Browsing Tag

rourakela news

ଡ.ଏ.ଏନ୍.କେ ଡିଏଭି ପବ୍ଲିକ୍ ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ବାସନ୍ତୀ ନଗର ସ୍ଥିତ ଡ.ଏ.ଏନ୍.କେ ଡିଏଭି ପବ୍ଲିକ ସ୍କୁଲର ୩୩ତମ କ୍ରୀଡା ଉତ୍ସବ ପାଳିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ବୀର ବାଲ ଦିବସ ଉପଲକ୍ଷେ ଡି.ଏ. ଭି ସ୍କୁଲ ସମୂହ, ଓଡ଼ିଶାର ଆଞ୍ଚଳିକ ଅଧିକାରୀ ତଥା ବିଦ୍ୟାଳୟର ଅଧ୍ୟକ୍ଷ ଲୋକନାଥ ପ୍ରଧାନ ଗୁରୁ…
Read More...

୨୫ ଡିସେମ୍ବରରେ ତୁଳସୀ ପୂଜନ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ୱ ବନ୍ଦନୀୟ ପ୍ରାତଃସ୍ମରଣୀୟ ପୂଜ୍ୟ ସନ୍ଥ ଶ୍ରୀ ଆଶାରାମଜୀ ବାପୁଙ୍କ ବ୍ରହ୍ମସଂକଳ୍ପ ଅନ୍ତର୍ଗତ ୨୦୧୪ ମସିହାରୁ ସମଗ୍ର ବିଶ୍ୱରେ ୨୫ ଡିସେମ୍ବର ତାରିଖକୁ “ତୁଳସୀ ପୂଜନ ଦିବସ” ଭାବେ ପାଳନ କରାଯାଇଆସୁଛି । ଏହି ପରିପ୍ରେକ୍ଷୀରେ, ପୂଜ୍ୟ ସନ୍ଥ ଶ୍ରୀ…
Read More...

କଳାକେନ୍ଦ୍ର ପକ୍ଷରୁ ଚିତ୍ରକଳା ପ୍ରଦଶିନୀ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ସୁପରିଚିତ ଫାଇନ ଆର୍ଟ 'ଚିତ୍ରକଳା କେନ୍ଦ୍ର'ର ଚିତ୍ରକଳା ପ୍ରଦର୍ଶନୀ ଓ ପୁରସ୍କାର ବିତରଣ ଉତ୍ସବ ଶନିବାର ଦିନ ଉଦଘାଟିତ ହୋଇଛି । ଆଜିର ଉଦଘାଟନ ଉତ୍ସବରେ ପୂର୍ବତନ ସ୍କୁଲ ଡିଆଇ ଶ୍ରୀମତୀ ରଶ୍ମିବାଳା ରାଉତରାୟ ମୁଖ୍ୟ ଅତିଥି, ୱାଇ.ଏମ୍‌.ଏଫ୍‌.ଆଇର…
Read More...

ସୁନ୍ଦରଗଡ଼ ଦିବସ ଉପଲକ୍ଷେ ହେବାକୁ ଥିବା ସାଂସ୍କୃତିକ ଶୋଭାଯାତ୍ରା ଆୟୋଜନ ନେଇ ବୈଠକ ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଆସନ୍ତା ଜାନୁଆରୀ ୧ ତାରିଖ ଦିନ ହେଉଛି ସୁନ୍ଦରଗଡ଼ ଜିଲ୍ଲା ପ୍ରତିଷ୍ଠା ଦିବସ ବା "ସୁନ୍ଦରଗଡ଼ ଦିବସ" । ସ୍ଥାନୀୟ ନାରୀ କଲ୍ୟାଣ କେନ୍ଦ୍ର ପଡ଼ିଆ ଠାରେ ଜାନୁୟାରୀ ୧ ଓ ୨ ତାରିଖରେ ସୁନ୍ଦରଗଡ଼ ଦିବସ ଆୟୋଜିତ ହେବ । ଏହି ଅବସରରେ ଜାନୁୟାରୀ ୧ ତାରିଖରେ…
Read More...

ଶ୍ରଦ୍ଧାର ରୌପ୍ୟ ଜୟନ୍ତୀ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : ଦିବ୍ୟାଙ୍ଗଙ୍କ ପାଇଁ ସମର୍ପିତ ସାମାଜିକ ଅନୁଷ୍ଠାନ ଶ୍ରଦ୍ଧାର ରୌପ୍ୟ ଜୟନ୍ତୀ ସମାରୋହ ବସ୍ତିଆ ମେମୋରିଆଲ ଟ୍ରଷ୍ଟ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଶ୍ରଦ୍ଧାର ସଭାପତି ଡ. ରାମକୃଷ୍ଣ ବିଶ୍ୱାଳଙ୍କ ସଭାପତିତ୍ୱ ଓ ସମ୍ପାଦକ କାର୍ତ୍ତିକ ଚନ୍ଦ୍ର…
Read More...

ଉପହାରର କର୍ମବୀର ସମ୍ମାନ ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ଉପହାର ତରଫରୁ କର୍ମବୀର ସମ୍ମାନ କାର୍ଯ୍ୟକ୍ରମ ସେକ୍ଟର ୭ ସ୍ଥିତ ମଧୁମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ସୂର୍ଯ୍ୟକାନ୍ତ ସାହୁଙ୍କ ସଭାପତିତ୍ୱ, ସମ୍ପାଦକ ଡା. ଚିନ୍ମୟ ସାହୁଙ୍କ ଆବାହକତ୍ୱ ତଥା ମୋନାଲିସା ସାହୁଙ୍କ…
Read More...

ଗରିମା ପରିବାରର ବନ୍ଧୁମିଳନ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାମାଜିକ ଅନୁଷ୍ଠାନ ଗରିମା ପରିବାର ତରଫରୁ ଓଡ଼ିଆ ଖାଦ୍ୟକୁ ନେଇ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷା ନିହାରିକା ବସ୍ତିଆଙ୍କ ଅଧ୍ୟକ୍ଷତା ଓ ସଭାପତି ମମତା ନାୟକଙ୍କ ଆବାହକତ୍ୱରେ ଆୟୋଜିତ ଏହି…
Read More...

ଅଟଳଜୀଙ୍କ ଜନ୍ମ ଶତବାର୍ଷିକୀରେ ବିଜେପିର ଶ୍ରଦ୍ଧା ସୁମନ ଅର୍ପଣ ସହିତ ସେବାକାର୍ଯ୍ୟ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତ ରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଜୀଙ୍କ ଜନ୍ମ ଶତବାର୍ଷିକୀ ପାଳନ ପରିପ୍ରେକ୍ଷୀରେ ବିଜେପି ରାଉରକେଲା ସାଂଗଠନିକ ଜିଲ୍ଲା ତରଫରୁ ଦୁଇଦିନ ଅର୍ଥାତ ୨୪.୧୨.୨୦୨୫ ଏବଂ ୨୫.୧୨.୨୦୨୫ ଧରି ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ…
Read More...

ହନୁମାନ ବାଟିକା, ବୈଷ୍ଣବ ଦେବୀ ମନ୍ଦିର ଓ ପିତାମହଲରେ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ ନେଇ ସଚେତନତା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ସୁନ୍ଦରଗଡ଼ ଜିଲ୍ଲାର ବୈଷ୍ଣବ ଦେବୀ ମନ୍ଦିର, ହନୁମାନ ବାଟିକା ପର୍ଯ୍ୟଟନ ସ୍ଥଳ ଓ ପିତାମହଲ ପିକନିକ୍ ସ୍ଥଳକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ ନେଇ ଘୋଷଣା କରାଯାଇଥିବା ପରିପ୍ରେକ୍ଷୀରେ ଏକ ସଚେତନତା କାର୍ଯ୍ୟକ୍ରମ…
Read More...

ବରଟୋଲି ଭାଗବତ ଅଗଣାରେ ତୁଳସୀ ପୂଜନ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବରଟୋଲି ସ୍ଥିତ ଭାଗବତ ଅଗଣାରେ ତୁଳସୀ ପୂଜନ ମହା ଆନନ୍ଦ ଉଲ୍ଲାସର ସହିତ ପାଳିତ ହୋଇଯାଇଛି । ଆୟୋଜକ ବରଟୋଲି ସାଂସ୍କୃତିକ ପରିଷଦର ସଭାପତି ରମାକାନ୍ତ ସୂତାର, ଭାଗବତ ଅଗଣାର ସଭାପତି ସୁପ୍ରଭା ଆଚାର୍ଯ୍ୟ ଓ ଅନ୍ୟ ସଭ୍ୟ-ସଭ୍ୟାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି…
Read More...