ରାଉରକେଲାରେ ବାଇକ୍ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ : ୭ଜଣଙ୍କୁ ବାନ୍ଧିଲା ପୁଲିସ
ରାଉରକେଲା : ରାଉରକେଲା ସହରରେ ମାତିଛନ୍ତି ବାଇକ୍ ଚୋର । ବିଭିନ୍ନ ଅଞ୍ଚଳରୁ ଗାଡି ଚୋରି କରି ସେଗୁଡ଼ିକୁ ଖଣ୍ଡ ଖଣ୍ଡ କରି ବିକ୍ରି କରୁଥିଲେ । ତେବେ ଏହି ଲୁଟେରା ରାକେଟର ପର୍ଦ୍ଦାଫଶ କରି କରିଛି ପ୍ଲାଣ୍ଟ ସାଇଟ୍ । ସେମାନଙ୍କ ମଧ୍ୟରୁ ୭ଜଣଙ୍କୁ ଗିରଫ କରିଛି ପୁଲିସ । ଅଭିଯୁକ୍ତଙ୍କଠାରୁ!-->…
Read More...
Read More...