ଖଣ୍ଡାୟତ କ୍ଷତ୍ରିୟ ମହାସଭାର ବୈଠକ
ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭା ଇସ୍ପାତ ନଗର କମିଟିର ଏକ ବୈଠକ ମହାସଭାର କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ମହାସଭାର ସାଧାରଣ ସମ୍ପାଦକ ଶଶଧର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଭୁବନେଶ୍ୱର ସ୍ଥିତ ନିଖିଳ ଓଡ଼ିଶା ଖଣ୍ଡାୟତ!-->…
Read More...
Read More...