Browsing Tag

rourakela news

ରାଉରକେଲା ପୋଲିସ ଦ୍ୱାରା ଚୋରି ଅଭିଯୋଗରେ ୭ ଅଭିଯୁକ୍ତ ଗିରଫ

୭ ଅଭିଯୁକ୍ତଙ୍କ ନିକଟରୁ ୨ଟି ବାଇକ୍, ୭୦ ଗ୍ରାମ ସୁନା, ୧୩୦୦ ଗ୍ରାମ ରୂପା ସହିତ ୬ଟି ଏଲ୍‌ଇଡି ଟିଭି ଜବତ ରାଉରକେଲା, (ସସ୍ମିତା ପ୍ରଧାନ) : ଜିଲ୍ଲା ପୋଲିସ ଅଧିନସ୍ଥ ବ୍ରାହ୍ମଣୀତରଙ୍ଗ ଥାନା ଦ୍ଵାରା ଚୋରି ଅଭିଯୋଗରେ ୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହିତ ସେମାନଙ୍କ ନିକଟରୁ ୨ଟି…
Read More...

ରୋଟାରୀ କ୍ଲବ ଅଫ ରାଉରକେଲା ଷ୍ଟିଲ ସିଟି ପକ୍ଷରୁ ଡିଜିଟାଲ ମାର୍କେଟିଙ୍ଗ ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ ରାଉରକେଲା ଷ୍ଟିଲ ସିଟି ଓ ଟେକୱାଲା କେ ୩ ସଲ୍ୟୁସନ ପ୍ରାଇଭେଟ ଲିମିଟେଡ଼ର ମିଳିତ ଆନୁକୂଲ୍ୟରେ ଡିକୋଡ଼ିଙ୍ଗ ଡିଜିଟାଲ ମାର୍କେଟିଙ୍ଗ ସମ୍ପର୍କିତ ଏକ ଆଲୋଚନା ଚକ୍ର ସ୍ଥାନୀୟ ମାକ୍ସମୁଲାର ହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ…
Read More...

ଯାଜ୍ଞସେନୀ ତରଫରୁ ପ୍ରବନ୍ଧ, ଗଳ୍ପ, କବିତା ପ୍ରତିଯୋଗିତା

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରଚାର ପ୍ରସାର ନିମନ୍ତେ ଯାଜ୍ଞସେନୀ ଅନୁଷ୍ଠାନ ତରଫରୁ ସେକ୍ଟର ୬ ସ୍ଥିତ ସରକାରୀ ଉତ୍କୃଷ୍ଟ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠାନର ଉପଦେଷ୍ଟା ବିଜୟଲକ୍ଷ୍ମୀ ପଟ୍ଟନାୟକଙ୍କ ସଭାପତିତ୍ୱରେ ପିଲାମାନଙ୍କ ମଧ୍ୟରେ ପ୍ରବନ୍ଧ, ଗଳ୍ପ ଓ…
Read More...

ରାଉରକେଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ସମସ୍ତଙ୍କ ମିଳିତ ସହଯୋଗରେ ଦୁର୍ନୀତି ମୁକ୍ତ ସମାଜ ଗଠନ କରା ଯାଇପାରିବ : ବ୍ରିଜେଶ ରାଏ ରାଉରକେଲା, (ସସ୍ମିତା ପ୍ରଧାନ) : ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଆଜି ଜିଲ୍ଲା ପ୍ରଶାସନ ଓ ଦୁର୍ନୀତି ନିବାରଣ ବିଭାଗ ରାଉରକେଲା ମିଳିତ ସହଯୋଗରେ ସ୍ଥାନୀୟ ଆଇଟିଡିଏ ସମ୍ମିଳନୀ…
Read More...

୩୫ତମ ବୋଇତ ବନ୍ଦାଣ ଉତ୍ସବ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସେକ୍ଟର୨ ଉତ୍କଳ ସାଂସ୍କୃତିକ ପରିଷଦର ୩୫ ତମ ବୋଇତ ବନ୍ଦାଣ ଉତ୍ସବ ଆସନ୍ତା ୩ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ସେକ୍ଟର ୨ ଦୁର୍ଗା ପୂଜା ପଡ଼ିଆଠାରେ ଅନୁଷ୍ଠିତ ହେବ ବୋଲି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ସାମ୍ବାଦିକ…
Read More...

ନଭେମ୍ବର ୧ ଓ ୨ ତାରିଖରେ ବିପିୟୁଟି ହାକାଥନ୍-୨୦୨୫ ଓ ଟେକ୍ କାର୍ନିଭାଲର ଶୁଭାରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ନଭେମ୍ବର ୧ ଓ ୨ ତାରିଖ ଦିନ ବିଶ୍ୱବିଦ୍ୟାଳୟ ପରିସରରେ ହାକାଥନ୍‌-୨୦୨୫ର ଦ୍ୱିତୀୟ ସଂସ୍କରଣ ଏବଂ ଟେକ୍ କାର୍ନିଭାଲ ୨୦୨୫ର ଶୁଭାରମ୍ଭ ହେବ ବୋଲି ଆଜି ବିପିୟୁଟି ସମ୍ମିଳନୀ କକ୍ଷରେ ଆୟୋଜିତ ଏକ…
Read More...

ମିନାକ୍ଷୀ ଧର ଫାଉଣ୍ଡେସନ ପକ୍ଷରୁ ଆଲୋଚନାଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଦିବଙ୍ଗତ ଉଦଘୋଷିକା ମିନାକ୍ଷୀ ଧରଙ୍କ ୫୭ତମ ଜୟନ୍ତୀ ଅବସରରେ ମିନାକ୍ଷୀ ଧର ଫାଉଣ୍ଡେସନ ତରଫରୁ ଏକ ଆଲୋଚନାଚକ୍ର କଲ୍ଚରାଲ ଏକାଡେମୀ ଠାରେ ଅନୁଷ୍ଠିତ ହୋଇଯାଇଛି । ଫାଉଣ୍ଡେସନର ମୁଖ୍ୟ ତଥା ଆବାହକ ନଳିନୀକାନ୍ତ ଧରଙ୍କ ଆବାହକତ୍ୱ ଓ ନିରୁପମା ପତିଙ୍କ…
Read More...

ରାଉରକେଲା ଜିଲ୍ଲା ପୋଲିସ୍ କାର୍ଯ୍ୟାଳୟ ପକ୍ଷରୁ ଇଣ୍ଟିଗ୍ରେଟେଡ କଣ୍ଟ୍ରୋଲ ରୁମ ଉଦ୍‌ଘାଟିତ

ରାଉରକେଲା ସହରର ନଜର ରଖିବ ୨୨୦ ପୋଲିସ୍ ସିସିଟିଭି କ୍ୟାମେରା ରାଉରକେଲା, (ସସ୍ମିତା ପ୍ରଧାନ) : ସାର୍ବଜନୀନ ସୁରକ୍ଷା ବୃଦ୍ଧି ଓ ଟେକ୍ନୋଲୋଜି ଭିତ୍‌ତ୍ତିକ ପୋଲିସିଂକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ, ରାଉରକେଲା ପୋଲିସ ପକ୍ଷରୁ ଆଜି ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଏକ ଇଣ୍ଟିଗ୍ରେଟେଡ…
Read More...

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ଉପସଭାପତି ଅଜୟ କୁମାର ପ୍ରଧାନଙ୍କ ସଭାପତିତ୍ୱ, ସାଧାରଣ ସମ୍ପାଦକ ବିକ୍ରମ ଚନ୍ଦ୍ର…
Read More...

ଆମ ପୁଲିସର ସାଇବର ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୯ ଥାନା ଆମ ପୁଲିସ ତରଫରୁ ସାଇବର ସଚେତନତା କାର୍ଯ୍ୟକ୍ରମ ଥାନା ପରିସରରେ ଅନୁଷ୍ଠିତ ହୋଇଯାଇଛି । ଇନ୍ସପେକ୍ଟର ଦେଜାଲିନ୍ ଜେନାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆମ ପୁଲିସର ମୁଖ୍ୟ ଡ. ସୁମନ ଦତ୍ତ ସ୍ୱାଗତ ଭାଷଣ ସହ ସାଇବର…
Read More...