Browsing Tag

rourakela news

ବର୍ଷା ବର୍ଣ୍ଣାଳୀ ପାଇଲେ ପ୍ରଫେସର ଡ଼ ରମେଶ ଚନ୍ଦ୍ର ବେହେରା ଗୋଲଡ଼ ମେଡାଲ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଏନଆଇଟି ମେଟାଲର୍ଜି ବିଭାଗରେ ଏଚଓଡ଼ି ତଥା ଏନଆଇଟିର ଡିନ ଏକାଡେମୀ ଭାବେ କାର୍ଯ୍ୟ କରି ଅବସର ନେଇଥିଲେ ପ୍ରଫେସର ରମେଶ ଚନ୍ଦ୍ର ବେହେରା । ତାଙ୍କର ମୃତ୍ୟୁ ପରେ ଆଜକୁ ୬ବର୍ଷ ହେଲା ତାଙ୍କ ସ୍ମୃତିରେ ଏନ୍ଆଇଟିର ଏମଟେକ୍ ଟପ୍ପରକୁ ପ୍ରଫେସର ଡ଼
Read More...

ଆପୋଲୋ ହସ୍ପିଟାଲ ପକ୍ଷରୁ ୟୁରୋଲୋଜି ସମ୍ପର୍କିତ ଦ୍ୱିଦିବସୀୟ ସମ୍ମିଳନୀ ଅନୁଷ୍ଠିତ

ରାଉରକେଲା, (ପିଆଇବି) : ଆପୋଲୋ ହସ୍ପିଟାଲ୍ସ (ଇସ୍ପାତ ପିଜିଆଇ ଏବଂ ଏସଏସଏଚ୍ ପରିଚାଳିତ) ରାଉରକେଲା ପକ୍ଷରୁ ଦ୍ୱିଦିବସୀୟ ୟୁରୋକନ୍ ୨୦୨୫' ସମ୍ମିଳନୀ ଆୟୋଜିତ ହୋଇଯାଇଛି । ପ୍ରଖ୍ୟାତ ୟୁରୋଲୋଜିଷ୍ଟ ଡାକ୍ତର ପି.କେ. ମିଶ୍ର, ଡାକ୍ତର କମଳାକାନ୍ତ ପାଣିଗ୍ରାହୀ ଏବଂ ସୁ ପ୍ରତିଷ୍ଠିତ
Read More...

ସୁରତରଙ୍ଗର ସଂଗୀତ ଭିତ୍ତିକ କାର୍ଯ୍ୟକ୍ରମ ଇନ୍ଦ୍ରଧନୁର ସପ୍ତରଙ୍ଗ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ସେୟାର ପ୍ରାୟୋଜିତ ସୁରତରଙ୍ଗର ସଂଗୀତ ଭିତ୍ତିକ କାର୍ଯ୍ୟକ୍ରମ ଇନ୍ଦ୍ରଧନୁର ସପ୍ତରଙ୍ଗ ସ୍ଥାନୀୟ ସିଭିକ ସେଣ୍ଟର୍ ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ସେୟାରର ସଭାପତି ସରୋଜ ମହାନ୍ତିଙ୍କ ସଭାପତିତ୍ୱ, ସୁରତରଙ୍ଗର ମୁଖ୍ୟ
Read More...

ଶ୍ରାବଣୀ ମେଳା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜୁଲାଇ ୧୩ରୁ ପ୍ରସିଦ୍ଧ ବେଦବ୍ୟାସ ପୀଠରେ ଆରମ୍ଭ ହେବ ଶ୍ରାବଣୀ ମେଳା ରାଉରକେଲା, (ସସ୍ମିତା ପ୍ରଧାନ) : ଆସନ୍ତା ଜୁଲାଇ ୧୩ରୁ ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ ଶ୍ରାବଣୀ ମେଳା ଅନୁଷ୍ଠିତ ହେବାକୁ ଯାଉଛି । ଏହାର ସଫଳ ଆୟୋଜନ ପାଇଁ ଅତିରିକ୍ତ ଜିଲ୍ଲାପାଳ ତଥା ଆରଏମସି କମିଶନର
Read More...

ଜିଲ୍ଲା କଂଗ୍ରେସ ପକ୍ଷରୁ ସମ୍ବିଧାନ ବଞ୍ଚାଓ ପଥପ୍ରାନ୍ତ ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଜିଲ୍ଲା କଂଗ୍ରେସ ପକ୍ଷରୁ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତଚରଣ ଦାସ ଏବଂ ଓଡିଶା ପ୍ରଭାରୀ ଅଜୟ କୁମାର ଲଲୁଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା କଂଗ୍ରେସ ସଭାପତି ରବି ରାୟଙ୍କ ନେତୃତ୍ୱରେ ସମ୍ବିଧାନ ବଞ୍ଚାଓ କାର୍ଯ୍ୟକ୍ରମ ବିଭିନ୍ନ ହାଟ, ବଜାର
Read More...

ନୂଆ ପେନସନ ନୀତିର ପୁନର୍ବିଚାର ପାଇଁ ରାଉରକେଲା ଅବସରପ୍ରାପ୍ତ ପୋଲିସ ଅଫିସର୍ସ ଆସୋସିଏସନ ତରଫରୁ ଅନୁରୋଧ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଷ୍ଟମ ବେତନ କମିଟି ସୁପାରିଶ ଅନୁଯାୟୀ ଆଗାମୀ ୧.୧.୨୦୨୬ ତାରିଖରୁ କେନ୍ଦ୍ର ସରକାରଙ୍କ ତରଫରୁ ସାରା ଭାରତବର୍ଷରେ ନୂଆ ପେନସନ ନୀତି ଲାଗୁ ହେବା ପାଇଁ ଯାଉଅଛି,ଯାହାଫଳରେ ପୂର୍ବ ପେନସନ ନୀତି ଅନୁସାରେ ପେନସନଭୋଗୀ ସମସ୍ତ ସରକାରୀ କର୍ମଚାରୀ ମାନେ
Read More...

ତୁଳସୀ ମାହାତୋ ଦ୍ଵିତୀୟ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରାକ୍ତନ ଫୁଟବଲ ଖେଳାଳି ତୁଳସୀ ମାହାତୋ ଦ୍ଵିତୀୟ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ସେକ୍ଟର ୨୧ସ୍ଥିତ ନୟାବଜାର ପଡ଼ିଆଠାରେ ଅନୁଷ୍ଠିତ ହୋଇଯାଇଛି । ଟୁର୍ଣ୍ଣାମେଣ୍ଟ ଆୟୋଜନର ମୁଖ୍ୟ ସମାଜସେବୀ ବନ୍ଦିତା ମାହାତୋଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ
Read More...

“ଥର୍ମୋ-ଇଲେକ୍ଟ୍ରୋଯାନ୍ତ୍ରିକ ଶକ୍ତି ପରିବର୍ତ୍ତନ” ବିଷୟବସ୍ତୁ ଉପରେ ଏକ ଦିନିକିଆ କର୍ମଶାଳା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସ୍ଥାନୀୟ କେନ୍ଦ୍ରର ଇଞ୍ଜିନିୟର୍ସ ସଂସ୍ଥା (ଭାରତ) ଦ୍ୱାରା ଥର୍ମୋ-ଇଲୋକ୍ଟ୍ରୋ-ଯାନ୍ତ୍ରିକ ଶକ୍ତି ପରିବର୍ତ୍ତନ ଶୀର୍ଷକ କର୍ମଶାଳା ରାଉରକେଲା ସ୍ଥାନୀୟ କେନ୍ଦ୍ର ବିଲଡିଂ, ରାଉରକେଲା ସ୍ଥାନୀୟ କେନ୍ଦ୍ର ଭବନରେ ଆୟୋଜିତ ହୋଇଯାଇଛି । ନ୍ୟାସନାଲ୍
Read More...

ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଆଶୁଆରୋଗ୍ୟ କାମନା ନିମନ୍ତେ ବଣାଇ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ତରଫରୁ…

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶାର ଜନମାନସର ନେତା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମୁମ୍ବାଇ ସ୍ଥିତ କୋକିଳାବେନ ଚିକିତ୍ସାଳୟରେ ଅସ୍ତ୍ରପୋଚାର ହୋଇଯାଇଛି । ଏହି ପରିପେଖିରେ ନବୀନ ପଟ୍ଟନାୟକଙ୍କ ଶୀଘ୍ର ଆସୁଆରୋଗ୍ୟ କାମନା ନିମନ୍ତେ ବିଜୁ ଜନତା ଦଳର ନିଦ୍ଦେଶ କ୍ରମେ ଏବଂ
Read More...

ଗୋପବନ୍ଧୁ ପାଠାଗାର ଏବଂ ସ୍ୱସ୍ତି ଝଙ୍କାର ଆନୁକୂଲ୍ୟରେ ବିଶ୍ଵ ସଙ୍ଗୀତ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଗୋପବନ୍ଧୁ ପାଠାଗାର ଏବଂ ସ୍ୱସ୍ତି ଝଙ୍କାରର ମିଳିତ ଆନୁକୂଲ୍ୟରେ ବିଶ୍ଵ ସଙ୍ଗୀତ ଦିବସ ପାଠାଗାରର ସତ୍ୟବାଦୀ କକ୍ଷରେ ମହାସମାରୋହରେ ପାଳିତ ହୋଇଯାଇଛି । କବି ରାଜୀବ ପାଣିଙ୍କ ଆବାହକତ୍ୱରେ ଅନୁଷ୍ଠିତ ଉକ୍ତ
Read More...