Browsing Tag

rourakela news

ବେକାରଙ୍କୁ ନିଯୁକ୍ତି ଦେବା ବଦଳରେ ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ କାରଖାନା ସିଲ କରୁଛନ୍ତି

କୁଆଁରମୁଣ୍ଡା ଅଞ୍ଚଳରେ ୫ ଟି କାରଖାନା ସିଲ ପରେ ଭୋକ ଉପାସରେ ୫ ହଜାର ପରିବାର ସଦସ୍ୟ।ସିଲ କରୁଥିବା ସମସ୍ତ କାରଖାନାର ଶ୍ରମିକଙ୍କୁ ସରକାର ଦିଅନ୍ତୁ ମାସିକିଆ ଦରମା ରାଉରକେଲା, (ସସ୍ମିତା ପ୍ରଧାନ) : ବର୍ଷକୁ ଦୁଇକୋଟି ବେକାରଙ୍କୁ କର୍ମ ନିଯୁକ୍ତି ଯୋଗାଇ ଦେବା ପାଇଁ ବିଜେପି ସରକାର
Read More...

ପରିଚୟ ତରଫରୁ ଜାତୀୟ ରଜ ମହୋତ୍ସବ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ନଗରୀ ରାଉରକେଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପରିଚୟ ତରଫରୁ ୪ ଦିବସୀୟ ୨୦ତମ ଜାତୀୟ ରଜମହୋତ୍ସବ ସେକ୍ଟର ୫ ସ୍ଥିତ ଭଞ୍ଜଭବନଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପରିଚୟର ମୁଖ୍ୟ ପଞ୍ଚାନନ ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ
Read More...

ଏନ୍ଆଇଟି ରାଉରକେଲାର ୨୨ତମ ସମାବର୍ତ୍ତନ ଉତ୍ସବ ଆସନ୍ତା ୨୦ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ଚଳିତ ଜୁନ୍ ୨୦ ତାରିଖରେ ଏନ୍ଆଇଟି ରାଉରକେଲାର ୨୨ତମ ସମାବର୍ତ୍ତନ ଉତ୍ସବ ପାଳନ ହେବାକୁ ଯାଉଛି ବୋଲି ଆଜି ଏନ୍ଆଇଟି ସିନେଟ୍ ହଲଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଏନ୍ଆଇଟିର ନିର୍ଦ୍ଦେଶକ ପ୍ରଫେସର କେ ଉମା ମହେଶ୍ୱର ରାଓଙ୍କ
Read More...

ବାସନ୍ତୀ ସାଂସ୍କୃତିକ ପରିଷଦର ରଜ ପର୍ବ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅନ୍ୟତମ ସାଂସ୍କୃତିକ ଅନୁଷ୍ଠାନ ବାସନ୍ତୀ ସାଂସ୍କୃତିକ ପରିଷଦରେ ରଜ ଉତ୍ସବ ମହାସମାରୋହରେ ପାଳନ ହୋଇଯାଇଛି । ଅନୁଷ୍ଠାନର ସଭାପତି ଶ୍ରୀବତ୍ସ କୁମାର କୁଅଁର, କାର୍ଯ୍ୟକାରୀ ସଭାପତି ଭଗବାନ ମହାପାତ୍ର, ସାଧାରଣ ସମ୍ପାଦକ ଅକ୍ଷୟ କୁମାର ଭୂୟାଁ
Read More...

ବାସନ୍ତୀ ସାଂସ୍କୃତିକ ପରିଷଦର ରଜ ପର୍ବ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅନ୍ୟତମ ସାଂସ୍କୃତିକ ଅନୁଷ୍ଠାନ ବାସନ୍ତୀ ସାଂସ୍କୃତିକ ପରିଷଦରେ ରଜ ଉତ୍ସବ ମହାସମାରୋହରେ ପାଳନ ହୋଇଯାଇଛି । ଅନୁଷ୍ଠାନର ସଭାପତି ଶ୍ରୀବତ୍ସ କୁମାର କୁଅଁର, କାର୍ଯ୍ୟକାରୀ ସଭାପତି ଭଗବାନ ମହାପାତ୍ର, ସାଧାରଣ ସମ୍ପାଦକ ଅକ୍ଷୟ କୁମାର ଭୂୟାଁ
Read More...

ପତଞ୍ଜଳି ଯୋଗ ପରିବାର ଆନୁକୂଲ୍ୟରେ ରଜ ମହୋତ୍ସବ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲା ପତଞ୍ଜଳି ଯୋଗ ପରିବାର ଆନୁକୂଲ୍ୟରେ ଜିଲ୍ଲା ମହିଳା ପ୍ରଭାରୀ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ନିତମ୍ୱିନୀ ସ୍ୱାଇଁଙ୍କ ମାର୍ଗଦର୍ଶନରେ ଭଉଣୀମାନେ ସେକ୍ଟର -୧୯, କମ୍ୟୁନିଟ ସେଣ୍ଟର ଯୋଗ କେନ୍ଦ୍ର ପରିସରରେ ଧୁମଧାମରେ ରଜ ମହୋତ୍ସବ
Read More...

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ତିରୋଧାନ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାହିତ୍ୟ ଅନୁଷ୍ଠାନ ଓଡ଼ିଆ ଭାଷା ବିକାଶ ମଞ୍ଚର ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ଵରେ ଆମ୍ବାଗାନ ନିକଟସ୍ଥ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଏହି
Read More...

ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲାରେ ୧୫ ଦିନ ବ୍ୟାପି ଶିଶୁ ଶ୍ରମିକ ନିରାକରଣ ଅଭିଯାନରେ ଅଂଶ ସ୍ଵରୂପ ଏକ ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଆଜି ରେଲୱେ ଷ୍ଟେସନ ନିକଟସ୍ଥ ହନୁମାନ ମନ୍ଦିରଠାରୁ ଆରମ୍ଭ ହୋଇ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ପହଂଚିଥିଲା । ଏହି
Read More...

ଅଭିଷେକ ପଟ୍ଟନାୟକଙ୍କ ସ୍ମୃତିରେ ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ବହୁ ଅନୁଷ୍ଠାନ ସହ ଜଡିତ ସମାଜସେବୀ ଅଭିଷେକ ପଟ୍ଟନାୟକଙ୍କ ସ୍ମୃତିରେ ଆଦ୍ୟଶା ସୋସିଆଲ ଫାଉଣ୍ଡେସନ ତରଫରୁ ଏକ ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର ସେକ୍ଟର ୧୪ କମ୍ୟୁନିଟି ସେଣ୍ଟର୍ ଠାରେ ଅନୁଷ୍ଠିତ ହୋଇଯାଇଛି । ଆଦ୍ୟାଶାର ସଭାପତି ଆଶିଷ ଦାସ ଓ
Read More...

ମାତାଞ୍ଜଳି ସୋସିଓ ସ୍ପିରିଚୁଆଲ୍ ଟ୍ରଷ୍ଟ ପକ୍ଷରୁ ରଜ ମହୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ନଗରୀ ରାଉରକେଲାରେ ଅତି ହର୍ଷୋଲ୍ଲାସର ସହିତ ରଜ ସଂକ୍ରାନ୍ତି ପାଳନ ହେଉଥିବା ସମୟରେ କନ୍ୟାଶ୍ରମଠାରେ ପହଞ୍ଚି ଥିଲା ମାତାଞ୍ଜଳି ସୋସିଓ ସ୍ପିରିଚୁଆଲ ଟ୍ରଷ୍ଟ । ଉତ୍ସବ ମୁଖରିତ ଇସ୍ପାତ ସହରର ଅଦୃଷ୍ଟରେ ରହି ଯାଇଥିବା କନ୍ୟାଶ୍ରମର
Read More...