Browsing Tag

rourakela news

ଜାତୀୟ ସମ୍ମିଳନୀରେ ସମ୍ବର୍ଦ୍ଧିତ ହେଲେ ୩୦ ପ୍ରତିଭା : ଭାଷା ହେଉଛି ବୌଦ୍ଧିକ ବିଭବ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟର ଅନ୍ୟତମ ସାମାଜିକ ଅନୁଷ୍ଠାନ ହାପି ମୋମେଣ୍ଟସ ଇଣ୍ଡିଆ ତରଫରୁ ଆୟୋଜିତ ଜାତୀୟ ସମ୍ମିଳନୀ ଭୁବନେଶ୍ୱର ଜୟଦେବ ଭବନ ସ୍ଥିତ ଗୀତ ଗୋବିନ୍ଦ ସଦନଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ଆବାହକତ୍ଵରେ
Read More...

ଓଡ଼ିଆ ଭାଷା ବିକାଶ ମଂଚର ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତଙ୍କ ତିରୋଧାନ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଂଚ ଓ ତୁମ୍ କେଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମିଳିତ ଆନୁକୂଲରେ ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତଙ୍କ ତିରୋଧାନ ଦିବସ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବିନୋଦିନୀ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।
Read More...

ରୋଟାରୀ କ୍ଲବ ଅଫ୍ ରାଉରକେଲା ଭାଇବ୍ରାଣ୍ଟର ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ରାଉରକେଲା ଭାଇବ୍ରାଣ୍ଟ ସାରନଗରୀ ସ୍ଥିତ ସ୍ୱୟଂ ସହାୟକ ଗୋଷ୍ଠୀ ପାଇଁ ମହିଳା ସଶକ୍ତିକରଣ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିଥିଲା । ବିଭିନ୍ନ କ୍ଷେତ୍ରରୁ ପଚାଶ ଜଣ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ସଦସ୍ୟ ଏହି କାର୍ଯ୍ୟକ୍ରମରେ
Read More...

ପ୍ରଗତି ଉତ୍କଳ ସଂଘରେ ଦେବେନ୍ଦ୍ର ଦାଶ ସ୍ମାରକୀ ବକ୍ତୃତା

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଜ୍ଞା ପୁରୁଷ ଦେବେନ୍ଦ୍ର କୁମାର ଦାଶ ଥିଲେ ବହୁପ୍ରସ୍ତୀୟ ବୁଦ୍ଧିଜୀବୀ । ସାହିତ୍ୟର ବିବିଧ ଦିଗ ସହିତ ନନ୍ଦନ ତତ୍ୱ, ଇତିହାସ ଚର୍ଚ୍ଚା ଓ ସଂସ୍କୃତି ଚର୍ଚ୍ଚାରେ ତାଙ୍କର ବିଦ ବତ୍ତା ଉଲ୍ଲେଖନୀୟ । ଜଣେ ଯୁକ୍ତିବାଦୀ, ହେତୁବାଦୀ ରୂପେ ପରିଚିତ
Read More...

ଅଗଷ୍ଟ ୨୯ରେ ରାଉରକେଲାରେ ଅନୁଷ୍ଠିତ ହେବ ‘ପଥ ଉତ୍ସବ’

ଓଲିଉଡ ତାରକାଙ୍କ କଣ୍ଠର ଯାଦୁରେ ଝୁମିବେ ରାଉରକେଲାବାସୀ ସ୍ଥାନୀୟ କଳାକାରଙ୍କ ପାଇଁ ପ୍ଲାଟଫର୍ମ ପାଲଟିବ 'ପଥ ଉତ୍ସବ' ରାଉରକେଲା, (ସସ୍ମିତା ପ୍ରଧାନ) : ୨୫ ଅଗଷ୍ଟ ୨୦୨୫ ଦୀର୍ଘ ଦୁଇ ବର୍ଷ ପରେ ପୁଣି ରାଉରକେଲା ସହରରେ ଆୟୋଜନ ହେବାକୁ ଯାଉଛି ପଥ ଉତ୍ସବ । ରାଉରକେଲା ବାସୀଙ୍କୁ
Read More...

ଇସ୍ପାତ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଛାତ୍ରୀଙ୍କ ଗୌରବଜନକ କୃତିତ୍ୱ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସ୍ୱୟଂ ଶାସିତ ମହାବିଦ୍ୟାଳୟର ପ୍ରତିଭାଶାଳୀ ଛାତ୍ରୀ ସୁଶ୍ରୀ ହିରଣ୍ମୟୀ ଦାଶ ସର୍ବ ଭାରତୀୟ ସ୍ତରର କ୍ୟାଟ୍ ଓ ମ୍ୟାଟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଏନଆଇଟି, (ଜାତୀୟ ପ୍ରାଦ୍ୟୋତିକ ପ୍ରତିଷ୍ଠାନ) ରାଉରକେଲାର ଏମବିଏ ପାଠ୍ୟକ୍ରମରେ ନାମ ଲେଖାଇବା
Read More...

‘ବିଜୟଶ୍ରୀ ସମ୍ମାନ’ ପାଇଲେ ଚାରି ବିଶିଷ୍ଟ ଅଧ୍ୟାପକ ଡ. ବିଜୟ ପଟ୍ଟନାୟକ

ଭାଷା ସାହିତ୍ୟର ଚିର ସମୃଦ୍ଧ ସ୍ୱାକ୍ଷର ଓ ଗଙ୍ଗାଧର ଓଡ଼ିଆ ସାହିତ୍ୟର ଅଭିମନ୍ୟୁ ରାଉରକେଲା, (ସସ୍ମିତା ପ୍ରଧାନ) : ଡ. ବିଜୟ ପଟ୍ଟନାୟକ ସାରସ୍ୱତ ସ୍ମୃତି ସଂସଦ ଆୟୋଜିତ ରାଜ୍ୟସ୍ତରୀୟ ଡ. ବିଜୟ ପଟ୍ଟନାୟକ ସ୍ମାରକୀ ବକ୍ତୃତାମାଳା 'ବିଜୟଶ୍ରୀ' ଆଜି ସେକ୍ଟର-୬ ସ୍ଥିତ ସରସ୍ୱତୀ ଶିଶୁ
Read More...

ଗଙ୍ଗାଧର ମେହେର ଥିଲେ ଓଡ଼ିଆ କାବ୍ୟ ସାହିତ୍ୟର ଭଗୀରଥ ମ୍ୟୁଜିକ ସର୍କଲ ଆନୁକୂଲ୍ୟରେ ଗଙ୍ଗାଧର ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଗଙ୍ଗାଧର କେବଳ ଜଣେ କବି ନଥିଲେ । ପଶ୍ଚିମ ଓଡ଼ିଶାର ସାହିତ୍ୟିକ ଜାଗରଣ କ୍ଷେତ୍ରରେ ସେ ଥିଲେ ଅଗ୍ର ପଥିକ । ସେ କେବଳ ଓଡ଼ିଆ କାବ୍ୟକୁ ସୌନ୍ଦର୍ଯ୍ୟରେ ବିଭୂଷିତ କରିନଥିଲେ ; ସାଂସ୍କୃତିକ କ୍ଷେତ୍ରରେ ପ୍ରାକୃତିକ ଓଡ଼ିଶାର ଏକତ୍ୱକୁ ପ୍ରତିଷ୍ଠା ମଧ୍ୟ
Read More...

ହୃଷିକେଶ ରାୟ ଡିଗ୍ରୀ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଛେଣ୍ଡ ସ୍ଥିତ ହୃଷୀକେଶ ରାୟ ଡିଗ୍ରୀ ମହାବିଦ୍ୟାଳୟଠାରେ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ରାଜ୍ୟସ୍ତରୀୟ ଆଲୋଚନା ଚକ୍ରରେ ଅତିଥି ଭାବେ ନିରାକାରପୁର ସ୍ଥିତ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା
Read More...

ରାଉରକେଲା ସାହିତ୍ୟ ସଂସଦର ଶିଶୁ ମହୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାହିତ୍ୟ ସଂସ୍କୃତି ଅନୁଷ୍ଠାନ ରାଉରକେଲା ସାହିତ୍ୟ ସଂସଦର ତ୍ରୈମାସିକ ଶିଶୁ ମହୋତ୍ସୋବ ଛେଣ୍ଡସ୍ଥିତ ଧାମରା ସଂଘ ପରିସରରେ ଅନୁଷ୍ଠିତ ହୋଇଯାଇଛି । କବି ସୁଶାନ୍ତ କୁମାର ନାୟକଙ୍କ ଆବାହକତ୍ୱରେ ଓ ଅନିଲ କୁମାର ଦାଶଙ୍କ ସଭାପତିତ୍ୱରେ ଆୟୋଜିତ
Read More...