Browsing Tag

rourakela news

ସୁଶୀଳାବତୀ ସରକାରୀ ମହିଳା ମହାବିଦ୍ୟାଳୟରେ ବନମହୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁଶୀଳାବତୀ ସରକାରୀ ମହିଳା ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ତରଫରୁ ବନମହୋତ୍ସବ କାର୍ଯ୍ୟକ୍ରମ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଜାତୀୟ ସେବା ଯୋଜନାର ସଂଯୋଜକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । କଲେଜର ଅଧ୍ୟକ୍ଷା
Read More...

ଦକ୍ଷିଣ ରାଉରକେଲାରେ ବିଧାୟକଙ୍କ ସ୍କୁଲ ପରିଦର୍ଶନ : ବିଭିନ୍ନ ସମସ୍ୟା ନେଇ ଆଲୋଚନା

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀ ଦକ୍ଷିଣ ରାଉରକେଲା ଅଞ୍ଚଳରେ ପହଞ୍ଚି ପ୍ରଥମେ ତାରାପୁର ୟୁ ପି ସ୍କୁଲ ପରିଦର୍ଶନରେ ଯାଇଥିଲେ । ସେଠାରେ ପହଞ୍ଚିବା ମାତ୍ରେ ତାଙ୍କୁ ଫୁଲ ତୋଡା ଦେଇ ସ୍ୱାଗତ କରାଯାଇଥିଲା । ତାରାପୁର ସ୍କୁଲରେ ଲାଗି ରହିଥିବା
Read More...

ଏଚଏଫଆଇ ପକ୍ଷରୁ ରାଉରକେଲା ବିକାଶ ଓ ସମସ୍ୟା ନେଇ ଆଲୋଚନା ମଞ୍ଚ’ ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଏଚଏଫଆଇ ପକ୍ଷରୁ ରାଉରକେଲାର ବିକାଶ ଓ ସମସ୍ୟା ନେଇ ଦ୍ୱିତୀୟ 'ଆଲୋଚନା ମଞ୍ଚ' ସ୍ଥାନୀୟ ହୋଟେଲ ସୋଲେସଠାରେ ଆୟୋଜିତ ହୋଇଯାଇଛି । ଏହି ମଞ୍ଚରେ ରାଜନୈତିକ ମତଭେଦକୁ ଭୁଲି କଂଗ୍ରେସରୁ ରବି ରାୟ, ଭାଜପାରୁ ଧୀରେନ୍ ସେନାପତି, ବିଜେଡିରୁ ବୀରେନ ସେନାପତି ଓ
Read More...

ଭାରତୀୟ ଗୁରୁ ପରମ୍ପରାରେ ବ୍ୟାସଦେବ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ଏନ୍.ଆଇ.ଟି. ପରିସରସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ, ରାଉରକେଲା ଏବଂ ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲା ମହାନଗରର ମାଧବ ନଗର ଶାଖାର ମିଳିତ ଆନୁକୂଲ୍ୟରେ 'ଭାରତୀୟ ଗୁରୁ ପରମ୍ପରାରେ ବ୍ୟାସ ଦେବ' ଶୀର୍ଷକ ଆଲୋଚନାଚକ୍ର ସହ ବ୍ୟାସଦେବ
Read More...

ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ରାଉରକେଲା : ଅଫିସ ଭିତରେ ରାଉରକେଲା ମହାନଗର ନିଗମ ଆଉଟ ସୋରସିଂ କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ । ମହିଳା ଜଣଙ୍କ ହେଉଛନ୍ତି ସରସ୍ୱତୀ ସାମନ୍ତରାୟ । ଗୁରୁତର ଅବସ୍ଥାରେ ଉଦ୍ଧାର କରି ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି । ଚାକିରି ନେଇ ବର୍ଷ ବର୍ଷ ଧରି ଗୁହାରି ସତ୍ତ୍ୱେ ନିରାଶ
Read More...

ରାଉରକେଲାର ନୂତନ ଅତିରିକ୍ତ ଜିଲ୍ଲାପାଳଙ୍କର ଯୋଗଦାନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ ଆଜି ଦୀନା ଦସ୍ତଗୀର୍ ଯୋଗଦାନ କରିଛନ୍ତି । ସେ ୨୦୨୧ ବ୍ୟାଚର ଭାରତୀୟ ପ୍ରଶାସନିକ ଅଧିକାରୀ ଏହା ପୂର୍ବରୁ ବ୍ରହ୍ମପୁରର ଉପଜିଲ୍ଲାପାଳ ଭାବରେ କାର୍ଯ୍ୟ କରିଛନ୍ତି । ଆଜି କାର୍ଯ୍ୟରେ ଯୋଗ ଦେଲାପରେ
Read More...

ବିଶ୍ରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ବିଶ୍ରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଶୁଭଙ୍କର ମହାପାତ୍ର ଓ ରାଉରକେଲା ଆରକ୍ଷୀ ଅଧିକ୍ଷକ ନିତେଶ ୱାଧୱାନୀ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ ।
Read More...

ସରକାରୀ ବ୍ୟବସ୍ଥାର ସଦୁପଯୋଗ କରି ଅଞ୍ଚଳବାସୀଙ୍କ ସର୍ବାଙ୍ଗୀନ ଉନ୍ନତି ଓ ବିକାଶ କରିବା ମୋର ପ୍ରାଥମିକତା : ବିଧାୟକ…

ନିଜର ଏକ ବର୍ଷ କାର୍ଯ୍ୟକାଳର ରିପୋର୍ଟ କାର୍ଡ଼ ଉପସ୍ଥାପନ କଲେ ବିଧାୟକ ରାଉରକେଲା : ଓଡ଼ିଶାରେ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ଗଠିତ ଭାରତୀୟ ଜନତା ପାର୍ଟି ସରକାରର ଏକ ବର୍ଷ ପୂର୍ତ୍ତି ହୋଇଯାଇଥିବାବେଳେ ପ୍ରଥମ ଥର ପାଇଁ ରଘୁନାଥପାଲ୍ଲୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଵା ବିଧାୟକ
Read More...

ଓଡ଼ିଆ ଭାଷା ବିକାଶ ମଂଚର କଥାକାର : ନାଟ୍ୟକାର ଗୋଦାବରୀଶ ମିଶ୍ରଙ୍କୁ ଶ୍ରଦ୍ଧାଞ୍ଜଳୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଂଚ ଆନୁକୂଲରେ ସେକ୍ଟର ପନ୍ଦର ସ୍ଥିତ କମୁନିଟି ସେଣ୍ଟର ସମ୍ମୁଖରେ ଥିବା ଗୋଦାବରୀଶ ମିଶ୍ରଙ୍କୁ ଭକ୍ତି ପୁତ ଶ୍ରଦ୍ଧାଞ୍ଜଳୀ ସଭା ଓଡ଼ିଆ ଭାଷା ବିକାଶ ମଂଚର ସଂପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇଯାଇଛି ।
Read More...

କାରଗିଲ ବିଜୟ ଦିବସରେ ସହିଦ ପ୍ରଦୀପ କୁମାର ପଣ୍ଡାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଜନତା ପାର୍ଟି, ରାଉଲକେଲା ସାଂଗଠନିକ ଜିଲ୍ଲା ତରଫରୁ ଜିଲ୍ଲା ସଭାନେତ୍ରୀ ପୂର୍ଣ୍ଣିମା କେରକେଟାଙ୍କ ନେତୃତ୍ୱରେ ଶତାଧିକ ର୍କ୍ୟାକର୍ତ୍ତା ଓ କର୍ମୀଙ୍କ ଦ୍ଵାରା କାରଗିଲ ବିଜୟ ଦିବସ ପାଳନ କରାଯାଇଛି । ଫର୍ଟିଲାଇଜେର ଟାଉନରେ ଅବସ୍ଥିତ ସହିଦ ଯବାନ
Read More...