହାରି
Read More...