Browsing Tag

rourakela news

ଭେନେଜୁଏଲାର ଉପରେ ଆମେରିକାର ଆକ୍ରମଣ ପ୍ରତିବାଦରେ ଇସ୍‌କଫ୍‌ର ବିକ୍ଷୋଭ

ରାଉରକେଲା, (ସସ୍ମିତା ପ୍ରଧାନ) : ଭେନେଜୁଏଲା ବିରୋଧରେ ଆମେରିକାର ବର୍ବରଚିତ୍ତ ଆକ୍ରମଣ ଏବଂ ସେ ରାଷ୍ଟ୍ରର ରାଷ୍ଟ୍ରପତି ନିକୋଲାଶ ମାଦୁରୋ ଓ ତାଙ୍କର ସହଧର୍ମିଣୀଙ୍କୁ ଅପହରଣ କରାଯାଇଥିବା ଘଟଣାକୁ ନିନ୍ଦା କରାଯାଇ ଆଜି ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି ପକ୍ଷରୁ ଉଦିତନଗର…
Read More...

ମିଡିଆ କ୍ଲବର ସମୀକ୍ଷା ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ମିଡିଆ କ୍ଲବ, ରାଉରକେଲା ତରଫରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠାନର ମୁଖ୍ୟ ଡ. ପୀତବାସ ମିଶ୍ରଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପଶ୍ଚିମାଞ୍ଚଳର କାର୍ଯ୍ୟକାରୀ ସମ୍ପାଦକ ବୈଦ୍ୟନାଥ ମିଶ୍ର, ସମ୍ପାଦିକା ସୁରମା ମିଶ୍ର, ବରିଷ୍ଠ ସାମ୍ବାଦିକ…
Read More...

ବିପିୟୁଟିରେ ପିଏମ୍‌ଶ୍ରୀ ବିଦ୍ୟାଳୟର ଅଧ୍ୟକ୍ଷ ଓ ଶିକ୍ଷକମାନଙ୍କ ବୁଟ୍ କ୍ୟାମ୍ପ ତୃତୀୟ ପର୍ଯ୍ୟାୟ ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟରେ ପିଏମ୍‌ଶ୍ରୀ ବିଦ୍ୟାଳୟର ଅଧ୍ୟକ୍ଷ ଓ ଶିକ୍ଷକମାନଙ୍କ ବୁଟ୍ କ୍ୟାମ୍ପ ତୃତୀୟ ପର୍ଯ୍ୟାୟ ଉଦ୍‌ଘାଟିତ ହୋଇଯାଇଛି । ୨୦୨୬ ଜାନୁଆରୀ ୭ରୁ ୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ତିନି ଦିନିଆ ଇନୋଭେସନ, ଡିଜାଇନ ଏବଂ…
Read More...

ଓଏସ୍‌ଭି ଟ୍ରଷ୍ଟ ସଂସ୍ଥାନର ରାଜ୍ୟସ୍ତରୀୟ ନବମ ବାର୍ଷିକ ମହୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଭୁବନେଶ୍ୱରର ଓଏସ୍‌ଭି ଟ୍ରଷ୍ଟ ସଂସ୍ଥାନ ତରଫରୁ ରାଜ୍ୟସ୍ତରୀୟ ନବମ ବାର୍ଷିକ ଉତ୍ସବ, ଆଲୋଚନା ଚକ୍ର ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରାଉରକେଲାର ସେକ୍ଟର ୭ ସ୍ଥିତ ଇସ୍ପାତ ସାହିତ୍ୟ ସଂସଦ ଠାରେ ଅନୁଷ୍ଠିତ ହୋଇଯାଇଛି । ସଂସ୍ଥାନର ଅଧ୍ୟକ୍ଷ ମଙ୍ଗଳୁ କୁମାର…
Read More...

ଭାରତ ସ୍ୱାଭିମାନ ନ୍ୟାସର ସ୍ଥାପନା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗତ ଜିଲ୍ଲା ପତଞ୍ଜଳି ଯୋଗ ପରିବାର ଆନୁକୂଲ୍ୟରେ ଆଜି ସେକ୍ଟର-୧୯, ଶାରଳା ମନ୍ଦିର ପ୍ରାଙ୍ଗଣରେ ଭାରତ ସ୍ୱାଭିମାନ ନ୍ୟାସର ସ୍ଥାପନା ଦିବସ ପାଳନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ସହ ଜିଲ୍ଲା ବିଏସ୍‌ଟି ପ୍ରଭାରୀ ନରେନ୍ଦ୍ର କୁମାର ବେହେରା ମୁଖ୍ୟ…
Read More...

ଏନ୍‌ଆଇଟି କେନ୍ଦ୍ରୀୟ ବିଦ୍ୟାଳୟର ଦ୍ୱିତୀୟ କ୍ରୀଡା ଉତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଏନ୍ଆଇଟି ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟର ଦ୍ୱିତୀୟ କ୍ରୀଡା ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷା ପି. ନିରଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ରାଉରକେଲା ବନାଞ୍ଚଳର ମୁଖ୍ୟ ଯଶୋବନ୍ତ ସେଠୀ ମୁଖ୍ୟ ଅତିଥି,…
Read More...

ପିଏମ୍‌ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପିଏମ୍‌ଶ୍ରୀ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଏନ୍ଆଇଟି ସ୍ଥିତ ଆର୍‌ଇସି କ୍ୟାମ୍ପସ ପିଏମ୍‌ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ପିଏମ୍‌ଶ୍ରୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଦିପ୍ତା ବେହେରାଙ୍କ ସଭାପତିତ୍ୱ ଓ ଶିକ୍ଷୟିତ୍ରୀ ନିରୁପମା ଦାଶଙ୍କ ସଂଯୋଜନାରେ ଆୟୋଜିତ…
Read More...

ସପ୍ତମ କୋଏଲ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଆରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ କ୍ରୀଡା ସଂଗଠନ ସ୍ପୋର୍ଟସ ଫେଡେରେସନ ଅଫ୍ ରାଉରକେଲା ତରଫରୁ କୋଏଲନଗର ସ୍ଥିତ ଏ ବ୍ଲକ ଦୁର୍ଗାପୂଜା ପଡିଆଠାରେ ସପ୍ତମ କୋଏଲ ଜିଲ୍ଲାସ୍ତରୀୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଆଜି ଠାରୁ ଆରମ୍ଭ ହୋଇଛି । ଏହି ଚମ୍ପିୟାନସିପ ରେ ପ୍ରାୟ ୩୨ଟି ଦଳ…
Read More...

ଖଣ୍ଡାଧାର ପିକନିକ୍ ସ୍ଥଳରେ ପ୍ଲାଷ୍ଟିକ ମୁକ୍ତ ନେଇ ସଚେତନତା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ସୁନ୍ଦରଗଡ଼ ଜିଲ୍ଲାର ଖଣ୍ଡାଧାର ପିକନିକ୍ ସ୍ଥଳକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ ନେଇ ଘୋଷଣା କରାଯାଇଥିବା ପରିପ୍ରେକ୍ଷୀରେ ଏକ ସଚେତନତା କାର୍ଯ୍ୟକ୍ରମ ଏସପିସିବିର ରାଉରକେଲା ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ…
Read More...

୧୧ ଦିନ ବ୍ୟାପି ବିଶ୍ଵଶାନ୍ତି ରୁଦ୍ର ମହାଯଜ୍ଞ ଆରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ ନେହେରୁ ପଲ୍ଲୀ ମିଶ୍ର ଖଟାଲ ସ୍ଥିତ ଶ୍ରୀ ଶ୍ରୀ ରାମେଶ୍ୱର ମହାଦେବଙ୍କ ଦ୍ୱାଦଶ ପୂର୍ତ୍ତି ଉପଲକ୍ଷେ ୧୧ଦିନ ବ୍ୟାପି ବିଶ୍ଵଶାନ୍ତି ରୁଦ୍ରମହାଯଜ୍ଞ ଆରମ୍ଭ ହୋଇଛି । ଗତ ୪ ତାରିଖରୁ ଆରମ୍ଭ ହୋଇ ଏହା ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି…
Read More...