Browsing Tag

rourakela news

ସ୍ମୃତି ସାନ୍ତ୍ୱନାର ଚତୁର୍ଦ୍ଦଶତମ ବିଷୁବ ମିଳନ ସମାରୋହ -୨୦୨୫

ରାଉରକେଲା, (ସସ୍ମିତା ପ୍ରଧାନ) : ତୈମାସିକ ଓଡିଆ ସାହିତ୍ୟ ପତ୍ରିକା “ ସ୍ମୃତି ସାନ୍ତ୍ୱନା”ର ଚତୁର୍ଦ୍ଦଶତମ ବିଷୁବ ସାହିତ୍ୟ ସମାରୋହ ଓ ବନ୍ଧୁମିଳନ ପର୍ବ ଭୁବନେଶ୍ୱର ସ୍ଥିତ ବୁଦ୍ଧମନ୍ଦିର ଠାରେ ସମ୍ପାଦିକା ସବିତାରାଣୀ ବେହେରାଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଡ. ଦେବାଶିଷ
Read More...

ବାସନ୍ତୀ ପାଠାଗାରର ଏକ ସ୍ୱତନ୍ତ୍ର ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାର ତରଫରୁ ଏକ ସ୍ୱତନ୍ତ୍ର ଆଲୋଚନା ଚକ୍ର ପାଠାଗାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ଡ଼ଃ ଶକ୍ତିପ୍ରସାଦ ସାମନ୍ତରାୟଙ୍କ ଅଧ୍ୟକ୍ଷତା ଓ କାର୍ଯ୍ୟକାରୀ ସଭାପତି ବିକ୍ରମ ଚନ୍ଦ୍ର
Read More...

୨୫ତମ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ଆସନ୍ତା ୨୦ ରୁ ୨୪ ପର୍ଯ୍ୟନ୍ତ

ରାଉରକେଲା, (ସସ୍ମିତା ପ୍ରଧାନ) : ଚଳିତ ବର୍ଷ ସ୍ୱସ୍ତି ସାହିତ୍ୟ ସଂସଦ ଏବଂ ନାଟ୍ୟାନୁଷ୍ଠାନ ସ୍ୱସ୍ତି ଝଙ୍କାର ତରଫରୁ ୨୫ ତମ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ସ୍ଥାନୀୟ ସିଭିକ ସେଣ୍ଟର ଠାରେ ଆସନ୍ତା ଏପ୍ରିଲ ୨୦ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ବୋଲି ଇସ୍ପାତ ସରୋବର ଠାରେ
Read More...

ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ପକ୍ଷରୁ ବିଜୁ ପଟ୍ଟନାୟଙ୍କ ଶ୍ରାଦ୍ଧ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ଆନୁକୂଲ୍ୟରେ ପ୍ରବାଦପୁରୁଷ କଳିଙ୍ଗ ବୀର ବିଜୁ ପଟ୍ଟନାୟକଙ୍କ ୨୮ତମ ଶ୍ରାଦ୍ଧ ଦିବସ ବାଲିଯୋଡି ଛକ ସ୍ଥିତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସମ୍ପାଦକ
Read More...

ରାଉରକେଲା ପୋଲିସର ବିଗତ ଦିନମାନଙ୍କରେ ଘଟିଥିବା କ୍ରାଇମ୍ ଘଟଣାବଳୀର ବିସ୍ତୃତ ବିବରଣୀ ପ୍ରକାଶ

ବିସ୍ତୃତ ବିବରଣୀ ପ୍ରକାଶ କଲେ ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାୟ ଏବଂ ରାଉରକେଲା ଆରକ୍ଷୀ ଅଧୀକ୍ଷକ ନିତେଶ ୱାଧୱାନୀ ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ପୋଲିସ୍ ଜିଲ୍ଲାର ବିଗତ ଦିନମାନଙ୍କରେ ଘଟିଥିବା କ୍ରାଇମ୍ ଘଟଣାବଳୀର ବିସ୍ତୃତ ବିବରଣୀ ପ୍ରକାଶ କରାଯାଇଛି ।
Read More...

ସରକାରୀ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟର ଇକୋ କ୍ଲବ୍‌ ପକ୍ଷରୁ ଏକକ ବ୍ୟବହୃତ ପ୍ଲାଷ୍ଟିକ୍‌ ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ପାନପୋଷ ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଇକୋ କ୍ଲବ୍‌ ପକ୍ଷରୁ ସମ୍ପ୍ରତି ପରିବେଶ ପ୍ରଦୂଷଣ ପ୍ରତି ଅନ୍ୟତମ ସମସ୍ୟାଭାବେ ଦେଖାଦେଇଥିବା ଏକକ ବ୍ୟବହୃତ ପ୍ଲାଷ୍ଟିକ୍‌ ଜନିତ ସମସ୍ୟା ଓ ଏହାର ବ୍ୟବହାର ହ୍ରାସ ଓ ବର୍ଜନ ସମ୍ପର୍କିତ
Read More...

ମାଣିକ ଫାଉଣ୍ଡେସନ ଓ ଏକତା ଗ୍ରୁପର ମହାବିଷୁବ ସଂକ୍ରାନ୍ତି ଓଡ଼ିଆ ନବବର୍ଷ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ମାଣିକ ଫାଉଣ୍ଡେସନ ଓ ଏକତା ଗ୍ରୁପର ତରଫରୁ ମହାବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷ ଉପଲକ୍ଷେ ପଣା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମାଣିକ ଫାଉଣ୍ଡେସନର ପ୍ରତିଷ୍ଠାତା କାର୍ତ୍ତିକ ରାଉତ, ସଭାପତି କାମିନୀ ମହାନ୍ତଙ୍କ ତତ୍ୱାବଧାନରେ ୭/୧୭ ଛକ
Read More...

ସ୍ୱତନ୍ତ୍ର ଦକ୍ଷତା ବିକାଶ କାର୍ଯ୍ୟକ୍ରମର ସମାରୋପ ସମାରୋହ

ସକରାତ୍ମକ ଭାବନା ନୂଆ ସମାଜ ଗଠନରେ ସହାୟକ : ଶ୍ରୀ ତନ୍ତୀରାଷ୍ଟ୍ରକୁ ବିକଶିତ କରିବା ପାଇଁ ସ୍ୱପ୍ନ ଦେଖିବା ଦରକାର : ଡ. ପଧାନ ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସ୍ଥାନୀୟ ସେକ୍ଟର ୬ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ତରଫରୁ ସ୍ୱତନ୍ତ୍ର ଦକ୍ଷତା ବିକାଶ କାର୍ଯ୍ୟକ୍ରମ
Read More...

ପରିବେଶ ସଚେତନତା ଓ କାର୍ଯ୍ୟକାରିତା ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ରାଉରକେଲା ଭାଇବ୍ରାଣ୍ଟ ତରଫରୁ ଏକ ପରିବେଶ ସଚେତନତା ସମ୍ପର୍କୀତ ଏକ ଆଲୋଚନାଚକ୍ର ଏନ୍ଆଇଟି ଆରଇସି କ୍ୟାମ୍ପସ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମର ଅଧ୍ୟକ୍ଷା ତଥା ବରିଷ୍ଠ
Read More...

ରଘୁନାଥପଲ୍ଲୀ ବିଧାନସଭା କ୍ଷେତ୍ରର ସକ୍ରିୟ ସଦସ୍ୟ ସମ୍ମୀଳନୀ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ କାର୍ଯ୍ୟାଳୟର ସୂଚନା ଅନୁଯାଇ ଆଜି ରାଉରକେଲାର ସେକ୍ଟର -୩ ସ୍ଥିତ ବିଜେପି କାର୍ଯ୍ୟଳୟ ପରିସରରେ ରଘୁନାଥପଲ୍ଲୀ ବିଧାନସଭା କ୍ଷେତ୍ରର ସକ୍ରିୟ ସଦସ୍ୟ ସମ୍ମୀଳନୀ ଜିଲ୍ଲା ସଭାନେତ୍ରୀ ପୂର୍ଣ୍ଣିମା କେରକେଟାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ।
Read More...