Browsing Tag

rourakela news

ନିଖିଳ ଓଡିଶା ଗୃହ ମଜଦୁର ସଭାର ଆନ୍ତର୍ଜାତୀକ ଗୃହ କର୍ମଚାରୀ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ହିନ୍ଦ ମଜଦୁର ସଭା ଓ ରାଉରକେଲା ମଜଦୁର ସଭା ବିଶ୍ରା ରୋଡ କାର୍ଯ୍ୟାଳୟରେ ନିଖିଳ ଓଡିଶା ଗୃହ ମଜଦୁର ସଭାର ମୁଖ୍ୟ ଉପଦେଷ୍ଟା ଦିଗମ୍ବର ମହାନ୍ତି ତତ୍ତ୍ଵାବଧାନରେ ଆନ୍ତର୍ଜାତିକ ଗୃହ କର୍ମଚାରୀ ଦିବସ ତଥା ସପ୍ତାହର ପାଳନର ଅବସରରେ, ସଂଗଠନର ସଭାପତି ବୁନ୍ଦା
Read More...

ଇଣ୍ଟରନ୍ୟାସନାଲ ହ୍ୟୁମାନ ରାଇଟସ୍ କାଉନସିଲ୍ ଦ୍ୱାରା ସୁନ୍ଦରଗଡ ସେବା ରତ୍ନ ସମ୍ମାନରେ ସମ୍ମାନୀତ ହେଲେ ଜୀବନ ସିଂ…

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସହର ରାଉରକେଲାର ଭଞ୍ଜ ଭବନ ପରିସରରେ ଆୟୋଜିତ ଇଣ୍ଟରନେସନାଲ ହ୍ୟୁମାନ ରାଇଟସ୍ କାଉନସିଲର ପ୍ରଥମ ସୁନ୍ଦରଗଡ ସେବା ରତ୍ନ ସମ୍ନାନ-୨୦୨୫ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା ରାଉରକେଲା ବିଧାୟକ
Read More...

ଏନ୍ଆଇଟି ରାଉରକେଲାର ୨୨ତମ ସମାବର୍ତ୍ତନ ଉତ୍ସବ : ୨୦୬୫ ଜଣଙ୍କୁ ମିଳିଲା ବିବିଧ ଡିଗ୍ରୀ

"ଶିକ୍ଷା ହେଉଛି ଜାତୀୟ ପ୍ରଗତିର ମୂଳଦୁଆ" : କାଓଲେ ରାଉରକେଲା, (ସସ୍ମିତା ପ୍ରଧାନ) : ଏନ୍ଆଇଟି ରାଉରକେଲାର ୨୨ତମ ସମାବର୍ତ୍ତନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏନ୍ଆଇଟିର ନିର୍ଦ୍ଦେଶକ ପ୍ରଫେସର କେ. ଉମା ମହେଶ୍ୱର ରାଓ ସ୍ୱାଗତ ଭାଷଣ ପ୍ରଦାନ ପୂର୍ବକ ବାର୍ଷିକ ବିବରଣୀ
Read More...

ବାସନ୍ତୀ ପାଠାଗାର ତରଫରୁ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଯୋଗ ଦ୍ୱାରା ସୁସ୍ଥ ସମାଜ ଗଠନ ସମ୍ଭବ ରାଉରକେଲା (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାର, ଲାୟନ୍ସ କ୍ଲବ ରାଉରକେଲା ଛେଣ୍ଡ ଓ ଲାୟନ୍ସ କ୍ଲବ ରାଉରକେଲା ସ୍ମାର୍ଟ ସିଟିର ମିଳିତ ଆନୁକୂଲ୍ୟରେ ପାଠାଗାର ପରିସରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ
Read More...

ଏସପିସିବି ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ରାଉରକେଲା ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ଆଜି ସ୍ଥାନୀୟ ସେକ୍ଟର - ୭ ସ୍ଥିତ ଦିବ୍ୟାଜୀବନ ସଙ୍ଘ ପରିସରରେ ପାଳିତ ହୋଇଯାଇଛି । ବିଭାଗୀୟ ଅତିରିକ୍ତ ମୁଖ୍ୟ ପରିବେଶ ବୈଜ୍ଞାନିକ ତଥା ଆଞ୍ଚଳିକ
Read More...

ଆରଏମସି ତରଫରୁ ବିଶ୍ଵ ଯୋଗ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ' ବାର୍ତ୍ତା ନେଇ ବିଶ୍ୱର କୋଣ ଅନୁକୋଣରେ ଶନିବାର ଦିନ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଥିବା ବେଳେ ଏହି ଅବସରରେ ରାଉରକେଲା ମହାନଗର ନିଗମ ତରଫରୁ ସ୍ଥାନୀୟ ଲେବର ଟେନାମେଣ୍ଟ ଓ କୋଏଲ ନଗର ସ୍ଥିତ କଲ୍ୟାଣ
Read More...

ମୋଦୀ ମୋହନ ସରକାର ପ୍ରତାରଣାର ସରକାର : କଂଗ୍ରେସ

ରାଉରକେଲା, (ସସ୍ମିତା ପ୍ରଧାନ) : ମୋହନ ସରକାରଙ୍କ ଏକ ବର୍ଷ ଓ ମୋଦୀ ସରକାରଙ୍କ ୧୧ ବର୍ଷ ପାଳନ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ବିଭିନ୍ନ କାର୍ଯ୍ୟକ୍ରମ କରୁଛନ୍ତି । ମାତ୍ର ସେମାନେ ଜନସାଧାରଣଙ୍କୁ ପ୍ରତାରଣା କରି କେବଳ ପ୍ରଚାର ସର୍ବସ୍ୱ ସରକାର ବୋଲି ଅଭିଯୋଗ କରିଛି ରାଉରକେଲା ଜିଲ୍ଲା
Read More...

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ସର୍ବପୂରାତନ ସାହିତ୍ୟ ଅନୁଷ୍ଠାନ ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର ଆଦର୍ଶ ସାହିତ୍ୟ ଘର ଠାରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ଚନ୍ଦ୍ରଶେଖର ଶତପଥୀ ଓ ସାଧାରଣ ସମ୍ପାଦକ ସୁକାନ୍ତ ଚନ୍ଦ୍ର ଖୁଣ୍ଟିଆଙ୍କ ଆବାହକତ୍ଵରେ ଆୟୋଜିତ ଏହି
Read More...

ଅଷ୍ଟମ ସର୍ବଭାରତୀୟ ଆଦିବାସୀ ଥିଏଟର ଓ ନୃତ୍ୟ ମହୋତ୍ସବ ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଜଙ୍ଗଲ ନଷ୍ଟ ଏବଂ ଜଳବାୟୁ ପରିବର୍ତ୍ତନ ମଧ୍ୟରେ ଏକ ଗଭୀର ସଂଯୋଗ ରହିଛି । ବଣ ନଷ୍ଟ ହେତୁ ବୃକ୍ଷର ସଂଖ୍ୟା ହ୍ରାସ ପାଉଛି । ଯାହା ପରିବେଶରୁ ଅଙ୍ଗାରକାମ୍ଳ ଗ୍ୟାସକୁ ଶୋଷିବାର କ୍ଷମତାକୁ କମ୍ କରିଦେଉଛି । ଅଧିକ ଅଙ୍ଗାରକାମ୍ଳ ଗ୍ୟାସ ବାୟୁମଣ୍ଡଳରେ ରହିବା
Read More...

ରାହୁଲ ଗାନ୍ଧିଙ୍କ ୫୫ତମ ଜନ୍ମ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିର୍ଦ୍ଦେଶ କ୍ରମେ ରାଉରକେଲା ଜିଲ୍ଲା ସଭାପତି ରବି ରାୟଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କଂଗ୍ରେସର ପ୍ରିୟ ନେତା ରାହୁଲ ଗାନ୍ଧୀଙ୍କ ୫୫ତମ ଜନ୍ମ ଦିବସ ପାଳନ କରାଯାଇଥିଲା । ଏହି ଅବସରରେ ବାସନ୍ତୀ କଲୋନୀ ସ୍ଥିତ
Read More...