Browsing Tag

rourakela news

ହାପି ମୋମେଣ୍ଟସର ପ୍ରତିଭା ଖୋଜ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ହାପି ମୋମେଣ୍ଟସ୍‌ ଅଫ୍ ଇଣ୍ଡିଆର ପ୍ରତିଭା ଖୋଜ 'ଟ୍ୟାଲେଣ୍ଟ ଯୋ ବଦଲ ଦେ ଦୁନିଆ' କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଦ୍ୱିଦିବସୀୟ କାର୍ଯ୍ୟକ୍ରମ ସେକ୍ଟର ୯ ସ୍ଥିତ କ୍ରିଷ୍ଣା ବିକାଶ ଇଣ୍ଡୋ ଗ୍ଲୋବାଲ ସ୍କୁଲରେ
Read More...

ୟୁଥ୍ ହଷ୍ଟେଲର ବାର୍ଷିକୋତ୍ସବ ଆସନ୍ତା ୧୨ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ୟୁଥ୍ ହଷ୍ଟେଲ ଅଫ୍ ଇଣ୍ଡିଆ ରାଉରକେଲାର ୪୬ତମ ବାର୍ଷିକ ଉତ୍ସବ ତଥା ଏହି ଅନୁଷ୍ଠାନର ସର୍ବଭାରତୀୟ ସ୍ତରରେ ୭୫ତମ ବାର୍ଷିକୋତ୍ସବ ଆସନ୍ତା ୧୨ ତାରିଖ ଦିନ ସ୍ଥାନୀୟ ସିଭିକ ସେଣ୍ଟର୍ ଠାରେ ଅନୁଷ୍ଠିତ ହେବ ବୋଲି ହଷ୍ଟେଲର କାର୍ଯ୍ୟାଳୟ ଠାରେ ଆୟୋଜିତ
Read More...

୧୯୬୯ ବ୍ୟାଚ୍‌ର ଭାବ ବିନିମୟ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୪ ଇସ୍ପାତ ହାୟର ସେକେଣ୍ଡାରୀ ସ୍କୁଲର ପ୍ରଥମ ବ୍ୟାଚ୍‌ ୧୯୬୯ର ଛାତ୍ର ଛାତ୍ରୀ ଓ ସେମାନଙ୍କୁ ପଢାଇଥିବା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନେଇ ୫୫ତମ ବାର୍ଷିକ ସମାବେଶ ରାଉରକେଲା କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଶିକ୍ଷାବିତ
Read More...

ଭାରତ ସ୍ୱାଭିମାନ ନ୍ୟାସର ସ୍ଥାପନା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଜିଲ୍ଲା ପତଂଜଳୀ ଯୋଗ ପରିବାର ଆନୁକୂଲ୍ୟରେ ସେକ୍ଟର-୧୯, କମ୍ୟୁନିଟି ସେଣ୍ଟର ପ୍ରାଙ୍ଗଣରେ ଭାରତ ସ୍ୱାଭିମାନ ନ୍ୟାସର ସ୍ଥାପନା ଦିବସ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଅରବିନ୍ଦ ପଣ୍ଡାଙ୍କ ପୌରହିତ୍ୟରେ ଓ ଯଜମାନ ଗଙ୍ଗାଧର ଦାଶ ଓ ତାଙ୍କ
Read More...

ତେଲିଙ୍ଗିବାଜା ପତ୍ରିକାର ନୂଆବର୍ଷ ସଂଖ୍ୟା ଲୋକାର୍ପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବେଦବ୍ୟାସରୁ ପ୍ରକାଶ ପାଇ ଆସୁଥିବା ତ୍ରୟମାସିକ ଶିଶୁ-କିଶୋର ପତ୍ରିକା ତେଲିଙ୍ଗିବାଜାର ନୂଆବର୍ଷ ସଂଖ୍ୟା ଭୁବନେଶ୍ୱର ସ୍ଥିତ କିଟ୍ ବିଶ୍ୱବିଦ୍ୟାଳୟର କାଦମ୍ବିନୀ ପତ୍ରିକା ହାଟରେ ବରିଷ୍ଠ ଶିଶୁ-ସାହିତ୍ୟିକ, କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କୃତ ଲେଖକ
Read More...

କ୍ଲିନ୍ ଆଣ୍ଡ ଗ୍ରୀନ୍‌ର ସଡକ ସୁରକ୍ଷା ମାସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଚଳିତ ବର୍ଷ -୨୦୨୫ ଜାନୁୟାରୀ ମାସକୁ ସଡକ ସୁରକ୍ଷା ମାସ ରୂପେ ଏକ ସମ୍ପୂର୍ଣ୍ଣ ଜନ ଅଭିଯାନ କାର୍ଯ୍ୟକ୍ରମ ପାଳନ କରିବାକୁ ଓଡିଶା ସରକାର ନିର୍ଣ୍ଣୟ ନେଇଛନ୍ତି । ଦିନକୁ ଦିନ ବଢୁଥିବା ସଡକ ଦୁର୍ଘଟଣା ଓ ମୃତ୍ୟୁର ବର୍ଦ୍ଧିତ ହାରକୁ ଦୃଷ୍ଟିରେ ରଖି ସ୍ଥାନୀୟ
Read More...

ରଶ୍ମିପ୍ରଭା, ପାର୍ବତୀ ଗୋବିନ୍ଦ ସ୍ମୃତି ସଂସଦ ଏବଂ ଶିକ୍ଷାଜ୍ୟୋତି ପକ୍ଷରୁ ସାରସ୍ୱତ କାର୍ଯ୍ୟକ୍ରମ

ରେକର୍ଡ ସଂଖ୍ୟକ ୧୧ଟି ପୁସ୍ତକ ଓ ପତ୍ରିକା ଲୋକାର୍ପଣଶିଶୁମାନଙ୍କ ସମ୍ବେଦନଶୀଳତା ଓ ମାନସିକ ତଥା ଶୈକ୍ଷିକ ବିକାଶ ଦିଗରେ ଶିଶୁ ସାହିତ୍ୟିକମାନେ ଧ୍ୟାନ ଦେବା ଆବଶ୍ୟକ ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ସେକ୍ଟର-୭ ସ୍ଥିତ ଇସ୍ପାତ ସାହିତ୍ୟ ସଂସଦ ପରିସରରେ ରଶ୍ମିପ୍ରଭା,
Read More...

ହୁମାନିଟି ଫାଉଣ୍ଡେସନ ତରଫରୁ ଶୀତବସ୍ତ୍ର ବଣ୍ଟନ

ରାଉରକେଲା, (ସସ୍ମିତା ପ୍ରଧାନ) : ନବବର୍ଷ ଉପଲକ୍ଷେ ଆଜି ବାସନ୍ତୀ କଲୋନୀ ସ୍ଥିତ ଦୁର୍ଗାପୁର ବସ୍ତିରେ "ଦି ହୁମାନିଟି ଫାଉଣ୍ଡେସନ" ତରଫରୁ କିଛି ଶୀତବସ୍ତ୍ର ଓ କମ୍ବଳ ବଣ୍ଟନ କରାଯାଇଛି । ଉକ୍ତ ବସ୍ତିରେ ବିଭିନ୍ନ ସୁବିଧା ଅସୁବିଧା ବିଷୟରେ ବସ୍ତି ବାସିନ୍ଦାଙ୍କ ସହିତ ଆଲୋଚନା କରାଯାଇଥିଲା
Read More...

ସମାଜସେବୀଙ୍କ ସାମାଜିକ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସମାଜସେବୀ ତଥା ଅଧ୍ୟାପିକା ଶୈଳବାଳା ଷଡ଼ଙ୍ଗୀ ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ବାସନ୍ତୀ କଲୋନୀ ସ୍ଥିତ ସର୍ବଭୌତିକ ଶିଶୁ ସେବା ଆଶ୍ରମ ଠାରେ ଥିବା ଅନ୍ତେବାସୀଙ୍କ ସହ ନୂଆବର୍ଷ ପାଳନ ସହ ନୂତନ ଶିକ୍ଷା ପଦ୍ଧତି, ସ୍ୱାସ୍ଥ୍ୟ, ଆତ୍ମରକ୍ଷା କୌଶଳ, ପରିବେଶ
Read More...

ରାଜ୍ୟସ୍ତରୀୟ ଲୋକନାଟକ ମହୋତ୍ସବ ଆସନ୍ତା ୫ରୁ

ରାଉରକେଲା, (ସସ୍ମିତା ପ୍ରଧାନ) : କଲଚରାଲ ଏକାଡେମୀ ପ୍ରାୟୋଜିତ ୩୭ତମ ରାଜ୍ୟସ୍ତରୀୟ ଲୋକନାଟକ ମହୋତ୍ସବ ଆସନ୍ତା ୫ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ସିଭିକ ସେଣ୍ଟର୍ ଠାରେ ଅନୁଷ୍ଠିତ ହେବ ବୋଲି ଏକାଡେମୀ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଅନୁଷ୍ଠାନର
Read More...