Browsing Tag

rourakela news

ବିଶ୍ୱ ଉପଭୋକ୍ତା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅନ୍ତର୍ଗତ ସୁନ୍ଦରଗଡ ଜିଲ୍ଲା ବୈଧ, ମାପ ଓ ବିଜ୍ଞାନ ତଥା ସ୍ୱେଚ୍ଛାସେବୀ ସଙ୍ଗଠନ ଉତ୍ସର୍ଗ ଆନୁକୂଲ୍ୟରେ ସେକ୍ଟର ୧୬ କମ୍ୟୁନିଟି ସେଣ୍ଟର ଠାରେ ବିଶ୍ୱ ଉପଭୋକ୍ତା ଦିବସ ପାଳିତ ହୋଇଯାଇଛି । ଏଥିରେ ବୈଧ, ମାପ ଓ
Read More...

ହୋଲି ପାଳନ ନେଇ ଆମ ପୋଲିସର ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ହୋଲି ପାଳନ ନେଇ ସେକ୍ଟର ୧୯ ଥାନା ପକ୍ଷରୁ ଆମ ପୁଲିସ ବୈଠକ ଥାନା ପରିସରରେ ଅନୁଷ୍ଠିତ ହୋଇଯାଇଛି । ଥାନା ପ୍ରଭାରୀ ରଞ୍ଜନ କୁମାର ନାୟକଙ୍କ ଆବାହକତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଉରକେଲା ପୁଲିସ ତରଫରୁ ଦିଆଯାଇଥିବା ଆଡଭାଇଜ୍‌ ସମ୍ପର୍କରେ ବ୍ୟାପକ
Read More...

ଶକ୍ତିନଗର ଶାରଳା ମନ୍ଦିର ଯୋଗ କେନ୍ଦ୍ରର ୧୭ ତମ ବାର୍ଷିକ ଉତ୍ସବ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲା ପତଞ୍ଜଳି ଯୋଗ ପରିବାର ଦ୍ଵାରା ପରିଚାଳିତ ଶକ୍ତିନଗର ଶାରଳା ମନ୍ଦିର ଯୋଗ କେନ୍ଦ୍ରର ୧୭ ତମ ବାର୍ଷିକ ଉତ୍ସବ ବରିଷ୍ଠ ଯୋଗ ଶିକ୍ଷୟତ୍ରୀ ତଥା ପରିଚାଳିକା ସାବିତ୍ରୀ ସେନାପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଅରବିନ୍ଦ ପଣ୍ଡାଙ୍କ
Read More...

ଛାତ୍ରୀ ଆତ୍ମରକ୍ଷା ଶିବିର ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଗୁରୁଣ୍ଡିଆ ଡିଗ୍ରୀ ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଠଦିନ ବ୍ୟାପୀ ଚାଲିଥିବା ଛାତ୍ରୀ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଉଦ୍‌ଯାପିତ ହୋଇାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ବନ ବିହାରୀ କିଷ।ନଙ୍କ ଅଧ୍ୟକ୍ଷତାରେ ହୋଇଥିବା ଉଦଜାପନୀ ଦିବସରେ
Read More...

୧୧ତମ ଦୋଳ ଉତ୍ସବ ଆସନ୍ତା ୧୬ରେ

ରାଉରକେଲା, (ସସ୍ମିତା ପ୍ରଧାନ) : କେନ୍ଦ୍ରୀୟ ଦୋଳ ମେଲଣ ସମିତିର ୧୧ ତମ ଦୋଳ ଉତ୍ସବ ଆସନ୍ତା ୧୬ ତାରିଖ ଦିନ ପାଳନ କରାଯିବ । ଏ ସମ୍ପର୍କରେ ସମିତି ତରଫରୁ ସେକ୍ଟର ୧୫ ସ୍ଥିତ ଶ୍ରୀ ଶ୍ରୀ ରାଧାକୃଷ୍ଣ ମନ୍ଦିର ପରିସରରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମୀଳନୀରେ ସୂଚନା ଦିଆଯାଇଛି । ଅନୁଷ୍ଠାନର
Read More...

ସରକାରୀ ଆଇଟିଆଇରେ ଇ -ୱେଷ୍ଟ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସରକାରୀ ଆଇଟିଆଇ ସଭା ଗୃହରେ ଅଧ୍ୟକ୍ଷ ଇଂ ଡମାନ ସୋରେନଙ୍କ ତତ୍ତ୍ଵାବଧାନରେ ଇ -ୱେଷ୍ଟ ମେନେଜମେଣ୍ଟ ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । 'ହୁଲ୍ଲାଡ଼େକ ରିସାଇକ୍ଲିଙ୍ଗ ପ୍ରାଇଭେଟ ଲିମିଟେଡ଼' ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ସରକାରୀ ଆଇଟିଆଇରେ ଆନ୍ତର୍ଜାତିକ ମହିଳା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ଆଇଟିଆଇ ରାଉରକେଲା ଠାରେ ଆନ୍ତର୍ଜାତୀକ ମହିଳା ଦିବସ ପାଳନ ସହ ରାଜ୍ୟ ସ୍ତରୀୟ ଫେଷ୍ଟରେ ଛାତ୍ରଛାତ୍ରୀଙ୍କ କୃତିତ୍ୱ ହାସଲ କରିବା ପାଇଁ ସେମାନଙ୍କୁ ପ୍ରଶଂସାପତ୍ର ପ୍ରଦାନ କରାଯାଇଥିଲା । ଆଇଟିଆଇର ଅଧ୍ୟକ୍ଷ ଇଂ ଡମାନ ସୋରେନଙ୍କ ପୈ।ରହିତ୍ୟ ଓ
Read More...

ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ଅବସରରେ ଆଲୋଚନା ଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲା ଶାଖା ଓ ଓଡ଼ିଆ ବିଭାଗ, ରାଉରକେଲା କଲେଜର ମିଳିତ ଆନୁକୂଲ୍ୟରେ ଏକ ଆଲୋଚନା ଚକ୍ର ସ୍ଥାନୀୟ ସେକ୍ଟର -୪ ସ୍ଥିତ ରାଉରକେଲା କଲେଜ, ରାଉରକେଲା ପରିସରରେ ଅନୁଷ୍ଠିତ ହୋଇଯାଇଛି । ସାହିତ୍ୟ ପରିଷଦର ରାଉରକେଲା ଶାଖା
Read More...

ବିବେକାନନ୍ଦ ବିଦ୍ୟାମନ୍ଦିର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ସେକ୍ଟର-୧୮ ସ୍ଥିତ ବିବେକାନନ୍ଦ ବିଦ୍ୟାମନ୍ଦିର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଦୀର୍ଘ ୩୬ବର୍ଷର ଶିକ୍ଷକତା ଜୀବନରୁ ଅବସର ନେଇଥିବା ପ୍ରଧାନ ଶିକ୍ଷକ ରଶ୍ମିତ
Read More...

ଉତ୍କଳ ସ୍ନେହୀ ମହିଳା ସମିତି ଏବଂ ଗୋପବନ୍ଧୁ ପାଠାଗାରର ମିଳିତ ସହଯୋଗରେ ଆନ୍ତର୍ଜାତିକ ମହିଳା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ନାରୀମାନେ ଅସୀମ ଶକ୍ତିର ଅଧିକାରୀ । ଏହି ଶକ୍ତିର ସଦୁପଯୋଗ କରିପାରିଲେ ସଂସାର ସ୍ଵର୍ଗରେ ପରିଣତ ହୋଇ ପାରିବ । ଭାରତୀୟ ପରମ୍ପରାରେ ନାରୀ ଶକ୍ତିକୁ ବହୁତ ପ୍ରାଧାନ୍ୟ ଦିଆଯାଇଛି । ଆଜିର ନାରୀ ମଧ୍ୟ ସମାଜର ବିଭିନ୍ନ କ୍ଷେତ୍ରରେ ନିଜର ପରାକାଷ୍ଠା
Read More...