Browsing Tag

rourakela news

ଓଡ଼ିଆ ଭାଷା ସାହିତ୍ୟର ଅସ୍ମିତା ଆଦର୍ଶ ପାଠାଗାରର ଐତିହାସିକ ମୃତ୍ୟୁ

ରାଉରକେଲା, (ସସ୍ମିତା ପ୍ରଧାନ) : ଦୀର୍ଘ ଷାଠିଏ ଦଶକରୁ ଅଧିକ ସମୟ ଧରି ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତିର ପୀଠସ୍ଥଳୀ ରୂପେ ଆଦର୍ଶ ପାଠାଗାର ଓଡ଼ିଆ ଅସ୍ମିତାର ଥିଲା କୀର୍ତ୍ତିସ୍ତମ୍ଭ । ପୁସ୍ତକମେଳା ଠାରୁ ଆରମ୍ଭ କରି ସମୟାନ୍ତରରେ ବିଭିନ୍ନ ସାହିତ୍ୟ ସଂପାନମାନ ଆୟୋଜନ କରି ରାଉରକେଲାର
Read More...

ସିପିଆଇଏମ୍‌ର ପୂର୍ବତନ ସାଧାରଣ ସମ୍ପାଦକ କମ୍ରେଡ ସୀତାରାମ ୟେଚୁରୀଙ୍କ ଶ୍ରଦ୍ଧାଞ୍ଜଳି ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ସିପିଆଇଏମ୍‌ର ପୂର୍ବତନ ସାଧାରଣ ସମ୍ପାଦକ କମ୍ରେଡ୍ ସୀତାରାମ ୟେଚୁରୀଙ୍କ ପ୍ରଥମ ମୃତ୍ୟୁବାର୍ଷିକୀରେ, ତାଙ୍କର ତ୍ୟାଗ ଏବଂ ସଙ୍ଘର୍ଷପୂର୍ଣ୍ଣ ଜୀବନର ଅମ୍ଳାନ ସ୍ମୃତି ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ଆଜି ତାଙ୍କର ପ୍ରଥମ ମୃତ୍ୟୁ ବାର୍ଷିକୀ
Read More...

ନିଖିଳ ଉତ୍କଳ କୈବର୍ତ୍ତ ସମାଜର ପ୍ରତିଷ୍ଠା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଉତ୍କଳ କୈବର୍ତ୍ତ ସମାଜ ରାଉରକେଲାର ୨୫ତମ ପ୍ରତିଷ୍ଠା ଦିବସ ସେକ୍ଟର ୬ ସ୍ଥିତ ଶାରଳା ମନ୍ଦିର ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ସମାଜର ସଭାପତି ଅର୍ଜୁନ ଚରଣ ସାହୁଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ଭ୍ରମରବର ବେହେରାଙ୍କ ଆବାହକତ୍ୱ ଓ ନଟବର
Read More...

ଏମ୍‌ଏସ୍‌ଏମ୍‌ଇର ଜାତୀୟ କର୍ମଶାଳା

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶାର ଏମ୍‌ଏସ୍‌ଏମ୍‌ଇ ରପ୍ତାନିକୁ ବୃଦ୍ଧି କରିବାକୁ ଜାତୀୟ କର୍ମଶାଳାରେ ମନ୍ଥନ ଭାରତ ସରକାରଙ୍କ ସୂକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ଜିଲ୍ଲା ଉଦ୍ୟୋଗ କେନ୍ଦ୍ର, ରାଉରକେଲାର ମିଳିତ ବ୍ୟବସ୍ଥାରେ “Boosting Exports
Read More...

ବୌଦ୍ଧିକତା ବିକଶିତ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଟଳ ଟିକେରିଙ୍ଗ ଲାବ ଆନୁକୂଲ୍ୟରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବୌଦ୍ଧିକତା ବିକାଶ ପାଇଁ ସେକ୍ଟର ୫ ସ୍ଥିତ ଶ୍ରୀଅରବିନ୍ଦ ରାଉରକେଲା ସ୍କୁଲ ଠାରେ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ଅଧ୍ୟକ୍ଷା ମମତା ନାୟକଙ୍କ ଅଧ୍ୟକ୍ଷତା ଓ
Read More...

ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ ୬୬ତମ ଜନ୍ମଦିନ ପାଳନ

ରାଉରକେଲା ଜନସାଧାରଣଙ୍କ ପକ୍ଷରୁ ଜନ୍ମଦିନରେ ସାରଦାଙ୍କୁ ଅସଂଖ୍ୟ ଶୁଭେଚ୍ଛା ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ ୬୬ତମ ଜନ୍ମଦିନ । ୬୬ତମ ଜନ୍ମଦିନ ପାଳନ ଅବସରରେ ଆଜି ସକାଳ ୬ଟା ସମୟରେ ରାଉରକେଲା ସ୍ୱୟଂଶାସିତ ସରକାରୀ ମହାବିଦ୍ୟାଳୟ
Read More...

ନାମ ଫଳକକୁ ଓଡ଼ିଆରେ ଲେଖିବାକୁ ଉତ୍କଳ ସମ୍ମିଳନୀ ପକ୍ଷରୁ ସେପ୍ଟେମ୍ବର ୧୨ରେ ପଦଯାତ୍ରା

ଉତ୍କଳ ସମ୍ମିଳନୀ ରାଉରକେଲା ଶାଖା ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା ସରକାରଙ୍କ ଓଡ଼ିଶା ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ଆଇନ-୧୯୫୬ ଧାରା ୩୮ ଏବଂ ସରକାରଙ୍କ ୧୯୫୬ ଆଇନର ସଂଶୋଧିତ ରାଜପତ୍ର ୨୦୧୮ ପରିଚ୍ଛେଦ-୩୫ରେ ପ୍ରକାଶିତ
Read More...

ଆସନ୍ତା ୧୩ରେ ୮ମ ଜାତୀୟ ସ୍ତରୀୟ ଶାସ୍ତ୍ରୀୟ ସଙ୍ଗୀତ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : ଜୟଦେବ କଳା ବିକାଶ କେନ୍ଦ୍ର, ରାଉରକେଲା ଦ୍ଵାରା ଆୟୋଜିତ ମା' ବାଟ ମଙ୍ଗଳା ୮ମ ଜାତୀୟ ସ୍ତରୀୟ ଶାସ୍ତ୍ରୀୟ ସଙ୍ଗୀତ ସମାରୋହ ଜଗଦା ସ୍ଥିତ ମା' ବାଟ ମଙ୍ଗଳା ଶକ୍ତିପୀଠ ଠାରେ ଆସନ୍ତା ୧୩ ତାରିଖ ସନ୍ଧ୍ୟା ୬ ଘଟିକାରୁ ଆରମ୍ଭ ହୋଇ ୧୪ ତାରିଖ ସକାଳ ୬ଟା
Read More...

ସ୍ୱାମୀ ଶିବାନନ୍ଦ ସରସ୍ଵତୀ ମହାରାଜଙ୍କ ୧୩୮ତମ ଜୟନ୍ତୀ ପାଳନ ଓ ଆଲୋଚନା ଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ଦି ଡିଭାଇନ ଲାଇଫ ସୋସାଇଟି ତରଫରୁ ସ୍ୱାମୀ ଶିବାନନ୍ଦ ସରସ୍ଵତୀ ମହାରାଜଙ୍କ ୧୩୮ତମ ଜୟନ୍ତୀ ପାଳନ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଭଲ ହୁଅ ଭଲ କର ଆଭିମୁଖ୍ୟ ନେଇ ଆରମ୍ଭ ହୋଇଥିବା କାର୍ଯ୍ୟକ୍ରମରେ ଅନୁଷ୍ଠାନର କାର୍ଯ୍ୟକାରୀ ସଭାପତି
Read More...

ଶ୍ରଦ୍ଧାରେ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଭିନ୍ନକ୍ଷମଙ୍କ ପାଇଁ ପ୍ରତିଶ୍ରୁତିବଦ୍ଧ ଥିବା ସାମାଜିକ ଅନୁଷ୍ଠାନ ଶ୍ରଦ୍ଧା ଠାରେ ଶିକ୍ଷକ, ଅଭିଭାବକ ଓ ଭିନ୍ନକ୍ଷମ ଙ୍କ ସହ ସମ୍ପୃକ୍ତି ଥିବା କର୍ମକର୍ତ୍ତାଙ୍କ ମଧ୍ୟରେ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଟିପିଡବ୍ଲୁଓଡିଏଲ୍‌
Read More...