Browsing Tag

rourakela news

ଲେଡି ଲାୟନର ଶିଶୁ ମହୋତ୍ସବ ଆସନ୍ତା ୨୭ ଓ ୨୮ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ଲେଡି ଲାୟନର ଶିଶୁ ମହୋତ୍ସବ ଆସନ୍ତା ୨୭ ଓ ୨୮ ତାରିଖରେ ଝିରପାଣିର ବିଜୟ ପଡ଼ିଆ ଠାରେ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ସେକ୍ଟର ୧୯ସ୍ଥିତ ଏକ ହୋଟେଲରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଅନୁଷ୍ଠାନର ମୁଖ୍ୟ ବନ୍ଦିତା ମହନ୍ତ,
Read More...

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ୪୨ତମ ବାର୍ଷିକ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୬ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୪୨ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାମନ୍ଦିରର ସଭାପତି ମିତ୍ରଭାନୁ ପଣ୍ଡାଙ୍କ ସଭାପତିତ୍ୱରେ ଓ ସମ୍ପାଦକ କରୁଣାକର ପାଟ୍ଟଶାଣୀଙ୍କ ଆବାହକତ୍ୱ ତଥା ଛାତ୍ରୀ ଲକ୍ଷ୍ମୀପ୍ରିୟା
Read More...

ରୋଟାରୀ କ୍ଲବ ଅଫ୍ ରାଉରକେଲା ଷ୍ଟିଲ ସିଟି ଓ ରୋଟ୍ରାକ୍ଟ କ୍ଲବ୍ ଅଫ୍ ଗାନ୍ଧୀ ମହାବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଏକ…

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ରାଉରକେଲା ଷ୍ଟିଲ ସିଟି ଓ ରୋଟ୍ରାକ୍ଟ କ୍ଲବ୍ ଅଫ୍ ଗାନ୍ଧୀ ମହାବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଏକ ନିଃଶୁଳ୍କ ଦନ୍ତ ଚିକିତ୍ସା ଶିବିର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ରୋଟ୍ରାକ୍ଟ କ୍ଲବ୍‌ର ଅଧ୍ୟକ୍ଷା ତଥା ପ୍ରାକ୍ତନ
Read More...

ଓଷ୍ଟା ରାଉରକେଲା ସିଟି ଜୋନ୍‌ର ଶିଶୁ ଉତ୍ସବ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ରାଉରକେଲା ସିଟି ଜୋନ୍ ତରଫରୁ ୪୧ତମ ଦ୍ୱିଦିବସୀୟ ଶିଶୁ ଉତ୍ସବ ସେକ୍ଟର ୧ ସ୍ଥିତ ସ୍କାଉଟ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଓଷ୍ଟା ରାଉରକେଲା ସିଟି ଜୋନ୍‌ର ସଭାପତି ଶିଶିର କୁମାର ପାଣିଙ୍କ ସଭାପତିତ୍ୱ ଓ
Read More...

ରାଜ୍ୟସ୍ତରୀୟ ସର୍ଗିଫୁଲ ମହୋତ୍ସବରେ କୃତକାର୍ଯ୍ୟ ହେଲେ ମହେଶ୍ୱର

ରାଉରକେଲା, (ସସ୍ମିତା ପ୍ରଧାନ) : ଭୁବନେଶ୍ୱର ୟୁନିଟ୍ - ୧ ସ୍ଥିତ ଆଦିବାସୀ ଗ୍ରାଉଣ୍ଡରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସର୍ଗିଫୁଲ ମହୋତ୍ସବରେ ଆକର୍ଷଣୀୟ ନୃତ୍ୟ ପରିବେଷଣ କରି କୃତକାର୍ଯ୍ୟ ହୋଇଛନ୍ତି ବିରକାଲଡିହି ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ମହେଶ୍ୱର
Read More...

ଏସ୍.ଟି.ଡି.ଏ.ଭି. ଉଚ୍ଚ ବିଦ୍ୟାଳୟର ୫୩ତମ ବାର୍ଷିକ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ବେଦବ୍ୟାସ ସ୍ଥିତ ଏସ୍.ଟି.ଡ଼ି.ଏ.ଭି. ସରକାରୀ ଉଚ୍ଚ ବିଦ୍ୟାଳୟର ୫୩ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଆୟୋଜିତ ହୋଇଯାଇଛି । ଏହି ଅବସରରେ ସଫଳତା ଜୀବନର ଲକ୍ଷ୍ୟସ୍ଥଳ ନୁହେଁ, ଏହା ଏକ ଦୀର୍ଘଯାତ୍ରା ବୋଲି ମୁଖ୍ୟବକ୍ତା ମତବ୍ୟକ୍ତ କରିଛନ୍ତି ।
Read More...

ରାଉରକେଲା କଲେଜର ୩୮ତମ ବାର୍ଷିକ କ୍ରୀଡା ଉତ୍ସବ ସମାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର-୪ ସ୍ଥିତ ରାଉରକେଲା କଲେଜ, ରାଉରକେଲା ଓ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାଉରକେଲାର ଦ୍ୱି-ଦିବସୀୟ ୩୮ତମ ବାର୍ଷିକ କ୍ରୀଡା ମହୋତ୍ସବ ୨୦୨୪ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । 'ସର୍ବାଗ୍ରେ ନାରୀ ଶକ୍ତି' ଥିମ୍ ସମ୍ପର୍କୀତ ଏହି
Read More...

ରାଉରକେଲା ପ୍ରଦର୍ଶନୀ ପଡିଆରେ ଆରମ୍ଭ ହେଲା ତ୍ରିଦିବସୀୟ ବିଜନେସ୍ କନକ୍ଲେଭ ୨୦୨୪

ଉଦ୍‌ଘାଟନୀ ସମାରୋହରେ ଓଡିଶାର ଦୁଇ ମନ୍ତ୍ରୀ ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଚ୍ୟାମ୍ବର ଅଫ୍ କମର୍ସ ଏଣ୍ଡ ଇଣ୍ଡଷ୍ଟ୍ରି ପକ୍ଷରୁ ଆୟୋଜିତ ତ୍ରିଦିବସୀୟ ବିଜନେସ୍ କନକ୍ଲେଭ ୨୦୨୪, ରାଉରକେଲା ବିମାନ ବନ୍ଦର ନିକଟସ୍ଥ ପ୍ରଦର୍ଶନୀ ପଡ଼ିଆରେ ଉଦ୍‌ଘାଟିତ ହୋଇଯାଇଛି । ଏହି ବିଜନେସ୍
Read More...

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୁରାତନ ସାହିତ୍ୟ ଅନୁଷ୍ଠାନ ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ଆଦର୍ଶ ସାହିତ୍ୟ ଘର ଠାରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ଚନ୍ଦ୍ରଶେଖର ଶତପଥୀଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ସୁକାନ୍ତ ଚନ୍ଦ୍ର
Read More...

୩୭ତମ ବାର୍ଷିକ କ୍ରୀଡା ଉତ୍ସବ ଓ ପୁରସ୍କାର ବିତରଣ

ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ଉଚ୍ଚ ବିଦ୍ୟାଳୟ ଏନ୍‌ଆଇଟି କ୍ୟାମ୍ପସରେ ତା ୧୭/୧୨/୨୪ରିଖ ଓ ୧୮/୧୨/୨୪ ମଙ୍ଗଳବାର ଓ ବୁଧବାର ୨ ଦିନ ଧରି ସକାଳ ୮ଟା ସମୟରେ ବିଦ୍ୟାଳୟ ପ୍ରାଙ୍ଗଣରେ ପ୍ରଧାନ ଶିକ୍ଷୟିତ୍ରୀ ସୁଦିପ୍ତା ବେହେରାଙ୍କ ସଭାପତିତ୍ୱରେ ୩୭ତମ ବାର୍ଷିକ କ୍ରୀଡା, ବାର୍ଷିକ
Read More...