Browsing Tag

rourakela news

ଉଦାହରଣ ଟ୍ରଷ୍ଟର ତୃତୀୟ ସହୀଦ ସମ୍ମାନ ସମାରୋହ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହୀଦଙ୍କ ପ୍ରତି ସମର୍ପିତ ଥିବା ଉଦାହରଣ ଟ୍ରଷ୍ଟ ପକ୍ଷରୁ ତୃତୀୟ ସହୀଦ ସମ୍ମାନ ସମାରୋହ ସିଭିକ ସେଣ୍ଟରଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ସିଆରପିଏଫର ପ୍ରାକ୍ତନ ଡିଆଇଜି ଦୟାନିଧି ତନ୍ତୀଙ୍କ ଅଧ୍ୟକ୍ଷତା ଓ ସାଧାରଣ ସମ୍ପାଦକ
Read More...

ଧନଞ୍ଜୟଙ୍କ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶିଷ୍ଟ ଗାନ୍ଧୀବାଦୀ ସଂଗ୍ରାମୀ, ପ୍ରାକ୍ତନ ସାଂସଦ ତଥା ବିଧାୟକ, ଆଇନଜୀବୀ ସର୍ବୋପରି ଶ୍ରମିକନେତା ସ୍ୱର୍ଗତ ଧନଞ୍ଜୟ ମହାନ୍ତିଙ୍କ ୩୪ତମ ତିରୋଧାନ ଦିବସରେ ଧନଞ୍ଜୟ ମହାନ୍ତି ସ୍ମୃତି ଟ୍ରଷ୍ଟ ପକ୍ଷରୁ ସିଭିଲ ଟାଉନସିପ ସ୍ମୃତି ଉଦ୍ୟାନରେ ତାଙ୍କ ସ୍ମୃତି
Read More...

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ରାଉରକେଲା ପକ୍ଷରୁ ଦୁଇଦିନିଆ ବାର୍ଷିକ ବସନ୍ତ ଉତ୍ସବ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପାନପୋଷ ସ୍ଥିତ ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ଏବଂ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାଉରକେଲା ପକ୍ଷରୁ ଦୁଇଦିନିଆ ବାର୍ଷିକ ବସନ୍ତ ଉତ୍ସବ କାର୍ଯ୍ୟକ୍ରମ ମହାବିଦ୍ୟାଳୟ ପରିସରରେ ଉଦ୍‌ଘାଟିତ ହୋଇଛି । ଦୁଇଦିନ ଧରି ହେବାକୁ ଥିବା ଏହି
Read More...

ପ୍ରତିଭା ଅନ୍ୱେଷଣ ସଂଗୀତ ଭିତ୍ତିକ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱେଚ୍ଛାସେବୀ ଅନୁଷ୍ଠାନ ସାଇ ସରଗମ ମ୍ୟୁଜିକାଲ ଆଣ୍ଡ ସୋସିଆଲ ଟ୍ରଷ୍ଟ ତରଫରୁ ସହରରେ ଥିବା ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନରେ ଆଣିବା ପାଇଁ ପ୍ରୟାସ ଜାରିରଖିଛି । ଏହି କ୍ରମରେ ଟ୍ରଷ୍ଟ ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ 'ରାଗ୍ କେ ସିତାରେ'ଶୀର୍ଷକ
Read More...

ଇ-ୱେଷ୍ଟ ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଏସ.ପି.ସି.ବି. ଏବଂ ହୁଲାଡେ଼କର ମିଳିତ ଆନୁକୂଲ୍ୟରେ ଇ-ୱେଷ୍ଟ ପରିଚାଳନା ନେଇ ଏକ କର୍ମଶାଳା ଆଜି ସ୍ଥାନୀୟ ବ୍ରାହ୍ମଣୀ କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଏସ.ପି.ସି.ବି.ରାଉରକେଲା ଆଞ୍ଚଳିକ ଶାଖା ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ପରିବେଶ
Read More...

ନେକ୍ସଟ ଜେନ୍ ଇନିଷ୍ଟିଚ୍ୟୁଟ ପକ୍ଷରୁ କଲର ବେଲ୍ଟ ପ୍ରଦାନ କାର୍ଯ୍ୟକ୍ରମ

ରାଉରକେଲା, (କେପିଏନ୍‌ଏସ୍‌) : ସେକ୍ଟର ୩ ସ୍ଥିତ ନେକ୍ସଟ ଜେନ୍ ଇନିଷ୍ଟିଚ୍ୟୁଟ ପକ୍ଷରୁ ବିଭିନ୍ନ ପ୍ରକାର ରଙ୍ଗର ବେଲ୍ଟ ପରୀକ୍ଷାରେ ଇନିଷ୍ଟିଚ୍ୟୁଟର ୨୦ ଜଣ ଛାତ୍ରଛାତ୍ରୀ ଭାଗନେଇ ବିଭିନ୍ନ ପ୍ରକାର ରଙ୍ଗର ବେଲ୍ଟ ପାଇବାରେ ମନୋନିତ ହୋଇଥିଲେ । ଏହି ଇନିଷ୍ଟିଚ୍ୟୁଟ ପକ୍ଷରୁ
Read More...

ଆସନ୍ତା ୧୪ରେ ଅନୁଷ୍ଠିତ ହେବ ଉଦାହରଣ ଟ୍ରଷ୍ଟର ତୃତୀୟ ସହୀଦ ସମ୍ମାନ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : ସହୀଦଙ୍କ ପ୍ରତି ସମର୍ପିତ ଥିବା ଉଦାହରଣ ଟ୍ରଷ୍ଟ ପକ୍ଷରୁ ତୃତୀୟ ସହୀଦ ସମ୍ମାନ ସମାରୋହ ଆସନ୍ତା ୧୪ତାରିଖ ଦିନ ସନ୍ଧ୍ୟା ୬ଘଟିକା ସମୟରେ ସିଭିକ ସେଣ୍ଟରଠାରେ ଅନୁଷ୍ଠିତ ହେବ ବୋଲି ହୋଟେଲ୍ ଲୀଲାଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ।
Read More...

ଗୋପବନ୍ଧୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୫ତମ ବାର୍ଷିକୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ଅନ୍ତର୍ଗତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରଫୁଲିତ୍ ଭେଙ୍ଗ୍ରା ସଭାପତିତ୍ୱ
Read More...

ସଚେତନ ନାଗରିକ ମଞ୍ଚର ୧୧ତମ ବାର୍ଷିକୋତ୍ସବ ଓ ଆଲୋଚନା ସଭା

ଜିଲ୍ଲାର ବିକାଶ ରାଉରକେଲା ଉପରେ ନିର୍ଭର କରୁଛି : ଶ୍ରୀ ତ୍ରିପାଠୀ ରାଉରକେଲା, (ସସ୍ମିତା ପ୍ରଧାନ) : ଜିଲ୍ଲାର ବିକାଶ ରାଉରକେଲା ଉପରେ ନିର୍ଭର କରୁଛି । ତେଣୁ ରାଉରକେଲାର ବିଭିନ୍ନ କ୍ଷେତ୍ରରେ ବିକାଶର ଆବଶ୍ୟକତା ରହିଛି ବୋଲି ମୁଖ୍ୟଅତିଥି ପ୍ରାକ୍ତନ କେନ୍ଦ୍ର ଇସ୍ପାତ ମନ୍ତ୍ରୀ
Read More...

ପାନପୋଷ ସାଙ୍ଗଠନିକ ଜିଲ୍ଲା ତରଫରୁ ବିଜୟ ଉତ୍ସବ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଚଳିତ ବର୍ଷ ଦିଲ୍ଲୀ ବିଧାନ ସଭା ନିର୍ବାଚନର ଭୋଟ ଗଣତିରେ ବିଜେପି ପ୍ରଚଣ୍ଡ ବିଜୟ ଲାଭ କରିଥିବାରୁ ବିଜେପି ମହଲରେ ଆନନ୍ଦର ଲହରୀ ଖେଳି ଯାଇଛି । ଆଜି ପାନପୋଷ ସାଙ୍ଗଠନିକ ଜିଲ୍ଲା ତରଫରୁ ରାଉଲକେଲା ସେକ୍ଟର ୧୯ ସ୍ଥିତ ଆମ୍ବାଗନ୍ ଛକ ଠାରେ ବିଜୟ ଉତ୍ସବ
Read More...