ପଶ୍ଚିମ ଓଡ଼ିଶା ସାଂସ୍କୃତିକ ପରିଷଦର ସମ୍ବଲପୁରୀ ଦିନ ପାଳନ
ରାଉରକେଲା, (ସସ୍ମିତା ପ୍ରଧାନ) : ପଶ୍ଚିମ ଓଡିଶା ସାଂସ୍କୃତିକ ପରିଷଦ ତରଫରୁ ସମ୍ବଲପୁରୀ ଦିନ ସ୍ଥାନୀୟ ସିଭିକ ସେଣ୍ଟରଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ପରିଷଦର ସଭାପତି ସ୍ୱରୁପ କୁମାର ପାଣିଗ୍ରାହୀ ସ୍ୱାଗତ ଅଭିଭାଷଣ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ରଘୁନାଥପାଲି!-->…
Read More...
Read More...