Browsing Tag

rourakela news

ମଧୁସୂଦନ ପାଠାଗାରରେ ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଓ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାହିତ୍ୟ ଅନୁଷ୍ଠାନ ଛେଣ୍ଡ ସ୍ଥିତ ମଧୁସୂଦନ ପାଠାଗାର ଓ ଛେଣ୍ଡ ୱେଲଫେୟାର କମିଟିର ମିଳିତ ଆନୁକୂଲ୍ୟରେ ସ୍ୱଭାବ ତଥା ପ୍ରକୃତି କବି ଗଙ୍ଗାଧର ମେହେରଙ୍କ ୧୬୪ ତମ ଜୟନ୍ତୀ ଓ ମେହେର ସାହିତ୍ୟରେ ଆଧ୍ୟାତ୍ମିକତା ଓ ପ୍ରକୃତି ବର୍ଣ୍ଣନା
Read More...

ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲନଗର ଡି ବ୍ଲକର ବୃକ୍ଷରୋପଣ ଓ ପାର୍କ ଉନ୍ନୟନ ସଂଘ ପକ୍ଷରୁ ବନମହୋତ୍ସବ କାର୍ଯ୍ୟକ୍ରମ ଅନ୍ତର୍ଗତ ବୃକ୍ଷରୋପଣ କାର୍ଯ୍ୟକ୍ରମ ଡି ବ୍ଲକ ସ୍ଥିତ ବରିଷ୍ଠ ନାଗରିକ ପାର୍କଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଜୟଶ୍ରୀ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତା ଓ
Read More...

ଇସ୍ପାତ ସାହିତ୍ୟ ସଂସଦ ଆନୁକୂଲ୍ୟରେ ସ୍ୱଭାବକବି ଗଙ୍ଗ।ଧର ମେହେର ଜୟନ୍ତୀ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାହିତ୍ୟ ଓ ସାମାଜିକ ଅନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦ ଆନୁକୂଲ୍ୟରେ ସ୍ୱଭାବକବି ଗଙ୍ଗାଧର ମେହେର ଜୟନ୍ତୀ ଓ କବିତା ପାଠଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସଂସଦର ସେକ୍ଟର-୭ ସ୍ଥିତ କାର୍ଯ୍ୟଳୟଠାରେ କାର୍ଯ୍ୟକାରୀ ସଭାପତି ପ୍ରତାପ କୁମାର
Read More...

ପ୍ରଗତି ଉତ୍କଳ ସଂଘରେ କାହ୍ନୁଚରଣ ମହାନ୍ତିଙ୍କ ଜୟନ୍ତୀ ପାଳିତ

କାହ୍ନୁଚରଣ ଥିଲେ କାଳଜୟୀ କଥାକାରଆଧୁନିକ ଓଡ଼ିଆ ସାହିତ୍ୟର ଲବ୍ଧ ପ୍ରତିଷ୍ଠ କଥାକାର କାହ୍ନୁ ଚରଣ ରାଉରକେଲା, (ସସ୍ମିତା ପ୍ରଧାନ) : ଫକୀର ମୋହନ ସେନାପତିଙ୍କ ପରେ ଆଧୁନିକ ଓଡ଼ିଆ ଗଦ୍ୟ ସାହିତ୍ୟର କର୍ଣ୍ଣଧାର ଥିଲେ କାହ୍ନୁଚରଣ ମହାନ୍ତି । ତାଙ୍କର ପ୍ରାୟ ରଚନାରେ ମଣିଷ ପଣିଆ ଓ ସମାଜର
Read More...

ନୂଆ ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ନୂଆଗାଁ ବ୍ଲକ କାର୍ଯ୍ୟାଳୟରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର ଓ ସୁନ୍ଦରଗଡ ଏସପି ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ
Read More...

ଜିଲ୍ଲା କଂଗ୍ରେସ କମିଟିର ସାମ୍ବାଦିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଜିଲ୍ଲା କଂଗ୍ରେସ କମିଟି ତରଫରୁ ଭୋଟ ଚୋରି ନେଇ ଏକ ସାମ୍ୱାଦିକ ସମ୍ମିଳନୀ ହୋଟେଲ ରାଧିକା ରିଜେନ୍ସି ଠାରେ ଅନୁଷ୍ଠିତ ହୋଇଯାଇଛି । କମିଟିର ଅଧ୍ୟକ୍ଷ ଜ୍ଞାନେନ୍ଦ୍ର ଦାସ ସାମ୍ବାଦିକ ମାନଙ୍କୁ ସୂଚନା ପ୍ରଦାନ କରି କହିଲେ ଯେ ରାଜ୍ୟ ସଭାପତି
Read More...

ଜଲଦା କାର୍ମେଲ ସ୍କୁଲରେ ଆଞ୍ଚଳିକ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) ଜଲଦା ସ୍ଥିତ କାର୍ମେଲ ସ୍କୁଲ ଠାରେ ଆଞ୍ଚଳିକ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ଅଧ୍ୟକ୍ଷା ସିଷ୍ଟର ଜୟସିଲିଆଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରଘୁନାଥପାଲି ବିଧାୟକ ଦୁର୍ଗାଚରଣ ତନ୍ତୀ ମୁଖ୍ୟ ଅତିଥି, ସେକ୍ଟର ୨୦ ଇସ୍ପାତ
Read More...

ଓଡ଼ିଆ ଭାଷା ବିକାଶ ମଂଚ ପକ୍ଷରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଂଚ ଆନୁକୂଲ୍ୟରେ ସେକ୍ଟର ୧୪ରେ ଥିବା ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରି ଓଡ଼ିଆ ଭାଷା ବିକାଶ ମଂଚର ସଂପାଦକ ଆର୍ତ୍ତତ୍ରାଣ ମହାପାତ୍ର ବକ୍ତବ୍ୟରେ କହିଲେ ଯେ, ସ୍ୱଭାବ କବି ଗଙ୍ଗାଧର ମେହେର ହେଉଛନ୍ତି
Read More...

ପବିତ୍ର ରକ୍ଷା ବନ୍ଧନ ସୁରକ୍ଷା ଓ ସମ୍ପର୍କର ପବିତ୍ର ଡୋରି – ଅକ୍ରୁର ମାର୍ଥା

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଜିଲ୍ଲା ମହିଳା ପତାଞ୍ଜଳି ଯୋଗ ସମିତି ଆନୁକୂଲ୍ୟରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ମହାସମାରୋହରେ ରାଉରକେଲାର ସେକ୍ଟର-୧୯, ଶାରଳା ମନ୍ଦିର ପ୍ରାଙ୍ଗଣରେ ଜିଲ୍ଲା ମହିଳା ପ୍ରଭାରୀ ତଥା ରାଜ୍ୟକାର୍ଯ୍ୟକାରିଣୀ ସଦସ୍ୟା ଶ୍ରୀମତୀ ନିତମ୍ବିନୀ
Read More...

ବିଜେପି ବରିଷ୍ଠ ନେତା ନୃସିଂହ ଜେନାଙ୍କ ଏକାଦଶ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳୀ ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ବିଜେପିର ବରିଷ୍ଠ ନେତା ନୃସିଂହ ଚରଣ ଜେନା ୬୨ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ । ସ୍ୱର୍ଗତ ନୃସିଂହ ଜେନା ଏକାଧାରରେ ଜଣେ ରାଜନୈତିକ ନେତା ସହିତ ଜଣେ ସୁଲେଖକ, କବି, ତେଜସ୍ଵୀ ବକ୍ତା, ସମାଜସେବୀ ଥିଲେ । ସେ ବିଭିନ୍ନ ସଙ୍ଗଠନ ସହିତ ଜଡିତ
Read More...